ମେଟ୍ରୋ

ପ୍ରଚାରରୁ ଫେରିବା ବେଳେ ଯୁବ ଭାଜପା ରାଜ୍ୟ ସଭାପତିଙ୍କୁ ସଂଘବଦ୍ଧ ଆକ୍ରମଣ

ଭୁବନେଶ୍ୱର,୩୦।୫: ଯୁବ ଭାଜପା ରାଜ୍ୟ ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ହୋଇଛି। ପ୍ରଚାରରୁ ଫେରିବା ବେଳେ ସସିତାଦେଇପୁର ନିକଟରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଅଭିଳାଷଙ୍କୁ କିଛି ବିଜେଡି କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ବିଜେଡି କର୍ମୀଙ୍କ ଆକ୍ରମଣରେ ଅଭିଳାଷଙ୍କ…

ସରିଲା ପ୍ରଚାର, ଶନିବାର ଭୋଟ, ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୯୯.୬୧ ଲକ୍ଷ ଭୋଟର

ଭୁବନେଶ୍ୱର,୩୦।୫: ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ଜୁନ ୧ ଅର୍ଥାତ୍‌ ଶନିବାର ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଗୁରୁବାର ପ୍ରଚାର ଶେଷ ହୋଇଛି। ଏହି ଶେଷ ପର୍ଯ୍ୟାୟରେ ରାଜ୍ୟର ୬ଟି ସଂସଦୀୟ କ୍ଷେତ୍ର ଓ…

ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ ବିଜେଡି ନେତ୍ରୀ, ଭିତରେ ଥିଲା…

ଭୁବନେଶ୍ୱର,୩୦।୫: ରାଜଧାନୀ ଭୁବନେଶ୍ୱର ଖାରବେଳ ନଗର ଅଞ୍ଚଳର ବିଜୟଲକ୍ଷ୍ମୀ ମହାପାତ୍ର ଓ ଦିବ୍ୟଜ୍ୟୋତି ଜେନା ବୁଧବାର ରାତିରେ ଉଦଳା ନିର୍ବାଚନମଣ୍ଡଳୀର ଗୁଧିମରା ଗାଁରେ ପହଞ୍ଚି ଘରକୁ ଘର ବୁଲି ଧଳା ଲଫାପା ବାଣ୍ଟୁଥିଲେ। ଯେଉଁ ଲଫାପାରେ ୨୦୦୦ ଟଙ୍କା ଥିଲା। ଏହା…

ନିର୍ବାଚନ ସମୟରେ ଓଡ଼ିଶାରୁ ଜବତ ହେଲାଣି ୨୭୦କୋଟି

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ତେବେ ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ ହୋଇଛି। ତେବେ ମାର୍ଚ୍ଚ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ମୋଟ ୨୭୦କୋଟି ଟଙ୍କାର…

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ବାଲେଶ୍ୱର ଜିଲାର ସୋରକୁ ନିର୍ବାଚନୀ ପ୍ରଚାରରେ ଆସିଛନ୍ତି…

‘ଏଥର ନବୀନଙ୍କୁ ଭୋଟ ଦେଲେ ପାଣ୍ଡିଆନ୍‌ଙ୍କ ପାଖକୁ ଯିବ’

ଭୁବନେଶ୍ୱର,୩୦।୫: ପାଣ୍ଡିଆନ୍‌ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ପରେ ଭାଜପା ନେତା ବୈଜୟନ୍ତ ପଣ୍ଡା କାଉଣ୍ଟର କରିଛନ୍ତି। ବୈଜୟନ୍ତ କହିଛନ୍ତି, ପାଣ୍ଡିଆନ୍‌ ମୁଖ୍ୟମନ୍ତ୍ରୀଙ୍କୁ କଣ୍ଟ୍ରୋଲ କରିବା ପୂରା ରାଜ୍ୟବାସୀ ଦେଖୁଛନ୍ତି। ତାଙ୍କ ମାଇକ ଧରିବାଠାରୁ ଆରମ୍ଭ…

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବୁଧବାର ପୁରୀ ବାଣ ଦୁର୍ଘଟଣାରେ ଆହତମାନଙ୍କ ଚିକିତ୍ସା ଖର୍ଚ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ…

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା କ୍ଷେତ୍ରରେ ମଧ୍ୟ ନିର୍ବାଚନ ହେବ। ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି।…

ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର ଦେଇ…

କାଲି ଜାଳିଥିଲା, ଆଜି ବି ଜାଳୁଛି

ଭୁବନେଶ୍ୱର,୩୦ା୫: ରାଜ୍ୟରେ ଗୁରୁବାର ଅନୁଭୂତ ହେଉଛି ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସକାଳ ସାଢ଼େ ୮ଟାରେ ତାପମାତ୍ରା ୩୯ ଡିଗ୍ରୀ ଥିବାବେରେ…

ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୩୦।୫: ଚନ୍ଦନ ଯାତ୍ରା ସମୟରେ ପୁରୀ ନରେନ୍ଦ୍ର ପୋଖରୀରେ ନିକଟରେ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ ହସ୍ପିଟାଲରେ ଆହାତଙ୍କୁ ଭେଟି ସେମାନଙ୍କୁ ଭେଟି ସୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ…

ପ୍ରେସମିଟ୍‌ କରି ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ, କମ୍ପନ କେଉଁଠି ହେବ ଜ୍ୟୋତିଷ କହିଛନ୍ତି…

ଭୁବନେଶ୍ୱର,୩୦।୫: ପ୍ରଧାନମନ୍ତ୍ରୀ ମୋଦି ବୁଧବାର ଓଡ଼ିଶା ଆସି ବିଜେଡି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି। ଯାହାର କାଉଣ୍ଟର କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ପ୍ରେସମିଟ୍‌ କରି ମୋଦିଙ୍କ ଗୋଟିଗୋଟି କଟାକ୍ଷର ଜବାବ ଦେଇଛନ୍ତି ପାଣ୍ଡିଆନ। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?