ମେଟ୍ରୋ

୧୪୪ ଧାରା ସତ୍ତ୍ୱେ ସାମପୁରରେ ଚାଲିଛି ନିର୍ମାଣ

ଭୁବନେଶ୍ୱର, ୧୫।୧ (ବନ୍ଦନା ସେଠୀ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଥିବା ସରକାରୀ ଜମିକୁ ଜମି ମାଫିଆ କବ୍‌ଜା କରି ନେଉଛନ୍ତି। ନିଜର ମାଲିକାନା ସ୍ବତ୍ୱ ଦେଖାଇ ଅନ୍ୟକୁ ବିକ୍ରି ମଧ୍ୟ କରି ଦେଉଛନ୍ତି। ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର...

୧୦ଡିଗ୍ରୀ ତଳେ ୧୦ସ୍ଥାନ

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ରାଜ୍ୟରେ ଏବେ କୁହୁଡ଼ି କମିଯାଇଥିବାବେଳେ ଥଣ୍ଡା ଅନୁଭୂତ ହେଉଛି। ରବିବାର ୧୦ଟି ସ୍ଥାନରେ ୧୦ଡିଗ୍ରୀ ତଳେ ପାରଦ ରହିଥିଲା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ରବିବାର କିରେଇରେ ସର୍ବନିମ୍ନ ୭.୩ ଡିଗ୍ରୀ ତାପମାତ୍ରା ଥିବାବେଳେ...

ମାର୍ଚ୍ଚ ୧୫ରୁ ପ୍ରଥମରୁ ଅଷ୍ଟମ ବାର୍ଷିକ ପରୀକ୍ଷା

ଭୁବନେଶ୍ୱର, ୧୫।୧(ଅସମାପିକା ସାହୁ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ବାର୍ଷିକ ପରୀକ୍ଷା ବା ସମ୍ମେଟିଭ ଆସେସ୍‌ମେଣ୍ଟ-୨ ମାର୍ଚ୍ଚ ୧୫ରୁ ୨୦ତାରିଖ ମଧ୍ୟରେ ହୋଇପାରେ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା)। ଏହି ସମୟରେ ପରୀକ୍ଷା କରିବା...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୪।୧: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ଜାନୁଆରୀ ୧୭ ରେ ଛୁଟି ଘୋଷଣା କରିଛନ୍ତି। ଏହି ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ...

ରାମ ମନ୍ଦିର ଛକରେ ଭଜପା ଯୁବମୋର୍ଚ୍ଚାର ରାସ୍ତାରୋକ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର,୧୪।୧: କର୍ପୋରେଟର ଜୀବନ ରାଉତଙ୍କୁ ଗିରଫ ପ୍ରତିବାଦରେ ଭୁବନେଶ୍ୱର ରାମ ମନ୍ଦିର ଛକରେ ରାସ୍ତାରୋକ କରିଛି ଭଜପା ଯୁବମୋର୍ଚ୍ଚା। ରାସ୍ତାରୋକ ସହ ଭଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ରାଜଧାନୀର ଏକ ପ୍ରମୁଖ ସ୍ଥାନରେ ରାସ୍ତାରୋକ...

ପୁଣି ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୧୪ା୧: ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ସଂଘ ପକ୍ଷରୁ କୁହାଯାଇଛି। ଦାବି ପୂରଣ ନେଇ ପୂର୍ବରୁ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ ପ୍ରତିଶ୍ରୁତି ମିଳିଥିଲେ ହେଁ ଏପର୍ଯ୍ୟନ୍ତ ଦାବି ପୂରଣ ହୋଇନାହିଁ। ଜାନୁଆରୀ...

ନିଜକୁ ଭିଜିଲାନ୍ସ ଏସ୍‌ପି କହି ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ

ଭୁବନେଶ୍ୱର,୧୪।୦୧: ନିଜକୁ ଭିଜିଲାନ୍ସ ଏସ୍‌ପି ପରିଚୟ ଦେଇ ଲୋକଙ୍କୁ ଠକୁଥିଲେ କେମେଷ୍ଟ୍ରି ଅଧ୍ୟାପକ। ତାଙ୍କ ନିକଟରୁ ୧.୫ ଲକ୍ଷ ଟଙ୍କା, ୬ଟି ଏଟିଏମ କାର୍ଡ ଏବଂ ଗୋଟିଏ ମୋବାଇଲ ସାଇବାର ଥାନା ପୋଲିସ ଜବତ କରିଛି ।

ଭୋଟରଙ୍କୁ ଆକୃଷ୍ଟ ଲାଗି କଲ୍‌ ସେଣ୍ଟର

ରାୟଗଡ଼ା,୧୪।୧(ଆଶିଷ ରଞ୍ଜନ ପଣ୍ଡା): ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୩ ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ଡିଜିଟାଲ ମିଡିଆ ସମେତ କଲ୍‌ ସେଣ୍ଟର ବ୍ୟବହାର କରୁଥିବା ସାଧାରଣରେ ଆଲୋଚନା ଜୋର ଧରିଛି।...

ରିଲାଏନ୍ସ ଇଣ୍ଡଷ୍ଟ୍ରିର ନୂତନ ଅଭିଯାନ

ଭୁବନେଶ୍ୱର,୧୪।୧ (ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ ତଥା ଏକ ନୂତନ ଅଭିଯାନ ‘ଗ୍ରାଜୁଏଟ୍‌ ଇଞ୍ଜିନିୟର ଟ୍ରେନି (ଜିଇଟି) ପ୍ରୋଗ୍ରାମ ୨୦୨୪’ କାର୍ଯ୍ୟକ୍ରମର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ପେଟ୍ରୋକେମିକାଲ୍ସଠାରୁ ଆରମ୍ଭକରି ନୂତନ ଶକ୍ତି ପର୍ଯ୍ୟନ୍ତ...

ମମତାପଲରେ ୪ଜି ଟାଓ୍ବାର ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୪।୧: ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶନିବାର ମୟୂରଭଞ୍ଜ ଜିଲା ଅନ୍ତର୍ଗତ ବେତନଟୀ ବ୍ଲକର ମମତାପଲ ଗ୍ରାମରେ ୪ଜି ଟାଓ୍ବାରର ଭିତ୍ତିପ୍ରସ୍ତର ହୋଇଯାଇଛି। ଏପରିକି ଓଡ଼ିଶାରେ ସ୍କିପର ଲିମିଟେଡ୍‌ ଜରିଆରେ ୪ଜି ଟାଓ୍ବାର ସାଚୁରେଶନ ପ୍ରୋଜେକ୍ଟ...

୪ ରାଜ୍ୟ ଆୟକର ବିଭାଗ ଦାୟିତ୍ୱରେ ମନୋରଞ୍ଜନ

ଭୁବନେଶ୍ୱର,୧୪।୧: ଭାରତ ସରକାରଙ୍କର ଅର୍ଥ ମନ୍ତ୍ରଣାଳୟ ଅଧୀନରେ ଥିବା କେନ୍ଦ୍ର ପ୍ରତ୍ୟକ୍ଷ କର ବୋର୍ଡର ବିଜ୍ଞପ୍ତି ନଂ.୧୪ ଅନୁଯାୟୀ ମନୋରଞ୍ଜନ ପାଣିଗ୍ରାହୀଙ୍କୁ ଝାଡ଼ଖଣ୍ଡ ଓ ବିହାର ରାଜ୍ୟର ନୂତନ ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ନିଯୁକ୍ତି ଦିଆଯାଇଥିବାବେଳେ ପଶ୍ଚିମବଙ୍ଗ...

ଇ-ଲେକ୍‌ଚର: ଘରେ ବସି ଟ୍ୟୁଟୋରିଆଲ ସୁବିଧା

ଭୁବନେଶ୍ୱର, ୧୪।୧(ଅସମାପିକା ସାହୁ)ଉଚ୍ଚଶିକ୍ଷା ସଂସ୍କାରରେ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶିକ୍ଷା କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟା ପ୍ରତି ଛାତ୍ରୀଛାତ୍ରଙ୍କ ଅବଦାନ ବୃଦ୍ଧି ସହ ଶିକ୍ଷାଗ୍ରହଣ କ୍ଷେତ୍ରକୁ ସହଜ ତଥା ସରଳ କରିବାକୁ ଇ-ଲେକ୍ଚର ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଏହାଦ୍ୱାରା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri