୨୩ରୁ ବଢିବ ବର୍ଷା
ଭୁବନେଶ୍ୱର,୨୨।୧: ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି ଯାହା ଫଳରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ତେବେ ୨୩ ଓ ୨୪ ତାରିଖରେ ଉପକୂଳ ଓ ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଜିଲାରେ...
‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’
ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ...
ଦୂରଦର୍ଶନରେ ରାମ ମନ୍ଦିର ପ୍ରତିଷ୍ଠାର ସିଧା ପ୍ରସାରଣ
ଭୁବନେଶ୍ୱର,୨୨।୧(ଅନୁରାଧା ମହାରଣା): ସୋମବାର ଅଯୋଧ୍ୟାରେ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ମନ୍ଦିର ଉଦ୍ଘାଟନ କରିବେ। ଏହି ଶୁଭ ଉତ୍ସବର ସିଧା ପ୍ରସାରଣ ସମସ୍ତ ଦୂରଦର୍ଶନ ଡିଡି ଚ୍ୟାନେଲରେ ଲାଇଭ୍ ଟେଲିକାଷ୍ଟ କରାଯିବ। ଅତ୍ୟାଧୁନିକ ଯନ୍ତ୍ରପାତି...
ବକୁଳରେ ଖୋଲିଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୨।୧(ଶର୍ମିଷ୍ଠା ପାଣିଗ୍ରାହୀ): ବକୁଳ ଲାଇବ୍ରେରିରେ ଏକ ପାଣିପାଗ କେନ୍ଦ୍ର ରବିବାର ଉଦ୍ଘାଟିତ ହୋଇଯାଇଛି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ବିଭାଗର ମୁଖ୍ୟ ଶାସନ ସଚିବ ଚିତ୍ରା ଅରୁମୁଗମ୍ ଏହାକୁ ଉଦ୍ଘାଟନ କରିଛନ୍ତି। ଆମେରିକାର ସିଟି ୟୁନିଭର୍ସିଟି ଅଫ୍ ନ୍ୟୁୟର୍କର ବ୍ରୋନକ୍ସ କମ୍ୟୁନିଟି...
ବନ୍ୟପ୍ରାଣୀ ବେପାରକୁ ସବୁଜ ସଙ୍କେତ
ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ...
ଆନ୍ଦୋଳନକୁ ଓହ୍ଲାଇବ ଓଷ୍ଟା
ଭୁବନେଶ୍ୱର/କଟକ ୨୨।୧(ଅସମାପିକା ସାହୁ/କାର୍ତ୍ତିକ ସାହୁ): ବିଭିନ୍ନ ସମସ୍ୟା ନେଇ ଫେବୃଆରୀ ପ୍ରଥମ ସପ୍ତାହରେ ଆନ୍ଦୋଳନକୁ ଓହ୍ଲାଇବ ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା)। ଶିକ୍ଷକ, ଅଭିଭାବକ, ପୁରାତନ ଛାତ୍ର ଓ ପରିଚାଳନା କମିଟି ସଦସ୍ୟଙ୍କ ସହ ବିଭିନ୍ନ ସଙ୍ଗଠନ ଏହି...
କୋହଲା ପାଗକୁ ହାଲୁକା ବର୍ଷା
ଭୁବନେଶ୍ୱର, ୨୨।୧(ଅସମାପିକା ସାହୁ): ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଗୁରୁଚାପ ବଳୟ ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ହାଲୁକା ବର୍ଷା ମଧ୍ୟ ହୋଇଛି।...
୨୯ରେ ଓଡ଼ିଶା ଆସିବେ ମଲ୍ଲିକାର୍ଜୁନ ଖାର୍ଗେ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)- ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି)ର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ୨୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଏକ ସାଧାରଣ ସଭା ଅନୁଷ୍ଠିତ ହେବ। ସାଧାରଣ ସଭା ସୁପରିଚାଳନା ପାଇଁ ପିସିସି ସଭାପତି ଶରତ...
ସାଧାରଣତନ୍ତ୍ର ଦିବସ ୨୦୨୪: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ ?
ଭୁବନେଶ୍ୱର,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ରାଜ୍ୟପାଳ ରଘୁବର ଦାସ ଭୁବନେଶ୍ୱରର ଲୋୟର ପିଏମଜିରେ ପତାକା ଉତ୍ତୋଳନ କରିବେ। ଏହାବାଦ୍ ୧୭ ଜଣ ମନ୍ତ୍ରୀ ୧୭ ଟି ଜିଲାର ସଦର ମହକୁମାରେ, ୨ଟି ସ୍ଥାନରେ ଆରଡିସି ଏବଂ ୯ଟି ଜିଲାରେ ସ୍ଥାନୀୟ...
ସିଡ୍ୟୁଲ-୨ ବନ୍ୟପ୍ରାଣୀ ବେପାରକୁ ଗ୍ରୀନ୍ ସିଗ୍ନାଲ
ଭୁବନେଶ୍ୱର, ୨୧।୧(ଅସମାପିକା ସାହୁ)ଆଇନଗତ ଉପାୟରେ ଏଣିକି ଭାରତୀୟ ବନ୍ୟପ୍ରାଣୀଙ୍କୁ କିଣାବିକା କରି ହେବ। କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ଗତ ୧୮ ତାରିଖରେ ଜାରି କରାଯାଇଥିବା ଗେଜେଟ ନଂ. ୪୦ରେ ଏଥିପାଇଁ ଲାଇସେନ୍ସ ପ୍ରଦାନ...
ମଙ୍ଗୁଳି ଛକରେ ଟ୍ରକ୍କୁ ପିଟିଲା କାର୍, ନିର୍ଦ୍ଦେଶକ ସୁଧାକର ବସନ୍ତ ଗୁରୁତର
ଚୌଦ୍ୱାର,୨୧।୧(ମାନସ କୁମାର ସାମଲ): ଓଡିଆ ସିନେଜଗତର ଲୋକପ୍ରିୟ ସିନେ ନିର୍ଦ୍ଦେଶକ ସୁଧାକର ବସନ୍ତ ଦୁର୍ଘଟଣାର ଶିକାର ହୋଇଛନ୍ତି। କଟକ ମଙ୍ଗୁଳିସ୍ଥିତ ବଜରଙ୍ଗୀ ଓ୍ବେ ବ୍ରିଜ୍ ନିକଟରେ ତାଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି...
ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କଲେ ଲାଇସେନ୍ସ ରଦ୍ଦ
ଭୁବନେଶ୍ୱର, ୨୦।୧(ଅସମାପିକା ସାହୁ)- ବିନା ପ୍ରେସକ୍ରିପସନରେ ଆଣ୍ଟିବାୟୋଟିକ ବିକ୍ରି କରି ଧରା ପଡ଼ିଲେ ମେଡିସିନ ଦୋକାନୀଙ୍କ ଲାଇସେନ୍ସ ରଦ୍ଦ ହେବ। ରାଜ୍ୟ ସରକାର ଏଭଳି କଡ଼ା ଚେତାବନୀ ଦେଇଛନ୍ତି। ଆଣ୍ଟିବାୟୋଟିକର ଅତ୍ୟଧିକ ବ୍ୟବହାର ରୋକିବାକୁ କେନ୍ଦ୍ର ସରକାର ନୂଆ ଗାଇଡ଼ଲାଇନ୍...
Archives


