ଏହି ୨ ବିଧାୟକଙ୍କ ଟିକେଟ୍ କାଟିଲା ବିଜେଡି
ଭୁବନେଶ୍ୱର,୨୭।୪: ବିଜେଡି ପକ୍ଷରୁ ଶନିବାର ୩ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏହି ଆସନରୁ ୨ ବିଧାୟକଙ୍କ ଟିକେଟ କଟିଥିବା ଦେଖାଯାଇଛି। ଖୋର୍ଦ୍ଧା ବିଧାୟକ ଜ୍ୟୋତିରିନ୍ଦ୍ରନାଥ ମିତ୍ରଙ୍କ ଟିକେଟ କଟିଥିବା ବେଳେ ଭୋଗରାଇ ବିଧାୟକ ଅନନ୍ତ ଦାସ ମଧ୍ୟ…
ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍, ଅନୁଭବ…
ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ ଦଳ…
ଅରିନ୍ଦମଙ୍କୁ ମିଳିଲା ଟିକେଟ୍, ଏଇଠୁ ଲଢିବେ…
ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି । ଦଳ…
ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…
ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ…
ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ
ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କି,…
ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ
ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ…
ରେକର୍ଡ ଭାଙ୍ଗିଲା ରାଜଧାନୀ ତାତି, ୪୪ ଟପିଲା
ଭୁବନେଶ୍ୱର,୨୭।୪: ସାରା ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ରାଜଧାନୀ ତତଲା କଡେଇରେ ଭାଜି ହେବା ସହ ରାଜଧାନୀବାସୀ ଶନିବାର ପ୍ରବଳ ତାତିରେ ଆକ୍ତାମାକ୍ତା ହୋଇଛନ୍ତି। ସକାଳୁ ସକାଳୁ ଖରା ସମ୍ଭାଳି ହେଉନି। ଘରୁ ଗୋଡ କାଢିଲେ ଆକାଶରୁ ନିଆଁ ଖସିବା…
କଟକ-ଭୁବନେଶ୍ୱରକୁ ରେଡ୍ ଓ୍ବାର୍ଣ୍ଣିଂ
ଭୁବନେଶ୍ୱର,୨୭।୪: ତାତିରୁ ନିସ୍ତାର ନାହିଁ। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଶନିବାର ଲାଗି କଟକ-ଭୁବନେଶ୍ୱର(ଟୁଇନ୍ ସିଟି)କୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏଠାରେ ସମ୍ଭାବ୍ୟ ତାତି ଏବଂ ଗୁଳୁଗୁଳିକୁ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି।…
ଏଯାଏ ଛିଣ୍ଡୁନି ଅଙ୍କ, ଚିନ୍ତାରେ ଆଶାୟୀ; ଆଉ ୬-୧୫-୯ ଆସନ ବାକି
ଭୁବନେଶ୍ୱର,୨୭।୪: ନିର୍ବାଚନ ତାରିଖ ପାଖେଇ ଆସିଲେ ହେଁ ରାଜ୍ୟର ୩ ପ୍ରମୁଖ ଦଳ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିନାହାନ୍ତି। ଏଯାବତ ବିଜେଡି ୬, ଭାଜପା ୧୫ ଓ କଂଗ୍ରେସ ୯ ଆସନରେ ପ୍ରାର୍ଥୀ ଦେଇନାହିଁ। ସମୟ କମ୍ ଥିବାରୁ ଖୁବଶୀଘ୍ର…
ରାଜଧାନୀ ତାତି ଟପିଲା ୪୧
ଭୁବନେଶ୍ୱର,୨୭।୪: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଏହି କ୍ରମରେ ଦିନ ସାଢ଼େ ୧୧ରେ ଭୁବନେଶ୍ବର ତାପମାତ୍ରା ୪୧.୨ ଡିଗ୍ରୀ ପାର କରିଛି। ସେହିପରି ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି। କେନ୍ଦୁଝର ୪୦.୬,…
ରବିବାର ଦୁଲୁକିବ ଓଡ଼ିଶା, କଂଗ୍ରେସ ପାଇଁ ରାହୁଲ ଭାଜପା ପାଇଁ ନଡ୍ଡା କରିବେ ପ୍ରଚାର
ଭୁବନେଶ୍ୱର,୨୭।୪: ରବିବାର ମୁହାଁମୁହିଁ ହେବେ ହାଇପ୍ରୋଫାଇଲ ନେତା। କାରଣ ରବିବାର ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା। ତେବେ ସୂଚନା ଅନୁସାରେ ରବିବାର ଦିନ ସାଢ଼େ ୧୧ଟାରେ ଓଡ଼ିଶାରେ…
ଟିକେଟ୍ କଟିବା ପରେ କଂଗ୍ରେସରୁ ଇସ୍ତଫା ଦେଲେ ମୋହନ ହେମ୍ବ୍ରମ, କହିଲେ ୪୮ ଘଣ୍ଟାରେ ୭ ଲକ୍ଷ ନ ଦେଲେ…
ଭୁବନେଶ୍ୱର,୨୭।୪: ଟିକେଟ୍ କଟିବା ପରେ କଂଗ୍ରେସ ଛାଡିଲେ ମୋହନ ହେମ୍ବ୍ରମ ଏବଂ ତାଙ୍କ ପତ୍ନୀ। କଂଗ୍ରେସ ଉପରେ ବର୍ଷିବା ସହ ଶନିବାର ଦଳର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପରେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏଆଇସିସି ନିଷ୍ପତ୍ତି ଆମକୁ…
Archives


