ଭାଷା ସମ୍ମିଳନୀରେ ଯୋଡ଼ିହେବେ ୧୩ଲକ୍ଷ ପ୍ରବାସୀ
ଭୁବନେଶ୍ୱର,୨୯।୧(ଶର୍ମିଷ୍ଠା ପାଣିଗ୍ରାହୀ): ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ସହିତ ଯୋଡି ହେବାକୁ ଓଡିଶା ସମେତ ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ମଧ୍ୟ ଉତ୍ସାହିତ ଅଛନ୍ତି। ଏଭଳି ଏକ ସମ୍ମିଳନୀ ରାଜ୍ୟରେ ପ୍ରଥମଥର ଆୟୋଜନ କରାଯାଉଥିବାରୁ ପ୍ରବାସୀ ଓଡ଼ିଆଙ୍କ ମଧ୍ୟରେ...
ସଂରକ୍ଷିତ ପଦ ଅସଂରକ୍ଷିତ ହେବନି, ୟୁଜିସି ଗାଇଡ୍ଲାଇନ ଉପରେ ଶିକ୍ଷା ମନ୍ତ୍ରଣାଳୟର ସ୍ପଷ୍ଟୀକରଣ
ଭୁବନେଶ୍ୱର,୨୯।୧: ଅନୁସୂଚିତ ଜାତି, ଜନଜାତି ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀମାନଙ୍କ ପାଇଁ ସଂରକ୍ଷିତ ଥିବା ପଦବୀ ନିମନ୍ତେ ଯଦି ସେହି ବର୍ଗରୁ ପ୍ରାର୍ଥୀ ଉପଲବ୍ଧ ନ ହେଲେ ସେଗୁଡ଼ିକୁ ଅସଂରକ୍ଷିତ ଘୋଷଣା କରାଯିବ ବୋଲି ୟୁଜିସିର ଚିଠା...
ଆଜିଠୁ ଭାଜପା କୃଷକମୋର୍ଚ୍ଚାର ରାଜ୍ୟବ୍ୟାପୀ ଆନ୍ଦୋଳନ
ଭୁବନେଶ୍ୱର, ୨୯।୧(ଅସମାପିକା ସାହୁ): ଓଡ଼ିଶାରେ ଧାନ କିଣା କାରବାରରେ ବ୍ୟାପକ ଦୁର୍ନୀତି ଓ ହେରଫେର ଏବଂ ଧାନମଣ୍ଡିର ବିକାଶ ପାଇଁ କେନ୍ଦ୍ର ସରକାର ଦେଉଥିବା ଅର୍ଥର ବାଟମାରଣା ପ୍ରତିବାଦରେ ଭାଜପା କୃଷକମୋର୍ଚ୍ଚା ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୫୮ଟି...
କ୍ରିଏଟିଭିଟିରେ ଓଡ଼ିଶା ବହୁତ ଷ୍ଟ୍ରଙ୍ଗ୍
ଓଡ଼ିଶା ମାଟିର ପୁଅ, ମାତ୍ର ଜାତୀୟ ସ୍ତରରେ ବେଶ୍ ଲୋକପ୍ରିୟ। ଅଭିନୟରେ ବାନ୍ଧି ରଖିପାରୁଥିବା ଜଣେ ଅନନ୍ୟ କଳାକାର। ହିନ୍ଦୀ, ଇଂଲିଶ ଏବଂ ଓଡ଼ିଆ ଫିଲ୍ମ ସହ ବହୁ ୱେବ୍ ସିରିଜ୍ରେ ନିଖୁଣ ଅଭିନୟ ତାଙ୍କୁ ଦେଇଛି ସ୍ବତନ୍ତ୍ର ପରିଚୟ।...
ପୁଣି ବର୍ଷା ହେଲେ ଶୀତ ପ୍ରକୋପ ବଢ଼ିବ
ଭୁବନେଶ୍ୱର,୨୯।୧(ଅନୁରାଧା ମହାରଣା): ଏବେ ଦିନରେ ଖରା ଓ ରାତିରେ ଥଣ୍ଡା ଅନୁଭୂତ ହେଉଛି। ଶୀତ ଲହରି ଜାରି ରହିଥିବାବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ କୁହୁଡିର ଆସ୍ତରଣ ଦେଖିବାକୁ ମିଳୁଛି। ତେବେ ଆଗକୁ ବର୍ଷା ସମ୍ଭାବନା ରହିଥିବାରୁ ଶୀତ ପ୍ରକୋପ ବଢ଼ିବ...
ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ମଲ୍ଲିକାର୍ଜୁନ ଖାର୍ଗେ
ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) : ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଦିନିକିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି। ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତା’ର ରଣନୀତି ସ୍ବରୂପ ଭୁବନେଶ୍ୱରରେ ‘ଓଡ଼ିଶା ବଞ୍ଚାଅ’ ସମାବେଶ କରୁଛି।...
ଖୁସି ଖବର: ପୁଣି ବଢ଼ିଲା BSKY ନବୀନ କାର୍ଡ ଆବେଦନ ଅବଧି
ଭୁବନେଶ୍ୱର, ୨୮।୧(ଅସମାପିକା ସାହୁ) – ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) ନବୀନ କାର୍ଡ ପାଇଁ ଆବେଦନ ଅବଧିକୁ ପୁଣି ବୃଦ୍ଧି କରାଯାଇଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ଯୋଗ୍ୟବ୍ୟକ୍ତି ଯେପରି ଏଥିରୁ ବଞ୍ଚତ୍ତ ନ ହେବେ, ତାହାକୁ ଦୃଷ୍ଟିରେ ରଖି ସରକାର...
ଅବସର ଘୋଷଣା କଲେ ଭାରତୀୟ ମହିଳା ହକି ଷ୍ଟାର ଦୀପଗ୍ରେସ ଏକ୍କା
ଭୁବନେଶ୍ୱର, ୨୮।୧: ଭାରତୀୟ ହକି ଟିମ୍ର ଷ୍ଟାର ଦୀପଗ୍ରେସ ଏକ୍କା ଅନ୍ତର୍ଜାତୀୟ ହକିରୁ ଅବସର ଘୋଷଣା କରିଛନ୍ତି । ଏନେଇ ସେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି । ହକି ଇଣ୍ଡିଆ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଭାରତୀୟ ହକି...
ଭାଜପା ରାଜ୍ୟ ପ୍ରଭାରୀ, ସହପ୍ରଭାରୀ ନିଯୁକ୍ତ
ଭୁବନେଶ୍ୱର,୨୮।୧(ଅନିଲ ଦାସ): ଆସନ୍ତା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି (ଭାଜପା) ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ଶନିବାର ବିଭିନ୍ନ ରାଜ୍ୟ ପାଇଁ ପ୍ରଭାରୀ ଓ ସହପ୍ରଭାରୀ ତାଲିକା ଘୋଷଣା କରିଛନ୍ତି। ଓଡ଼ିଶା ପାଇଁ ବିଜୟ...
ପର୍ଯ୍ୟଟନ କ୍ଷେତ୍ରରେ ନୂଆ ଦିଗନ୍ତ ଆଣିବ ଜାତୀୟ ଚିଲିକା ବିହଙ୍ଗ ଉତ୍ସବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ଚତୁର୍ଥ ଜାତୀୟ ଚିଲିକା ବିହଙ୍ଗ ଉତ୍ସବକୁ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଉଦ୍ଘାଟନ କରିଛନ୍ତି। ଏସିଆର ସର୍ବବୃହତ୍ ଲୁଣା ହ୍ରଦ ଚିଲିକା ହେଉଛି ଲକ୍ଷାଧିକ ବିଦେଶାଗତ ପକ୍ଷୀଙ୍କ ବିଚରଣସ୍ଥଳୀ। ଏହି ମହୋତ୍ସବ ପକ୍ଷୀପ୍ରେମୀଙ୍କୁ...
ହସ୍ପିଟାଲରେ ଶିଶୁକନ୍ୟା ଛାଡ଼ି ପଳାଇଲେ ମା-ବାପା
ଭୁବନେଶ୍ୱର,୨୭ା୧(ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୨୭ ଦିନର ଶିଶୁକନ୍ୟାକୁ ଛାଡି ମା’ବାପା କେଉଁଆଡ଼େ ପଳାଇଛନ୍ତି। ଉକ୍ତ ଦମ୍ପତି ନୟାଗଡ଼ ଦଶପଲ୍ଲା ଅଞ୍ଚଳର ପ୍ରଶାନ୍ତ ନାୟକ ଓ...
ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭ା୧(ଅସମାପିକା ସାହୁ): ବିଶିଷ୍ଟ ସଂଗ୍ରାମୀ ତଥା ରାଜ୍ୟ ସ୍ବାଧୀନତା ସଂଗ୍ରାମୀ ସଂଗଠନର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯୁବ ବୟସରେ ସ୍ବାଧୀନତା ଆନ୍ଦୋଳନରେ ଯୋଗ...
Archives


