ମେଟ୍ରୋ

ଭୋଟ ଦେଇ ନବୀନ କହିଲେ-ବିଜେଡି ବଡ଼ ବିଜୟ ହାସଲ କରି ସ୍ଥିର ସରକାର ଗଠନ କରିବ…

ଭୁବନେଶ୍ୱର,୨୫।୫(ବନ୍ଦନା ସେଠୀ): ଭୁବନେଶ୍ୱରର ଏକାମ୍ର ନିର୍ବାଚନମଣ୍ଡଳୀର ୧୧୪ ନମ୍ବର ବୁଥ୍‌ରେ ଶନିବାର ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ ନିବାସରୁ ଚାଲି ଚାଲି ଆସି ମୁଖ୍ୟମନ୍ତ୍ରୀ ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି । ଭୋଟ ଦେବା ପରେ ନବୀନ…

ଖରା, ଗୁଳୁଗୁଳି ସତ୍ତ୍ୱେ ଭୋଟରଙ୍କ ଉତ୍ସାହ: ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ ମତଦାନ

ଭୁବନେଶ୍ୱର,୨୫।୫: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ। ଲମ୍ବା ଲାଇନରେ ଛିଡା ହୋଇ ଲୋକେ ନିଜ ମତଦାନ କରୁଛନ୍ତି। ପ୍ରବଳ ଖରା, ଗୁଳୁଗୁଳି ସତ୍ତ୍ୱେ ଉତ୍ସାହର ସହ ଭୋଟ ଦେଉଛନ୍ତି ଭୋଟର। ଏହି ପରିପ୍ରେକ୍ଷୀରେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧.୩୦ ପ୍ରତିଶତ…

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ ଫୋନ ମନା

ଭୁବନେଶ୍ବର,୨୫।୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି। ସକାଳୁ ସକାଳୁ ସବୁ ବୁଥ୍‌ରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ତେବେ ବୁଥ୍‌ ଭିତରକୁ ମୋବାଇଲ ନ ନେବାକୁ ଭୋଟର ଓ ଅଧିକାରୀଙ୍କୁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ…

ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ମତଦାନ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ମତସାବ୍ୟସ୍ତ…

VIDEO: ଅଟୋରେ ଆସି ଭୋଟ ଦେଲେ ପାଣ୍ଡିଆନ୍‌

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ଏହି ପରିପେକ୍ଷୀରେ ୫ଟି ସଚିବ ତଥା…

ଭୁବନେଶ୍ୱରରେ ହେଭିୱେଟ୍‌ ନେତା, ଚାଲିଛି ହାଇଭୋଲଟେଜ୍‌ ଲଢେଇ

ଭୁବନେଶ୍ୱର,୨୫।୫: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର, କଟକ, ପୁରୀ, ସମ୍ବଲପୁର, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସମେତ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଛି ମତଦାନ। ତେବେ ବହୁ ହେଭିୱେଟ୍‌ ମଇଦାନରେ ଥିବା…

ରବିବାର ଅପରାହ୍ନ ୩ଟାରେ ଯୁକ୍ତ୨ ରେଜଲ୍ଟ

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ପରିଷଦ କାର୍ଯ୍ୟାଳୟରେ ରବିବାର ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶୁକ୍ରବାର ପରୀକ୍ଷା ନିୟନ୍ତ୍ରକ ଅଶୋକ…

ସୋସିଆଲ ମିଡିଆ, ମୋବାଇଲରେ ଭୋଟ ଡିଲ୍‌

ଭୁବନେଶ୍ୱର,୨୫।୫(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ୧୨ ଜିଲାରେ ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେଉଛି। ଏଥିପାଇଁ ୨୩ ତାରିଖ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ବନ୍ଦ ରହିଛି। ତେଣୁ ଭୋଟରଙ୍କୁ ମତଦାନ ଯାଏ ନିଜ ସପକ୍ଷରେ ରଖିବା ଲାଗି…

ଭାଜପା ବିରୋଧରେ ଲୋକଙ୍କୁ ବିଭ୍ରାନ୍ତ କରୁଛି ବିଜେଡି

ଭୁବନେଶ୍ୱର,୨୫।୫(ସୁନିତ୍‌ ମିଶ୍ର): ବିଗତ ଦିନରେ ଓଡ଼ିଶାର ଗଣତାନ୍ତ୍ରିକ ଆନ୍ଦୋଳନର ବିଜେଡି ମୁଖ୍ୟ ରାଜନୈତିକ ସଙ୍ଗଠନ ଥିଲା। ଏହାର ରାଜନୈତିକ ବ୍ୟାପାର କମିଟି, ରାଜ୍ୟ କାର୍ଯ୍ୟନିର୍ବାହୀ ଓ ପାର୍ଲାମେଣ୍ଟାରି ବୋର୍ଡ ହିଁ ଦଳର ପ୍ରାଥୀ କିଏ ହେବ ସ୍ଥିର କରେ। ବିଜେଡିର ପୁରୁଣା…

ଆଜି ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର, ୨୫।୫(ସୁନିତ୍‌ ମିଶ୍ର): ରାଜ୍ୟରେ ହେବାକୁ ଥିବା ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଥମ ଥର ପ୍ରଚାର କରିବାକୁ ଶନିବାର କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ା ଇରାନୀ ସକାଳ ୯ ଘଟିକାରେ ଦିଲ୍ଲୀରୁ ଆସି ଭୁବନେଶ୍ୱରଠାରେ…

ଆଜି ୬ ଲୋକ ସଭା, ୪୨ ବିଧାନସଭା ଆସନରେ ଭୋଟ

ଭୁବନେଶ୍ୱର,୨୫ା୫(ଅନିଲ ଦାସ): ତୃତୀୟ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଜ୍ୟର ୬ ଲୋକ ସଭା କଟକ, ଭୁବନେଶ୍ବର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଓ ସମ୍ବଲପୁର ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ଶନିବାର…

ବାତ୍ୟା ‘ରେମଲ’ ଆଣୁଛି ବର୍ଷା

ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ସକାଳେ ଅବପାତରେ ପରିଣତ ହେବା ସହ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି। ସନ୍ଧ୍ୟା ସୁଦ୍ଧା ଏହା ବାଂଲାଦେଶ ଖେପୁପାରା ଉପକୂଳରୁ ୮୦୦ କି.ମି. ଦକ୍ଷିଣ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?