ମେଟ୍ରୋ

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଥିଲେ। ଯାଞ୍ଚ ପରେ ସେମାନଙ୍କ ମଧ୍ୟରୁ ୧୦ଜଣ ପ୍ରାର୍ଥୀଙ୍କର ନାମାଙ୍କନପତ୍ର ନାକଚ…

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ ସ୍ଥାନରେ ଜନସଭାକୁ ସମ୍ଭୋଧିତ କରିଥିଲେ। ରାଜ୍ୟରେ ନିର୍ବାଚନ ପ୍ରଚାର ଏବଂ ଗ୍ରୀଷ୍ମ ପ୍ରବାହ ଜାରି…

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା ପରିସରକୁ ଆସୁଛି। ଭୋଟର ଯେତେବେଳେ କୌଣସି ପ୍ରାର୍ଥୀଙ୍କୁ ଯୋଗ୍ୟ ଭାବୁନାହାନ୍ତି ସେତେବେଳେ ନୋଟା ବଟନ୍‌…

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ଏଆଇସିସିର ସାଧାରଣ ସମ୍ପାଦକ ଅଜୟ କୁମାର, କଟକ ନଗର ସଭାପତି…

‘ମୁଖ୍ୟମନ୍ତ୍ରୀଙ୍କ ହୃଦୟରେ ଆଦିବାସୀଙ୍କ ପାଇଁ ସ୍ବତନ୍ତ୍ର ସ୍ଥାନ ରହିଛି’

ଭବାନୀପାଟଣା/କୋକସରା/ଗୋଲାମୁଣ୍ଡା/ କର୍ଲାମୁଣ୍ଡା,୨୮।୪(ଉତ୍ତମ କୁମାର ଦାଶ/ ଦୁଷ୍ମନ୍ତ ପଟ୍ଟଯୋଶୀ/ବଟକୃଷ୍ଣ ପଣ୍ଡା/ପ୍ରଦୀପ ସାହୁ): ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର କଳାହାଣ୍ଡି ଜିଲାର ଧର୍ମଗଡ଼, ଜୁନାଗଡ଼, ଲାଞ୍ଜିଗଡ଼ ଓ ନର୍ଲା ନିର୍ବାଚନ ମଣ୍ଡଳୀରେ ମାରାଥନ ପ୍ରଚାର କରିଛନ୍ତି। ନୂଆପଡ଼ାରୁ…

ପୁରୀ ସାହିଯାତରେ ପ୍ରଚାରକଲେ ନେତା

ପୁରୀ,୨୮ା୪(ଅଜିତ୍‌ ମହାନ୍ତି)ଶ୍ରୀକ୍ଷେତ୍ରରେ ସାହିଯାତକୁ ନେଇ ପୁରୀ ସହର ଏବେ ଉତ୍ସବମୁଖର। ସାହି ଯାତରେ ଶ୍ରୀକ୍ଷେତ୍ରର ପାରମ୍ପରିକ ସମରକଳା ନୃତ୍ୟ ଦେଖିବାକୁ ମଳୁଛି। ଶୁକ୍ରବାର ବାଲିସାହି ପକ୍ଷରୁ ରାବଣ ବଧ ନୀତି ଆଗତ କରାଯାଇଥିଲା। ସେହିପରି ବାଲି ସାହିରୁ ବାଦଯାତ ବାହାରି ବାଦିସାହି…

କଟକ: ଆସନ୍ତା କାଲି ପ୍ରକାଶ ପାଇବ ନିର୍ବାଚନ ବିଜ୍ଞପ୍ତି

କଟକ,୨୮ା୪(କାର୍ତ୍ତିକ ସାହୁ)ଆସନ୍ତା ନିର୍ବାଚନକୁ ଅବାଧ, ନିରପେକ୍ଷ ଓ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ନିର୍ବାଚନ ନିମନ୍ତେ ଆସନ୍ତା ୨୯ ତାରିଖରେ କଟକ ଜିଲା ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବ।…

ବଦଳୁଛି ଟ୍ରେଣ୍ଡ୍‌, ରୋଗ କିଣୁଛି ମଣିଷ

କଟକ,୨୮।୪(ଦିବାକର ସାହୁ)ମଣିଷ ଆଧୁନିକତାର ସ୍ରୋତରେ ଆଗେଇ ଚାଲିଛି। ସମୟ ସହ ତାଳ ଦେଇ ଦିନକୁ ଦିନ ଖାଦ୍ୟପେୟ, ଚାଲିଚଳଣିରେ ପରିବର୍ତ୍ତନ କରୁଛି। ପୂର୍ବରୁ କୌଣସି ଉତ୍ସବ ପାଳନ ପାଇଁ ଘରେ ଖିରି, ପୁରି, ତରକାରି ଆଦି ଖାଦ୍ୟ ରନ୍ଧାଯାଇ ବନ୍ଧୁବାନ୍ଧବ, ସାଙ୍ଗସାଥୀଙ୍କୁ…

ଆଜି ଆସୁଛନ୍ତି ଜେ.ପି. ନଡ୍ଡା, ରାହୁଲ ଗାନ୍ଧୀ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ଓ କଂଗ୍ରେସର ଦୁଇ ହେଭିଓ୍ବେଟ ନେତା ନିର୍ବାଚନ ପ୍ରଚାର…

ଜଙ୍ଗଲ ନିଆଁରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ)ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଜଙ୍ଗଲ ନିଆଁ ବନ ବିଭାଗକୁ ଚିନ୍ତାରେ ପକାଇଦେଇଛି। ତେବେ ବନ ବିଭାଗର ତ୍ୱରିତ ପଦକ୍ଷେପ ଏବଂ ସମସ୍ତ ବ୍ୟବସ୍ଥା ଯୋଗୁ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ କମ୍‌…

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ସାଲେପୁରରୁ ଟିକେଟ ମିଳିବା ପରେ ଏମିତି ପ୍ରତିକ୍ରିୟା ଦେଲେ ଅରିନ୍ଦମ, କହିଲେ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ତାଲିକାରେ ସାଲେପୁରରୁ ଅରିନ୍ଦମ ରାୟଙ୍କୁ ଟିକେଟ ମିଳିଛି। ଏହାକୁ ନେଇ ଖୁସି ପ୍ରକାଶ କରି ଅରିନ୍ଦମ ପ୍ରତିକ୍ରିୟା ରଖି କହିଛନ୍ତି, ମୁଁ ଯେତେବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri