ଆସନ୍ତା ୨ ଦିନ ଦେଖାଯିବ ଘନ କୁହୁଡ଼ି
ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଆସନ୍ତା ୨ଦିନ ଯାଏ ରାଜ୍ୟରେ ପାଗ ଶୁଖିଲା ରହିଲେ ମଧ୍ୟ କୁହୁଡ଼ିର ପ୍ରଭାବ ଜାରି ରହିବ। ଏଥିପାଇଁ ବିଭିନ୍ନ ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ମଙ୍ଗଳବାର ଉପକୂଳ ଓଡ଼ିଶା...
ଫେବୃଆରୀ ୨୭ରେ ରାଜ୍ୟ ସଭା ନିର୍ବାଚନ
ଭୁବନେଶ୍ୱର,୨୯।୧(ଅନିଲ ଦାସ): ଓଡ଼ିଶାର ଖାଲି ପଡୁଥିବା ୩ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ଫେବୃଆରୀ ୨୭ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ତାରିଖ ଘୋଷଣା କରାଯାଇଛି । ଏହି ନିର୍ବାଚନ ପାଇଁ ଫେବୃଆରୀ ୮ରେ...
‘ଏଥର ମୋଦି ଜିତିଲେ ଆଉ ନିର୍ବାଚନ ହେବ ନାହିଁ’
ଭୁବନେଶ୍ୱର,୨୯।୧(ଅନିଲଦାସ): ଏଥର ଯଦି ମୋଦି ଜିତିବେ, ଆଉ ନିର୍ବାଚନ ହେବ ନାହିଁ। ଦେଶରେ ଏକଛତ୍ର ବାଦ ଚଳାଇବେ । ଏହା ଶେଷ ନିର୍ବାଚନ। ଆପଣମାନଙ୍କ ପାଇଁ ଶେଷ ସୁଯୋଗ ପୁଣି ଥରେ ଆସିଛି । ଆପଣମାନେ ଗୁଲାମ ରହିବେ କି...
ବାଜିମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ
ନୂଆଦିଲ୍ଲୀ,୨୬।୧: ଗତ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର...
ଖାଲି ପଡିଥିବା ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ତାରିଖ ଘୋଷଣା
ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ ୮ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଫେବ୍ରୁଆରୀ ୧୫ ନାମାଙ୍କନ ପତ୍ର ଦାଖଲର...
Video:‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କଲେ ଓଡ଼ିଶା ଝିଅ
ନୂଆଦିଲ୍ଲୀ,୨୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ‘ପରୀକ୍ଷା ପେ’ ଚର୍ଚ୍ଚା’ କାର୍ଯ୍ୟକ୍ରମ ଜରିଆରେ ଛାତ୍ରୀଛାତ୍ରଙ୍କୁ ଟିପ୍ସ ଦେଇଛନ୍ତି। ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପ୍ରଧାନମନ୍ତ୍ରୀ ମୋଦି ଛାତ୍ରୀଛାତ୍ରଙ୍କୁ ସମ୍ବୋଧନ କରି କହିଛନ୍ତି, ନିଜ ପାଇଁ ଛୋଟ ଛୋଟ ଲକ୍ଷ୍ୟ ନିର୍ଦ୍ଧାରଣ କରନ୍ତୁ।...
ଦାୟିତ୍ୱ ନେଲେ ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୯ା୧: ପୋଲିସ କମିଶନର ଭାବେ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡା। ୧୯୯୪ ବ୍ୟାଚ୍ର ଏହି ଆଇପିଏସ୍ ଅଫିସର ପୂର୍ବରୁ କ୍ରାଇମବ୍ରାଞ୍ଚ ଏଡିଜି ଥିଲେ। ଆଜି କମିଶନରେଟ୍ ପୋଲିସ କାର୍ଯ୍ୟାଳୟରେ ପହଞ୍ଚି ସେ ପୂର୍ବତନ ପୋଲିସ...
ବିବାହ ବନ୍ଧନରେ ବାନ୍ଧିହେଲେ ଚେସ୍ ତାରକା ପଦ୍ମିନୀ ରାଉତ
ଭୁବନେଶ୍ୱର,୨୯ା୧: ଇଣ୍ଟରନ୍ୟାଶନାଲ ମାଷ୍ଟର ଚେସ୍ ତାରକା ପଦ୍ମିନୀ ରାଉତ ରବିବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଭୁବନେଶ୍ୱରର ପଟିଆ ଅଞ୍ଚଳରେ ହିନ୍ଦୁ ବୈଦିକ ରୀତିନୀତିରେ ସେ ମୁମ୍ବାଇର ଜୟକିଶିନ ମନାକନୀଙ୍କୁ ବିବାହ କରିଛନ୍ତି। ଏହି ବିବାହ ଉତ୍ସବରେ ରାଜ୍ୟ ସମେତ...
ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡକୁ ପୂରିଲା ବର୍ଷେ
ଭୁବନେଶ୍ୱର,୨୯ା୧: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ବହୁଚର୍ଚ୍ଚିତ ହତ୍ୟା ମାମଲାକୁ ଇତିମଧ୍ୟରେ ବର୍ଷେ ପୂରିଛି। କ୍ରାଇମବ୍ରାଞ୍ଚ ଉକ୍ତ ଘଟଣାର ତଦନ୍ତ କରି ଝାରସୁଗୁଡ଼ା ଜିଲା ଦୌରାଜଜ୍ଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିସାରିଛି।...
କେବଳ ଶଙ୍ଖଚିହ୍ନ, ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ: ପାଣ୍ଡିଆନ
ଭୁବନେଶ୍ୱର,୨୯ା୧(ଅସମାପିକା ସାହୁ): କେବଳ ଶଙ୍ଖଚିହ୍ନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିହ୍ନନ୍ତୁ। ନବୀନ ପଟ୍ଟନାୟକ ଆପଣଙ୍କ ପରିବାର ଓ ପିଲାମାନଙ୍କ ସ୍ବପ୍ନକୁ ସାକାର କରିବାକୁ ଦିନରାତି ଖଟୁଛନ୍ତି। ସେ ଜଣେ ମହାନ ଜନନାୟକ। ଶଙ୍ଖଚିହ୍ନ ଓଡ଼ିଶାବାସୀଙ୍କ ଆତ୍ମା, ବିଜୁ ପରିବାରର...
ପୁଣି ବଢ଼ିଲା ବିଏସ୍କେୱାଇ ନବୀନ କାର୍ଡ ଆବେଦନ ଅବଧି
ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍କଓ୍ବୋଇ) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର ଦ୍ୱିତୀୟଥର...
ଟିକସ ଖିଲାପ କରୁଛନ୍ତି ବଡ଼ବଡ଼ିଆ
ଭୁବନେଶ୍ୱର,୨୯।୧ (ବନ୍ଦନା ସେଠୀ): ଗତବର୍ଷ ଅପେକ୍ଷା ଚଳିତ ଆର୍ଥତ୍କ ବର୍ଷରେ ଅଧିକ ରାଜସ୍ବ ଆଦାୟ କରିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଲକ୍ଷ୍ୟ ରଖିଛି। କେବଳ ହୋଲ୍ଡିଂ ଟିକସ ବାବଦକୁ ୧୧୫କୋଟି ଟଙ୍କା ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବାବେଳେ ପ୍ରତି ଜୋନ୍କୁ...
Archives


