ମେଟ୍ରୋ

ଅଭଦ୍ର ଭାଷା ବ୍ୟବହାର କରୁଛନ୍ତି ବାହାର ନେତା, ଜବାବ ଦେବେ ଓଡ଼ିଶାବାସୀ: ନବୀନ

ଭୁବନେଶ୍ୱର,୨୯।୫: ପୁଣି ଏକ ଭିଡିଓ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ‘ବିରୋଧୀ ନେତା ମୋତେ ଅଶାଳୀନ ବ୍ୟବହାର କରୁଛନ୍ତି। ଯାହା ମାତେ କଷ୍ଟ ଦେଇଛି।’ ନବୀନ ଓଡ଼ିଶାବାସୀଙ୍କୁ ସମ୍ବୋଧନ କରି ଆହୁରି କହିଛନ୍ତି, ‘ସାଢେ ୪ କୋଟି…

ଭାଜପା ପାଖରେ ଏକ ଅନନ୍ୟ ଓ୍ବାଶିଂ ମେଶିନ ଅଛି, ବିଜେଡିରୁ ବହିଷ୍କୃତ ନେତାଙ୍କୁ ପୁରାଇ ସଫା କରିଦେଉଛି: ସସ୍ମିତ

ଭୁବନେଶ୍ୱର,୨୯।୫: ରାଜ୍ୟ ଭାଜପା ପାଖରେ ଗୋଟିଏ ଅନନ୍ୟ ଆଉ ଅଦ୍ୱିତୀୟ ୱାଶିଂ ମେଶିନ ଅଛି । ଏଥିରେ ଦାଗୀ ନେତାଙ୍କୁ ପୁରାଇ ଭାଜପା ସଫା କରିଦେଉଛି । କିଛି ଏଭଳି କଟାକ୍ଷ କରିଛନ୍ତି ବିଜେଡି ମୁଖପାତ୍ର ସସ୍ମିତ ପାତ୍ର । ସସ୍ମିତ…

ନବୀନଙ୍କ ପାଖରେ ବସି ଏ କ’ଣ କରୁଥିଲେ ପାଣ୍ଡିଆନ୍‌, ପୁଣି ଭାଇରାଲ ହେଲା ଆଉ ଏକ ଭିଡିଓ…

ଭୁବନେଶ୍ୱର,୨୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦଳର ନେତା କାର୍ତ୍ତିକ ପାଣ୍ଡିଆନ୍‌ ଗୋଡ଼ ମାରୁଥିବାର ଏକ ଭିଡିଓ ଭାଇରାଲ ହେଉଛି। ଏହି ଭିଡିଓଟିକୁ ରାଜ୍ୟ ଭାଜପା ପକ୍ଷରୁ ଜାରି କରାଯିବା ସହ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ଏଭଳି ଅପମାନକୁ କଦାପି ବରଦାସ୍ତ କରାଯିବନି…

ପାଣ୍ଡିଆନ୍‌ଙ୍କ ରୋଡ ଶୋ’ ବେଳେ ଅଟକି ରହିଲା ଆମ୍ବୁଲାନ୍ସ, ଆଉ ତା’ପରେ…

ଭୁବନେଶ୍ୱର,୨୯।୫: ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ରୋଡ ଶୋ’ ସମୟରେ ଦୀର୍ଘ ସମୟ ଧରି ଅଟକି ରହିଲା ଆମ୍ବୁଲାନ୍ସ। ଏହି ଘଟଣା ବାଲେଶ୍ୱର ଜିଲାରେ ଦେଖିବାକୁ ମିଳିଛି। ମଙ୍ଗଳବାର ରାତି ପ୍ରାୟ ୮ଟା ସମୟରେ ବାଲେଶ୍ୱର ଗଡ଼ଗଡ଼ିଆ ଛକ ନିକଟରେ ପାଣ୍ଡିଆନ୍‌ଙ୍କ…

ଡିଏସ କୁଟ୍ଟେଙ୍କ ନିଲମ୍ବନ ପ୍ରସଙ୍ଗକୁ ନେଇ ମୁହଁ ଖୋଲିଲେ ପାଣ୍ଡିଆନ, ପ୍ରେସମିଟ୍‌ କରି କହିଦେଲେ ଭିତିରି କଥା

ଭୁବନେଶ୍ୱର,୨୯।୫: IPS ଅଫିସର ଡିଏସ କୁଟ୍ଟେଙ୍କ ନିଲମ୍ବନ ନେଇ ମୁହଁ ଖୋଲିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସକାଳୁ ସକାଳୁ ପ୍ରେସମିଟ୍‌ କରି ସେ କହିଛନ୍ତି, ‘ଭାଜପା ଯାହା ଚାହୁଁଛି ତାହା କରୁଛି। କୁଟ୍ଟେଙ୍କୁ ଏପରି ଭାବେ ନିଲମ୍ବନ କରିବା, ଦୁର୍ଭାଗ୍ୟଜନକ’।…

କେନ୍ଦ୍ରର ପୋଲ୍‌ ଖୋଲିଦେଲେ ପାଣ୍ଡିଆନ

ଭୁବନେଶ୍ୱର,୨୯।୫: ଶେଷ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ରାଜ୍ୟରେ ପଚାର ଜୋରଦାର ଚାଲିଛି। ଉଭୟ ଭାଜପା ଏବଂ ବିଜେଡି ନେତାମାନେ ଆରୋପ-ପ୍ରତ୍ୟାରୋପ କରୁଥିବା ଦେଖାଯାଇଛି। ବୁଧବାର ଏକ ପ୍ରେସ୍‌ମିଟ୍‌ କରି ବିଜେଡି ନେତା ତଥା ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ କେନ୍ଦ୍ରର ପୋଲ୍‌…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର,୨୯।୫(ଶର୍ମିଷ୍ଠା ପାଣିଗ୍ରାହୀ):ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ ହୋଇପଡ଼ିଛନ୍ତି। ଏ ନେଇ ସେ ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ଯୋଗେ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଜୟ ଜଗନ୍ନାଥ, ବୋଧହୁଏ କୋଭିଡ୍‌ ପରବର୍ତ୍ତୀ ଶ୍ୱାସକ୍ରିୟା…

ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର,୨୯।୫: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି ହୋଇଛନ୍ତି। ଖୋର୍ଦ୍ଧା ଜେଲରୁ ଅଣାଯାଇ ତାଙ୍କୁ ଭୋର ୪ଟାରେ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ଓକିଲଙ୍କ ଆବେଦନ ଆଧାରରେ ପ୍ରଶାନ୍ତ ଜଗଦ୍ଦେବ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଖୋର୍ଦ୍ଧା…

କୁଟ୍ଟେଙ୍କୁ ନିଲମ୍ବନ, ଆଶିଷଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିର୍ଦ୍ଦେଶ ସ୍ବାଗତଯୋଗ୍ୟ: ଭାଜପା

ଭୁବନେଶ୍ୱର, ୨୯ା୫(ସୁନିତ୍‌ ମିଶ୍ର):ନିର୍ବାଚନ କମିଶନ(ଇସି)ଙ୍କ ଦ୍ୱାରା ମଙ୍ଗଳବାର ପ୍ରକାଶ ପାଇଥିବା ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଗଣତନ୍ତ୍ରକୁ ସୁଦୃଢ଼ କରିବ। ଶାସକ ବିଜେଡି ପାଇଁ କାମ କରୁଥିବା କାରଣରୁ ବରିଷ୍ଠ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେଙ୍କୁ ନିଲମ୍ବନ ଓ ଆଶିଷ ସିଂଙ୍କୁ ମେଡିକାଲ ବୋର୍ଡ…

ଓଡ଼ିଶାରେ ସରକାର ଗଢ଼ି ଇତିହାସ ରଚିବ ଭାଜପା: ନଡ୍ଡା

ଓଡ଼ିଶାରେ ଲୋକ ସଭା ଓ ବିଧାନସଭା ନିର୍ବାଚନ ଲାଗି ପ୍ରଚାର ଜୋରଦାର ଚାଲିଛି। ରାଜ୍ୟରେ ଭାଜପା ଅଦ୍ୟାବଧି କ୍ଷମତା ହାସଲ କରିପାରି ନ ଥିବାବେଳେ ଚଳିତ ନିର୍ବାଚନରେ କେନ୍ଦ୍ରୀୟ ନେତା ଆକଳନ କରୁଛନ୍ତି ଯେ, ସେମାନଙ୍କ ଦଳ ଏଥର ନିଶ୍ଚୟ ଅଧିକ…

ଭାଜପା କହେ, ପାରେନାହିଁ: ନବୀନ

ନୂଆଦିଲ୍ଲୀ,୨୯ା୫: ଭାରତୀୟ ଜନତା ପାର୍ଟି (ଭାଜପା) କେବଳ କହିଥାଏ, କିନ୍ତୁ ପାରି ନ ଥାଏ। ଭାଜପା ପୂର୍ବରୁ କର୍ନାଟକରେ ସରକାର ଗଢ଼ିବ ବୋଲି ଦାବି କରିଥିଲା। ହେଲେ ଏଥିରେ ବିଫଳ ହୋଇଥିଲା। ଭାଜପା ନେତାମାନେ ତେଲଙ୍ଗାନାରେ ସରକାର ଗଢ଼ିବୁ ବୋଲି କହି…

ବିଜେଡି, ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ: ଅଜୟ କୁମାର

ଭୁବନେଶ୍ୱର, ୨୮।୫(ସୁନିତ୍‌ ମିଶ୍ର): ଆଉ ୨ ଦିନ ପରେ ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ମତଦାନ ହେବ। ତେଣୁ ରାଜ୍ୟବାସୀ ବିଜେଡି ଓ ଭାଜପାର ମିଥ୍ୟା ପ୍ରଲୋଭନରେ ଢଳି ନ ଯାଇ ନିଜ ଭବିଷ୍ୟତ ଦେଖନ୍ତୁ। ନିଜ ପରିବାରର ଅଧିକାର ପାଇଁ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?