ଏପ୍ରିଲ ୨୫ରୁ ରାଜ୍ୟରେ ଖରାଛୁଟି
ଭୁବନେଶ୍ୱର,୨୧ା୪: ଆସନ୍ତା ୨୫ ତାରିଖରୁ ରାଜ୍ୟରେ ଖରାଛୁଟି କରାଯିବ। ଏନେଇ ରାଜ୍ୟ ସରକାର ରବିବାର ଘୋଷଣା କରିଛନ୍ତି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଓ ପାଣିପାଗ ବିଭାଗର…
କଣ୍ଟାବାଞ୍ଜିରୁ ଲଢିବେ ଦ୍ୱିତୀୟ ମୁଖ୍ୟମନ୍ତ୍ରୀ, ପ୍ରଥମେ ଲଢିଥିଲେ…
ଭୁବନେଶ୍ୱର,୨୧।୪: ବାଜି ସାରିଛି ୨୦୨୪ ନିର୍ବାଚନର ବିଗୁଲ। ଆରମ୍ଭ ହୋଇଛି ଗଣତନ୍ତ୍ରର ବଡ଼ପର୍ବ। ଏଥିପାଇଁ ରାଜ୍ୟରେ ମଇଦାନକୁ ଓହ୍ଲାଇଲେଣି ପ୍ରମୁଖ ତିନ ଦଳ। ତେବେ ଆଉ ଥରେ ଶାସନ କ୍ଷମତାକୁ ଫେରିବା ପାଇଁ ଲୋକ ସଭା ବିଧାନସଭାରେ ହେଭିଓ୍ବେଟଙ୍କୁ ଟିକେଟ୍ ଦେଇଛି…
ଆସୁଛି କାଳବୈଶାଖୀ! ଏସବୁ ଜିଲାକୁ ଆଲର୍ଟ
ଭୁବନେଶ୍ୱର,୨୧।୪: ଆଜିଠୁ ତାତିରେ ଲାଗିପାରେ ବ୍ରେକ୍! କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆଜି କନ୍ଧମାଳ, ଗଞ୍ଜାମ, ରାୟଗଡା, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି ଓ ବଲାଙ୍ଗୀର…
ଜଳୁଛି ଓଡ଼ିଶା: ସାଢ଼େ ୧୧ରେ ୪୧ ଛୁଇଁଲା
ଭୁବନେଶ୍ୱର,୨୧ା୪: ରାଜ୍ୟରେ ତାତି ବଢ଼ି ଚାଲିଛି। ଲୋକେ ଖରାଗରମରେ ଆଉଟୁପାଉଟୁ ହେଉଛନ୍ତି। ପୂର୍ବାହ୍ନ ସାଢ଼େ ୧୧ ସୁଦ୍ଧା ଝାରସୁଗୁଡ଼ା ଏବଂ କେନ୍ଦୁଝରରେ ତାପମାତ୍ରା ୪୧ ଡିଗ୍ରୀରୁ ଅଧିକ ରହିଛି। ସେହିପରି ଭୁବନେଶ୍ୱରରେ ତାପମାତ୍ରା ୪୦.୭ ଡିଗ୍ରୀ, ବାଲେଶ୍ୱରରେ ୪୦.୧ ଡିଗ୍ରୀ, ରାଉରକେଲାରେ…
ପୁଣି ତାତିଲା ବାରିପଦା
ଭୁବନେଶ୍ୱର,୨୧ା୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ସକାଳୁ ଅସହ୍ୟ ତାତି ଅନୁଭୂତ ହେଲାଣି। ଗତକାଲି ତାତିରେ ଦେଶରେ ପ୍ରଥମ ତଥା ଏସିଆ ମହାଦେଶରେ ତୃତୀୟ ସ୍ଥାନରେ ରହିଥିବା ବାରିପଦା ଆଜି ସକାଳୁ ମଧ୍ୟ ତାତିଲାଣି। ଗତକାଲି ଏଠାରେ ସର୍ବୋଚ୍ଚ…
ରାଜଧାନୀରେ ଥଣ୍ଡା ପାନୀୟ, ରାସ୍ତାକଡ଼ ଖାଦ୍ୟର ଯାଞ୍ଚ ନାହିଁ
ଭୁବନେଶ୍ୱର, ୨୧।୪ (ବନ୍ଦନା ସେଠୀ)ରାଜଧାନୀରେ ତାପମାତ୍ରା ୪୩ ଡିଗ୍ରୀ ପାର୍ ହୋଇଥିବାବେଳେ ମନ ଖୋଜୁଛି ଥଣ୍ଡା ପାନୀୟ। ଖରାରେ ପାଣି ଅପେକ୍ଷା ଲସି, ସରବତ, ଫଳଜୁସ୍, ଆଖୁରସ, ଚୁସ୍କି/ଗୋଲା ଆଦିର ବେଶି ଚାହିଦା ରହୁଥିବାରୁ ସହରର ମୁଖ୍ୟ ରାସ୍ତା ସମେତ ଗଳିକନ୍ଦି…
ବେପାର ମାନ୍ଦା କରୁଛି ତାତି
କଟକ,୨୧ା୪(ଦିବାକର ସାହୁ)ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି ତାପମାତ୍ରା। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ କାରଣରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଦିନ ୧୦ଟା ପରେ ଘରୁ ବାହାରକୁ ବାହାରି ପାରୁନାହାନ୍ତି ଲୋକେ। ଗତ କିଛିଦିନ ହେବ କଟକ-ଭୁବନେଶ୍ୱରର ତାପମାତ୍ରା ୪୦ ଡିଗ୍ରୀ…
ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି ପ୍ରାର୍ଥୀ ବଦଳାଇଥିବା ବେଳେ ଗୋଟିଏ ଲୋକ ସଭା ଆସନରେ ପ୍ରାର୍ଥୀ ବଦଳାଇଛି। କେନ୍ଦୁଝର ଲୋକ…
୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ
ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ କରିଥିବା ବେଳେ କେନ୍ଦୁଝରରୁ ବିନୋଦ ବିହାରୀ ନାୟକ ଏବଂ ଆସିକାରୁ ଦେବକାନ୍ତ ଶର୍ମାଙ୍କୁ ପ୍ରାର୍ଥୀ…
ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ କ୍ଷୀରୋଦ ଚନ୍ଦ୍ର ପାତ୍ର, ସୁକିନ୍ଦାରୁ ବିଭୂଭୂଷଣ ରାଉତ, କଣ୍ଟାମାଳରୁ ଶରତ କୁମାର ପ୍ରଧାନ, କେନ୍ଦ୍ରାପଡ଼ାରୁ…
ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…
ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ…
ଏଣିକି ଟ୍ରାଫିକ୍ ପୋଲିସ ପିନ୍ଧିବେ AC ହେଲ୍ମେଟ୍
ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍ମେଟ୍ ପିନ୍ଧିବେ। ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି…
Archives


