‘ଅର୍ଥନୀତିକୁ ଅଚଳ କରିଦେଇଥିଲା ଉପା’
ନୂଆଦିଲ୍ଲୀ,୯ା୨ ସଂଯୁକ୍ତ ପ୍ରଗତିଶୀଳ ମେଣ୍ଟ (ଉପା) ସରକାର ପୂର୍ବରୁ ଭାରତରେ ଏକ ସୁସ୍ଥ ଅର୍ଥନୀତି ଥିଲା। କିନ୍ତୁ କଂଗ୍ରେସ ନେତୃତ୍ୱାଧୀନ ଏହି ସରକାର କ୍ଷମତାକୁ ଆସିବା ପରେ ଅର୍ଥନୀତିକୁ ଅଚଳ କରିଦେଇଥିଲା ବୋଲି ଗୁରୁବାର କେନ୍ଦ୍ର ପକ୍ଷରୁ ଲୋକ ସଭାରେ...
୧୫ରୁ ଓଡ଼ିଶା ଗସ୍ତରେ ଆସିବେ ନିର୍ବାଚନ କମିଶନର
ଭୁବନେଶ୍ୱର,୯।୨(ସୁନିତ୍ ମିଶ୍ର):ଆଗକୁ ସାଧାରଣ ନିର୍ବାଚନ ହେବାକୁ ଥିବାବେଳେ ଏହାର ପ୍ରସ୍ତୁତି ସମୀକ୍ଷା କରିବାକୁ ଦେଶର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ନେତୃତ୍ୱରେ ଏକ ୭ ଜଣିଆ ଟିମ୍ ଆସନ୍ତା ୧୫ରୁ ୧୭ ତାରିଖ...
ପୁଣି ଫେରୁଛି ବର୍ଷା: ୧୧, ୧୨ରେ ଏହି ସବୁ ଜିଲାରେ ବର୍ଷିବ
ଭୁବନେଶ୍ୱର,୮।୨: ପୁଣି ଫେରୁଛି ବର୍ଷା। ଆସନ୍ତା ୧୧ ଓ ୧୨ ତାରିଖରେ ରାଜ୍ୟରେ କେତେକ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁଯାୟୀ, ୧୧...
ଅନ୍ତରୀଣ ବଜେଟ: ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି
ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ୫୩ ଲକ୍ଷ...
ବିଧାନସଭାରେ ଆଗତ ହେଲା ଅନ୍ତରୀଣ ବଜେଟ: କୃଷି ପାଇଁ ୨୮ ହଜାର ୯୪୪ କୋଟିର ବ୍ୟୟବରାଦ
ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଉପସ୍ଥାପନ...
ଖବରଦାତାଙ୍କ ପେନ୍ସନ୍ ଦାବି ଉଠାଇଲେ ନରସିଂହ
ଭୁବନେଶ୍ୱର,୮ା୨(ଅନିଲ ଦାସ): ଖବରଦାତାମାନେ ନିଜର ଦାବି ପାଇଁ ଲୋୟର ପିଏମ୍ଜିରେ ଧାରଣାରେ ବସୁଛନ୍ତି। ଅନ୍ୟ ରାଜ୍ୟଗୁଡ଼ିକ ଖବରଦାତାଙ୍କୁ ପେନ୍ସନ୍ ଓ ସୁରକ୍ଷା ଦେଉଥିବା ବେଳେ ଓଡ଼ିଶା ସରକାର ଏ ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଲୋକ ସଭା ଭବନକୁ ମଧ୍ୟ...
ବିରୋଧୀଙ୍କ ପାଇଁ ମୁଁ ଡାଇଭଲ ବଟିକା: ଅରୁଣ ସାହୁ
ଭୁବନେଶ୍ୱର,୮ା୨(ଅନିଲ ଦାସ): ରାଜ୍ୟ ସରକାର ଯେତେ ଯାହା ବିକାଶ କଲେ ମଧ୍ୟ ବିରୋଧୀ ଦଳଙ୍କୁ ତାହା ଦେଖାଯାଉନାହିଁ। ଯେକୌଣସି କଥାରୁ ଖିଅ ବାହାର କରିବା ବିରୋଧୀଙ୍କ ଏକ ଅଭ୍ୟାସରେ ପରିଣତ ହେଲାଣି ବୋଲି ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି।...
ଚିଟ୍ଫଣ୍ଡ ସଂସ୍ଥାରେ ଇଡିର ଚଢ଼ାଉ
ଭୁବନେଶ୍ୱର,୮ା୨: ଚିଟ୍ଫଣ୍ଡ ସଂସ୍ଥା ଉପରେ ଗୁରୁବାର ଇଡିର ବଡ଼ଧରଣର ଚଢ଼ାଉ ହୋଇଛି। ଗୋଲ୍ଡେନ୍ ଲ୍ୟାଣ୍ଡ ଡେଭଲପର୍ସ ପ୍ରାଇଭେଟ୍ ଲିମିଟେଡ୍ ଉପରେ ଏହି ଚଢ଼ାଉ ହୋଇଛି। ୯୦୦ କୋଟି ଟଙ୍କା ଠକେଇ ଅଭିଯୋଗରେ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ିଛି। ଓଡ଼ିଶା...
ରାଜ୍ୟ ସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀପତ୍ର...
ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ପ୍ରକାଶ ପାଇବ ବିଜ୍ଞପ୍ତି, ୧୫ଯାଏ ନାମାଙ୍କନ ଦାଖଲ
ଭୁବନେଶ୍ୱର,୮।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବାକୁ ଯାଉଛି । ଆଜିଠାରୁ ଫେବୃଆରୀ ୧୫ଯାଏ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନପତ୍ର ଯାଞ୍ଚ ହେବ । ସେହିପରି ୨୦ ଫେବୃଆରୀ...
ବିଧାନସଭା ବଜେଟ୍ ଅଧିବେଶନ: ଆଜି ଆସିବ କାମଚଳା ବଜେଟ୍
ଭୁବନେଶ୍ୱର,୮।୨: ଚାଲିଛି ବିଧାନସଭାର ବଜେଟ ଅଧିବେଶନ। ଗୁରୁବାର ଉପସ୍ଥାପନ ହେବ କାମଚଳା ବଜେଟ। ବିଧାନସଭାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସଂଧ୍ୟା ୫ଟା ବେଳେ ବଜେଟ ଉପସ୍ଥାପନ କରିବେ। ତେବେ ଷୋଡଶ ବିଧାନସଭାରେ ଏହା...
ଏସ୍ସିବି ପରିସରରେ ଜେରକ୍ସ ସୁବିଧା ନାହିଁ
କଟକ,୮ା୨(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍ସିବି ମେଡିକାଲ ପରିସରରେ ଜେରକ୍ସ ସୁବିଧା ନ ଥିବା ରୋଗୀ ସମ୍ପର୍କୀୟମାନେ ଅଭିଯୋଗ କରିଛନ୍ତି। ଫଳରେ ଜେରକ୍ସ କରିବା ପାଇଁ ସେମାନଙ୍କୁ ମେଡିକାଲ ବାହାରକୁ ଯିବାକୁ ପଡୁଛି। ଏହାକୁ ନେଇ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତୁରନ୍ତ ମେଡିକାଲ...
Archives


