ପୁରୀରେ ବ୍ୟାପିଲା ଝାଡାବାନ୍ତି, ଜଣଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ
ପୁରୀ,୨୭।୪: ପୁରୀରେ ବ୍ୟାପିଲା ଝାଡାବାନ୍ତି। ପୁରୀ ସହରର ବିଭିନ୍ନ ଅଞ୍ଚଳରେ ବ୍ୟାପିଲା ଝାଡାବାନ୍ତି। ବାଲିସାହି, ରେଡକ୍ରସ୍ ରୋଡ୍ ସହ ବିଭିନ୍ନ ଅଞ୍ଚଳରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ଆକ୍ରାନ୍ତ ହୋଇ ୩୦ଜଣ ମେଡିକାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ତେବେ…
ହାର୍ଡ ମଦର ଜାଗା ନେଲା ବିଅର, ଓଡ଼ିଶାରେ ଏଥର ବିକ୍ରିରେ ଭାଙ୍ଗିଲା ସର୍ବକାଳୀନ ରେକର୍ଡ
ଭୁବନେଶ୍ୱର,୨୭।୪: ତାପମାତ୍ରା ବଢିବା ସହ ଦେଶରେ ବିଅର ବିକ୍ରି ମଧ୍ୟ ବଢୁଛି। ଏହି କ୍ରମରେ ଏଥର ଓଡିଶା ବିଅର ବିକ୍ରିରେ ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଅବକାରୀ ବିଭାଗ ତଥ୍ୟ ଅନୁସାରେ ୧ ଏପ୍ରିଲୁ ୨୫ ଏପ୍ରିଲ ମଧ୍ୟରେ ପ୍ରାୟ ୧୯.୬୫ ଲକ୍ଷ…
ବିଏସ୍କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍
ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ନବରଙ୍ଗପୁର ଲୋକ ସଭା ନିର୍ବାଚନମଣ୍ଡଳୀର ଉମରକୋଟ, ଝରିଗାଁ, ଡାବୁଗଁା, ନବରଙ୍ଗପୁରରେ ନିର୍ବାଚନ ପ୍ରଚାର ଆରମ୍ଭ…
ଗୋଟିଏ ଆସନ ପାଣ୍ଡିଆନ୍ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା
ଭୁବନେଶ୍ୱର, ୨୭।୪(ସୁନିତ୍ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨ ନମ୍ବର ନେତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରେ ସେ ହେଉଛନ୍ତି ବିଜେଡିର ନୂଆ ମୁଖିଆ।…
ଖୁବ୍ଶୀଘ୍ର ନୋ ପାର୍କିଂ ଜୋନ୍ ଚିହ୍ନଟ କରିବ ବିଏମ୍ସି
ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି। ଏହାଦ୍ୱାରା ରାସ୍ତା ସଙ୍କୁଚିତ ହେବା ସହ ଟ୍ରାଫିକ୍ ସମସ୍ୟା ମଧ୍ୟ ସୃଷ୍ଟି ହେଉଛି। ତେଣୁ…
୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ
ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା କ୍ଷେତ୍ର ଓ ଏହା ଅଧୀନ ସମସ୍ତ ୨୮ ବିଧାନସଭା କ୍ଷେତ୍ର ପାଇଁ ଭୋଟ ଗ୍ରହଣ…
ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା
ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ ଚର୍ଚ୍ଚା ବଢିବାରେ ଲାଗିଛି । କୁହାଯାଉଛି ସୋର ଆସନରୁ ଭାଜପା ରାଜୁ ଦାସଙ୍କୁ ପ୍ରାର୍ଥୀ…
ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା
ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ ପରିବର୍ତ୍ତନ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଆସନ୍ତା ୩୦ ତାରିଖରୁ ମେ’ ୯…
ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ
କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି । ବାପାଙ୍କ ସହ ମିଶି ନିର୍ବାଚନ ଲଢ଼ିଲେ, ଏଥର ଡବଲ ମାର୍ଜିନରେ ଜିତିବେ ବୋଲି…
ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା
କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ମତଦାନ ବୃଦ୍ଧି ନିମନ୍ତେ…
ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର
ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ…
ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…
ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ ବିଭାଗ…
Archives


