କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ
ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ଏପରିକି ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ…
ଭାଜପା ପାର୍ଟି ଅଫିସର କୋର୍ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା
ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ ନେଇ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ…
କେବେ ବାହାରିବ ଯୁକ୍ତ ଦୁଇ ରେଜଲ୍ଟ? ବଡ଼ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ବର,୧୮।୫: ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ଏକାସଙ୍ଗେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ରେଜଲ୍ଟ ବାହାରିବ । ଚଳିତ…
ଅମାନିଆ ଇସ୍କନର ବିଦେଶରେ ଅଦିନିଆ ରଥଯାତ୍ରା, ବିରୋଧ ସତ୍ତ୍ୱେ…
ଭୁବନେଶ୍ୱର,୧୭ା୫: ପୁଣି ଅମାନିଆ ହୋଇଛି ଇସ୍କନ। ଦକ୍ଷିଣ ଆଫ୍ରିକା ଓ ଆମେରିକାରେ ଅଦିନିଆ ରଥଯାତ୍ରା କରିଛି। ପ୍ରବାସୀ ଓଡ଼ିଆ ଓ ଜଗନ୍ନାଥ ପ୍ରେମୀଙ୍କ ପ୍ରତିବାଦକୁ ନ ମାନି ଶନିବାର ଦୁଇ ଦେଶରେ ଇସ୍କନ ପକ୍ଷରୁ ରଥଯାତ୍ରା ପାଳନ କରାଯାଇଛି। ଜୋହାନ୍ସବର୍ଗ ଓ…
ପ୍ଲାଟିନମ୍ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍ର ଚାହିଦା ମଧ୍ୟ ବଢ଼ିିଛି । କେନ୍ଦୁଝର ଜିଲାର ବାଙ୍ଗୁର କ୍ରୋମାଇଟ୍ ଖଣିରୁ ପ୍ଲାଟିନମ୍ ଗ୍ରୁପ୍ ଏଲିମେଣ୍ଟ ଉତ୍ତୋଳନ କରିବାରେ…
ଆଜି ଓଡ଼ିଶା ଗସ୍ତରେ ନୀତିନ୍ ନବୀନ
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନୀତିନ୍ ସାଧାରଣ ଯାତ୍ରୀବାହୀ ବିମାନରେ ରବିବାର ସାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ।…
ଜୁନ୍ ୭ରେ ଓଡ଼ିଶା ସିଭିଲ ସର୍ଭିସ୍ ପ୍ରିଲିମ୍
କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍ ୭ ତାରିଖ (ରବିବାର) ଏହି ପରୀକ୍ଷା ୨ଟି ପର୍ଯ୍ୟାୟରେ ହେବ। ଓଡ଼ିଶାର ୬ଟି ଜୋନ୍…
ସୁଧୁରୁନି ତୈଳ ସ୍ଥିତି, ବଢ଼ିଲାଣି କଳାବଜାର
ଭୁବନେଶ୍ୱର, ୧୭।୫(ସୁନିତ୍ ମିଶ୍ର): ଓଡ଼ିଶାରେ ଦେଖା ଦେଇଥିବା ତୈଳ ସଙ୍କଟ ସ୍ଥିତିରେ ଶନିବାର ସୁଦ୍ଧା ସୁଧାର ଆସିପାରି ନାହିଁ। ଭୁବନେଶ୍ୱରଠାରୁ ଆରମ୍ଭ କରି ରାଜ୍ୟର ଅନ୍ୟ ଜିଲାଗୁଡ଼ିକରେ ଲୋକମାନେ ଲମ୍ୱା ଲାଇନ୍ରେ ପେଟ୍ରୋଲ, ଡିଜେଲ ନେବାକୁ ଅପେକ୍ଷା କରି ରହିଥିବାର ଦୃଶ୍ୟ…
ମହଜୁଦ ଅଛି ତେଲ, ତଥାପି ପମ୍ପ ବନ୍ଦ, ଭିଡ଼: ଭୟର ବାତାବରଣ
ଭୁବନେଶ୍ୱର,୧୬ା୫(ସୁନିତ୍ ମିଶ୍ର):ରାଜ୍ୟରେ ପେଟ୍ରୋଲ, ଡିଜେଲକୁ ନେଇ ଦେଖାଦେଇଥିବା ସମସ୍ୟା ସମାଧାନ ହୋଇପାରି ନାହିଁ। ରାଜ୍ୟର ପ୍ରାୟ ସବୁ ପମ୍ପରେ ଘଣ୍ଟା ଘଣ୍ଟା ଧରି ଲୋକମାନଙ୍କ ଲମ୍ବା ଧାଡ଼ି ଦେଖିବାକୁ ମିଳିଛି। ଏପରିକି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ, ଡିଜେଲର ବ୍ୟବହାର କମ୍…
ଯାତ୍ରୀଙ୍କ ପକେଟ୍କୁ ଝଟ୍କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?
ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…
୧୦୦ ଟଙ୍କାରେ ତେଲ ଦେଲେ କଣ୍ଟା ଉଠୁନି: ଏମିତି କହି ବର୍ଷିଲେ ତାରା ପ୍ରସାଦ ବାହିନୀପତି
ଭୁବନେଶ୍ୱର,୧୫।୫: ରାଜ୍ୟରେ ୧୩ଶହରୁ ଅଧିକ ପେଟ୍ରୋଲ ପମ୍ପ ବନ୍ଦ ହୋଇଗଲାଣି। ୨ ହଜାରରୁ ଅଧିକ ବସ ଅଚଳ ହେବାକୁ ବସିଲାଣି। ତେଲ ପାଇଁ ସାରା ରାଜ୍ୟରେ ହାହାକାର ପରିସ୍ଥିତି ଉପୁଜିଲାଣି। ଶହେ ଟଙ୍କାର ତେଲ ଦେଉଛନ୍ତି କଣ୍ଟା ଉପରକୁ ଉଠୁନି। କିନ୍ତୁ…
କାହିଁକି ପେଟ୍ରୋଲ ପମ୍ପରେ ଲାଗୁଛି ଲମ୍ବା ଲାଇନ୍? ସାମ୍ନାକୁ ଆସିଲା ବଡ଼ କାରଣ, ଡିଲର ସଂଘ ସାଧାରଣ ସମ୍ପାଦକ କହିଲେ…
ଭୁବନେଶ୍ୱର, ୧୫।୫: ତେଲ ପାଇଁ ରାଜଧାନୀର ବିଭିନ୍ନ ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ୍ ଲାଗିଛି। ଏପଟେ ଚାହିଁଲେ ଆଖି ପାଉନି, ସେପଟେ ଚାହିଁଲେ କିଛି ଦିଶୁନି। ମାଳମାଳ ଗାଡ଼ି ସହ ଲୋକଙ୍କ ଭିଡ଼ ଯୋଗୁଁ ଗାଡ଼ି ଚଳାଚଳ ମଧ୍ୟ ପ୍ରଭାବିତ ହେଉଛି।…

