ମେଟ୍ରୋ

ଏହି ଦିନ ଆସିବ ଭାଜପାର ବିଧାନସଭା ପ୍ରାର୍ଥୀ ତାଲିକା, ୭୦ରୁ ଅଧିକ ଆସନ ପାଇଁ ହୋଇଛି ନାଁ ଚୂଡାନ୍ତ

ଭୁବନେଶ୍ୱର,୩୦।୩: ରାଜ୍ୟରେ ଭାଜପା ଲୋକ ସଭା ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଏଯାଏ ବିଧାୟକ ପ୍ରାର୍ଥୀ ଘୋଷଣା କରିନି । ଏପରି ସ୍ଥିତିରେ ୨-୩ ଦିନ ମଧ୍ୟରେ ଭାଜପା ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କରିବ। ତେବେ ଗୁରୁବାର ବିଳମ୍ବିତ ରାତିରେ…

ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୋଲିସ କର୍ମଚାରୀ, ପ୍ରଶ୍ନ ଉଠାଇଲା ଭାଜପା, କହିଲା ରାଜ୍ୟ ସରକାର…

ଭୁବନେଶ୍ୱର,୩୦।୩: ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୋଲିସ କର୍ମଚାରୀ ମୁତୟନ ହେଉଛନ୍ତି। ଯେଉଁଥିରେ ୨ ସବଇନ୍ସପେକ୍ଟର, ୧୨ ହାବିଲଦାର, ୫୬ କନଷ୍ଟେବଳ ଓ ୪ ମହିଳା କନଷ୍ଟେବଳ ଅଛନ୍ତି। ଏଥିସହ ଗୋଟିଏ ଗାଡି ଗୃହ…

ଇସ୍ତଫା ଦେଲେ ବିଜେଡିର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର,୩୦।୩: ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି ଛାଡିଛନ୍ତି। ସେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁୁ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ଦଳରେ ନିରନ୍ତର ଅବହେଳା ଅଭିଯୋଗ କରି ସେ ଇସ୍ତଫା ଦେଇଥିବା ଜଣାପଡିଛି। ପ୍ରିୟଦର୍ଶୀ ମିଶ୍ର ହେଉଛନ୍ତି…

ଶ୍ରୀମୟୀ ମିଶ୍ର ନିଖୋଜ! ଖୋର୍ଦ୍ଧା ବିଜେଡିରେ ବିସ୍ପୋରକ ପରିସ୍ଥିତି

ଭୁବନେଶ୍ୱର,୩୦।୩: ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ବିଜେଡି ପାଇଁ ଅଡୁଆ ସାଜିଛି। ଦଳର ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ ସମ୍ଭାବ୍ୟ ଏମ୍‌ପି ପ୍ରାର୍ଥୀ କରି ୬ ମାସ ଆଗରୁ ନିର୍ବାଚନମଣ୍ଡଳୀ ବୁଲାଇବା, ଦଳର ସ୍ଥାନୀୟ ନେତାମାନଙ୍କ ସହ ପରାମର୍ଶ କରିଥିଲେ ମଧ୍ୟ ହଠାତ୍‌ ମନ୍ମଥ…

ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୩୦।୩ (ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭୁବନେଶ୍ୱରର ୩ ବିଧାନସଭା ଆସନକୁ ନେଇ ଏବେଠାରୁ ଚର୍ଚ୍ଚା ଜୋର୍‌ ଧରିଲାଣି। ନିକଟରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟଙ୍କ ସାନପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶିଥିବା ବେଳେ ଶାସକ ଦଳ…

ଓଡ଼ିଆ ଭାଷାରେ ଆଇପିଏଲ୍‌ କମେଣ୍ଟ୍ରି ବନ୍ଦ

ଭୁବନେଶ୍ୱର,୩୦।୩(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଭାଷାକୁ ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଯେତିକି ଗୁରୁତ୍ୱ ମିଳିବା କଥା ସେତିକି ମିଳୁନାହିଁ। ଭାଷାର ବ୍ୟବହାର କମୁଛି। ଓଡ଼ିଶାର କିଛି ବି ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚତ୍ଗଲେ ସମସ୍ତେ ସିନା ଖୁସି ହୋଇ ଗର୍ବର କଥା ବୋଲି…

ଟିକେଟ୍‌ ଫାଇନାଲ! କନ୍ଧମାଳରୁ ସିଦ୍ଧାନ୍ତ, କଟକରୁ…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ମେଣ୍ଟ ଅଙ୍କକଷା ଫେଲ୍‌ ମାରିଥିବାବେଳେ ଏବେ ଏକାକୀ ଲଢିବା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ଦୁଇ ଦଳ। ଓଡ଼ିଶାର ଗୋଟିଏ ଗୋଟିଏ ଜିଲାରେ ହେଭଓ୍ବେଟ ଏମପିଙ୍କୁ ଟିକେଟ୍‌ ଦେଇଛି ଭାଜପା । ଯେପରି ଜଣେ…

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି ସରକାରଙ୍କ…

ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର ତାଲିକା…

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି ଅସମ୍ଭାଳ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ ଗତ…

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ କରିବାକୁ ଭାଜପାରେ ଯୋଗ ଦେଇଥିଲି। ଦଳ ପକ୍ଷରୁ ତାଙ୍କୁ ଜିଲା ସଭାପତି ଭାବେ ଦାୟିତ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri