ମେଟ୍ରୋ

୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଅବସରରେ ବିଭିନ୍ନ ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ...

ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ...

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌...

ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ ଋତୁରେ ଓଡ଼ିଶାରୁ ଅଧିକ ୧୦ ଲକ୍ଷ ମେଟ୍ରିକ୍‌ ଟନ ଉଷୁନା ଚାଉଳ...

ବିଷ ଦେଇ ୭ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୧୯।୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଅମାନୁଷିକତାର ଚିତ୍ର ସାମ୍ନାକୁ ଆସିଛି। ଖାଦ୍ୟରେ ବିଷ ଦେଇ ୭ କୁକୁରକୁ ହତ୍ୟା କରାଯାଇଛି। ତମାଣ୍ଡୋ ଥାନା ଅନ୍ତର୍ଗତ ଭଗବାନପୁରରେ ଏଭଳି ନୃଶଂସ ଘଟଣା ଘଟିଥିବାବେଳେ ପଶୁପ୍ରେମୀ ଏହାକୁ ନିନ୍ଦା କରିବା ସହ ଥାନାରେ...

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଫସାଉଥିଲେ:

ଭୁବନେଶ୍ୱର,୧୯।୧(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ ଯୁବତୀଙ୍କ ଫଟୋ। ବିବାହ ପାଇଁ କନ୍ୟା ଖୋଜୁଥିବା ଯୁବକଙ୍କ ସହ ଚାଟ୍‌...

ରାତିରେ ବୁଲିହେବ ଭରତପୁର ଜଙ୍ଗଲ

ଭୁବନେଶ୍ୱର, ୧୯।୧(ଅସମାପିକା ସାହୁ) : ଚନ୍ଦକାରେ ଆରମ୍ଭ ହେବ ‘ନକ୍‌ଚରାଲ ଟ୍ରେଲ୍‌’। ରାତିରେ ଜଙ୍ଗଲ ବୁଲିବାର ମଜା ନେବେ ଲୋକେ। ଚନ୍ଦକା ବନଖଣ୍ଡ ଅଧୀନ ଭରତପୁର ଜଙ୍ଗଲରେ ରାତିରେ ସଫାରୀ ଚାଲିବ। ଏହା ଆସନ୍ତା ୨୯ ତାରିଖରୁ ଆରମ୍ଭ ହେବ।...

୨୨ରେ ଅଧାଛୁଟି: ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯ା୧(ଅନିଲ ଦାସ): ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମମନ୍ଦିର ପ୍ରାଣପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାର ଓ ରାଜ୍ୟ ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ଅପରାହ୍ନ ୨ଟା ୩୦ ମିନିଟ ଯାଏ ସମସ୍ତ ସରକାରୀ କାର୍ଯ୍ୟାଳୟ,...

ଏଏସ୍‌ଓ ମାମଲା: ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ୍‌

ଭୁବନେଶ୍ୱର,୧୯ା୧: ଏଏସ୍‌ଓ ଚୟନରେ ଅନିୟମିତତା ମାମଲାରେ ସୁପ୍ରିମକୋର୍ଟ ରାଜ୍ୟ ସରକାରଙ୍କୁ ନୋଟିସ୍‌ କରିଛନ୍ତି। ରାଜ୍ୟ ସରକାର, ଓପିଏସ୍‌ସି ସହ ଅନ୍ୟ ପ୍ରତିପକ୍ଷଙ୍କୁ ସାମିଲ କରି ନୋଟିସ୍‌ କରିଛନ୍ତି ସୁପ୍ରିମକୋର୍ଟ। ଆବେଦନକାରୀ ରଜତ ମିଶ୍ରଙ୍କ ଏସ୍‌ଏଲ୍‌ପିକୁ ଗ୍ରହଣ କରି ସୁପ୍ରିମକୋର୍ଟ ଶୁକ୍ରବାର...

ଫେବୃଆରୀ ୫ରୁ ବିଧାନସଭା

ଭୁବନେଶ୍ୱର,୧୯ା୧: ଫେବୃଆରୀ ୫ରୁ ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବ। ୫ରୁ ୧୩ ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ। ଅଧିବେଶନରେ କାମଚଳା ବଜେଟ୍‌ ଆଗତ କରାଯିବ। ୫ରେ ରାଜ୍ୟପାଳଙ୍କ ଅଭିଭାଷଣ ଏବଂ ୮ରେ ବଜେଟ୍‌ ଉପସ୍ଥାପନ କରାଯିବ।

କମୁଛି ତାପମାତ୍ରା, ବନ୍ୟପ୍ରାଣୀ ପ୍ରଭାବିତ

ଭୁବନେଶ୍ୱର,୧୯।୧(ଅସମାପିକା ସାହୁ): ଚଳିତ ମାସରେ ଶିମିଳିପାଳ ଅଭୟାରଣ୍ୟର ବାର୍‌ହା କାମୁଡ଼ା ଅଞ୍ଚଳରେ ଦୁଇଥର ତାପମାତ୍ରା ଶୂନ ଡିଗ୍ରୀ ସେଲସିୟସକୁ ଖସିଛି। କିଛିଦିନ ହେଲା ବ୍ୟାଘ୍ର ପ୍ରକଳ୍ପର ଅନ୍ୟାନ୍ୟ କିଛି ଅଞ୍ଚଳରେ ୨-୩ ଡିଗ୍ରୀ ତାପମାତ୍ରା ଲାଗି ରହିଛି। ଏହା ଜଳବାୟୁ...

୨୦ରେ ରାଜ୍ୟର ସମସ୍ତ ଉଠାଦୋକାନ, ଭେଣ୍ଡିଂଜୋନ୍‌ ବନ୍ଦ

ଭୁବନେଶ୍ୱର, ୧୯।୧ (ବନ୍ଦନା ସେଠୀ): ଆସନ୍ତା ୨୦ ତାରିଖରେ ରାଜ୍ୟର ସମସ୍ତ ଉଠାଦୋକାନ ଏବଂ ଭେଣ୍ଡିଂଜୋନ୍‌ ବନ୍ଦ ରହିବ। ପ୍ରତିବର୍ଷ ଜାନୁଆରୀ ୨୦କୁ ଦେଶରେ ଜାତୀୟ ଉଠାଦୋକାନୀ ଦିବସ ଭାବେ ପାଳନ କରାଯାଇଥାଏ। ଚଳିତବର୍ଷ ନିଖିଳ ଉତ୍କଳ କ୍ଷୁଦ୍ର ବ୍ୟବସାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri