ମେଟ୍ରୋ

କିଏ ଏହି IPS DS Kutey, ଯାହାଙ୍କୁ ନେଇ ରାଜ୍ୟରେ ଚହଳ

ଭୁବନେଶ୍ୱର,୨୮।୫: ନିଲମ୍ବିତ ହୋଇଛନ୍ତି IPS ଅଫିସର ଡିଏସ କୁଟ୍ଟେ। IPS କୁଟ୍ଟେଙ୍କୁ ସସପେଣ୍ଡ କରିଛନ୍ତି ଭାରତୀୟ ନିର୍ବାଚନ କମିଶନର (ECI)। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ କାର୍ଯ୍ୟ କରୁଥିଲେ ଡିଏସ କୁଟ୍ଟେ। ପୁରା ନାଁ ଧିରେନ୍ଦ୍ର ସମ୍ଭାଜି କୁଟ୍ଟେ (Dhirendra Sambhaji…

IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ

ଭୁବନେଶ୍ୱର,୨୮।୫: ବରିଷ୍ଠ IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ…

IPS ଡିଏସ କୁଟ୍ଟେ ସସପେଣ୍ଡ

ଭୁବନେଶ୍ୱର,୨୮।୫: IPS ଅଫିସର ଡିଏସ କୁଟ୍ଟେ ସସପେଣ୍ଡ। IPS କୁଟ୍ଟେଙ୍କୁ ସସପେଣ୍ଡ କଲେ ଭାରତୀୟ ନିର୍ବାଚନ କମିଶନର (ECI)। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ (CEO)ଙ୍କୁ ନିର୍ଦ୍ଦେଶ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। CMOରେ ସ୍ପେଶାଲ ସେକ୍ରେଟାରୀ ଭାବେ…

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଇଭିଏମ ଭଙ୍ଗା ଘଟଣା: ଭାଇରାଲ ଭିଡିଓର ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭୁବନେଶ୍ୱର,୨୮।୫: ଚିଲିକା ବିଧାୟକ ତଥା ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଇଭିଏମ ମେସିନ ଭଙ୍ଗା ଘଟଣାକୁ ନେଇ ରାଜ୍ୟ ରାଜନୀତି ଉଠୁଛି…

ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ…

‘ମୁଖ୍ୟମନ୍ତ୍ରୀଙ୍କୁ କିଭଳି ନିୟନ୍ତ୍ରଣ କରାଯାଉଛି ଦେଖି ହତଚକିତ ହୋଇଯାଉଛି’; ଭିଡିଓ ଶେୟାର କରି ପାଣ୍ଡିଆନଙ୍କୁ ଟାର୍ଗେଟ କଲେ…

ଭୁବନେଶ୍ୱର,୨୮।୫: ଚଳିତ ନିର୍ବାଚନରେ ଓଡ଼ିଶାରେ ବିଜେଡି ଏବଂ ଭାଜପା ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ଗୋଟିଏ ପଟେ ଦୀର୍ଘ ୨୫ ବର୍ଷର ଶାସନ କ୍ଷମତା ସହ ବିଜେଡି ପୁଣିଥରେ କ୍ଷମତାକୁ ଫେରିବାର ଆଶା ରଖିଥିବା ବେଳେ ଭାଜପା ଏହାକୁ କାଉଣ୍ଟର…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ, ଜଣାପଡ଼ିଲା ପ୍ରଶାନ୍ତ ଜଗଦ୍ଦେବଙ୍କ ସାଂଘାତିକ ସତ

ଭୁବନେଶ୍ୱର,୨୮।୫, EVM ଭାଙ୍ଗିବା ଅଭିଯୋଗ ମାମଲାରେ ଅଭିଯୁକ୍ତ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଭିଡିଓ ସାମ୍ନାକୁ ଆସିଛି। ଏଥିରେ ପ୍ରଶାନ୍ତ ଇଭିଏମ ଭାଙ୍ଗିଛନ୍ତି କି ନାହିଁ ତାକୁ ନେଇ ସାଂଘାତିକ ସତ ଜଣାପଡିଛି। ପ୍ରଶାନ୍ତ ଜଗଦ୍ଦେବ କାଉଁରିପାଟଣା ବୁଥରେ ଭୋଟ ଦେଉଥିବା ବେଳର…

ତୃତୀୟ ମହଲା ନିର୍ଦ୍ଦେଶରେ ପ୍ରଶାନ୍ତଙ୍କୁ କରାଯାଇଛି ଗିରଫ: ଅପରାଜିତା

ଭୁବନେଶ୍ୱର,୨୮।୫:ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ସେ କହିଛନ୍ତି, ବିଧାୟକଙ୍କ ବିରୋଧରେ ଅଭିଯୋଗ ନଥିବା ସତ୍ତ୍ୱେ ତାଙ୍କୁ ଗିରଫ କରାଯାଇଛି। ଜଣେ ବି…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର,୨୮।୫: ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଙ୍ଗଳବାର ଅସୁସ୍ଥ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିଶ୍ୱାସ ନେବାରେ ଅସୁବିଧା ହେବା ସହ ଅସୁସ୍ଥ ଅନୁଭବ କରିବାରୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ସମ୍ପର୍କରେ…

ନବୀନ ପଟ୍ଟନାୟକଙ୍କ ସହ ଭଲ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟ ମତଦାନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଆସନ୍ତ ଜୁନ୍‌ ୧ ଭୋଟ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏକ ଗଣମାଧ୍ୟମକୁ ମୋଦି ସାକ୍ଷାତକାର ଦେଇ ଓଡ଼ିଶା ରାଜନୀତି ବିଷୟରେ ଅନେକ କିଛି ଖୁଲାସା…

ଜୁନ ୪ ନବୀନ ସରକାରଙ୍କ ଏକ୍ସପାଏରୀ ଡେଟ୍‌: ମୋଦି

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୪: ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ ଏକ ସାକ୍ଷାତକାରରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ୨୫ ବର୍ଷରେ ଓଡ଼ିଶାରେ କୌଣସି ପ୍ରଗତି ହୋଇନି। ସବୁଠୁ ଚିନ୍ତାର ବିଷୟ, ଓଡ଼ିଶାର ପୂରା ବ୍ୟବସ୍ଥାକୁ ବନ୍ଧକ ରଖାଯାଇଛି। ଓଡ଼ିଶା ସେହି ବନ୍ଧନରୁ…

ଡ୍ରାଇଭିଂବେଳେ ଫୋନ୍‌ ବ୍ୟବହାର, ଯାଇଛି ୧୬୩ ଜୀବନ

ଭୁବନେଶ୍ୱର,୨୮।୫(ସୂର୍ଯ୍ୟକାନ୍ତ ବେହେରା):ଗାଡ଼ି ଚଳାଇବାବେଳେ ଡ୍ରାଇଭରମାନେ ମୋବାଇଲ ବ୍ୟବହାର ନ କରିବାକୁ ନିର୍ଦ୍ଦେଶ ରହିଛି। ହେଲେ ଏହାକୁ ଅଧିକାଂଶ ମାନୁ ନ ଥିବାରୁ ଦୁର୍ଘଟଣା ବଢ଼ୁଛି। ଗାଡି ଚାଳନାବେଳେ ମୋବାଇଲ ବ୍ୟବହାର ଯୋଗୁ ୨୦୨୩ରେ ରାଜ୍ୟରେ ୪୩୩ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?