ମେଟ୍ରୋ

ଏହି ୪ ଭାଜପା ନେତାଙ୍କୁ ଏସସିବି ମନସ୍ତତ୍ତ୍ୱ ବିଭାଗରେ ଦେଖାଇବାକୁ ପରାମର୍ଶ ଦେଲା ବିଜେଡି

ଭୁବନେଶ୍ୱର,୨୪।୫: ନିର୍ବାଚନୀ ପାଗ ଭିତରେ ଥମୁନି ରାଜନୈତିକ ଆରୋପ ପ୍ରତ୍ୟାରୋପ। ରାଜଧାନୀ ପାଗ ମିଜାଜ ବଦଳୁଥିବାବେଳେ ସେଥିରେ ରାଜନୀତିର ପାରା କିନ୍ତୁ ଉପରମୁହାଁ ଧରିଛି। ଏହାରି ଭିତରେ ଭାଜପା ନେତାଙ୍କୁ କିଛି ନିଆରା ଶୈଳୀରେ ଟାର୍ଗେଟ କରିଛନ୍ତି ବିଜେଡି ନେତା ।…

ପ୍ରବଳ ବର୍ଷିବ, ୪ଜିଲାକୁ ଆଲର୍ଟ କଲେ SRC

ଭୁବନେଶ୍ୱର,୨୪।୫: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଅବପାତର ରୂପ ନେଇ ବାଂଲାଦେଶ ମୁହାଁ ହେଉଛି। ଯାହା ମେ ୨୬ ମଧ୍ୟରାତ୍ରିରେ ଲ୍ୟାଣ୍ଡଫଲ କରିବ ବୋଲି ସୂଚନା ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା…

ସୁରକ୍ଷା ବ୍ୟବସ୍ଥା କଡାକଡ଼ି: ମୁତୟନ ହେବେ ୧୨୧ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ

ଭୁବନେଶ୍ୱର,୨୪।୫: ଶନିବାର ଦେଶରେ ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ରାଜ୍ୟର ୬ଟି ଲୋକସଭା ଆସନ ଏବଂ ୪୨ଟି ବିଧାନସଭାର ୯୪ଲକ୍ଷ…

ବାତ୍ୟା ‘ରେମଲ’ର ପ୍ରଭାବ: ଆରମ୍ଭ ହେଲାଣି ବର୍ଷା-ପବନ

ଭୁବନେଶ୍ୱର,୨୪।୫: ବାତ୍ୟା ପ୍ରଭାବରେ ଆରମ୍ଭ ହେଲାଣି ବର୍ଷା ,ପବନ । ଏପରି ଦୃଶ୍ୟ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲାରେ। ବାତ୍ୟା ‘ରେମଲ’ ଅବପାତର ରୂପ ନେଲାଣି। ଓଡିଶା ପଶ୍ଚିମବଙ୍ଗ ସୀମାନ୍ତ ବାଲେଶ୍ୱର ଜିଲାରେ ବର୍ଷା ପବନ ଆରମ୍ଭ ହୋଇଯାଇଛି । ଅବପାତ…

ପୁଅ ପାଇଁ ଭୋଟ ମାଗିବାକୁ ଯାଇଥିଲେ, ମହିଳାଙ୍କୁ ଦେଲେ ଧମକ, ପ୍ରତାପଙ୍କ ନାଁରେ ବଡ଼ ଅଭିଯୋଗ

ଭୁବନେଶ୍ୱର,୨୪।୫: ଭୋଟ ମାଗିବାକୁ ଯାଇ ମହିଳା ୱାର୍ଡମେମ୍ବରଙ୍କୁ ଧମକ ଦେଲେ ବିଜେଡି ବିଧାୟକ ପ୍ରତାପ ଜେନା। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଅଶାଳୀନ ଶବ୍ଦ ବ୍ୟବହାର କରୁଥିବା ବ୍ୟକ୍ତି ପ୍ରତାପ ଜେନା ବୋଲି କୁହାଯାଉଛି।…

ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ଭାଜପା ମିଛ କହିବାର ସବୁ ସୀମା ଟପିଯାଇଛି: ନବୀନ

ଭୁବନେଶ୍ୱର,୨୪।୫: ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଛ କହିବାର ଗୋଟିଏ ସୀମା ଥାଏ। ଭାଜପା ମିଛ କହିବାର ସବୁ ସୀମା ଟପି ଯାଇଛି। ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମାସେ…

ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ: ମୁତୟନ ହେବେ ୩୫ ହଜାର ପୋଲିସ

ଭୁବନେଶ୍ୱର,୨୪।୫: ଶନିବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ନିର୍ବାଚନକୁ ଶାନ୍ତିଶୃଙ୍ଖଳା ସହ କରାଯିବା ପାଇଁ ପୋଲିସ ବ୍ୟବସ୍ଥା କରାଯାଇଛି। ଏନେଇ ଡିଜିପି ସୂଚନା ଦେଇଛନ୍ତି। ତୃତୀୟ ପର୍ଯ୍ୟାୟରେ ୧୦, ୫୫୧ ବୁଥ୍‌ , ୨୦% ସମ୍ବେଦନଶୀଳ ବୁଥ୍‌ ରହିଛି।…

ନିର୍ବାଚନ ପୂର୍ବରୁ ଅପରାଜିତାଙ୍କୁ ଗ୍ରାସିଲା ଭୟ: ଲେଖିଲେ ଚିଠି

ଭୁବନେଶ୍ୱର,୨୪।୫:ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଶେଷ ହୋଇଛି। ଶନିବାର ଅନେକ ହେଭିଓ୍ବେଟ୍‌ଙ୍କ ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ଏଥିରେ ସାମିଲ ଅଛନ୍ତି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ। ତାଙ୍କୁ ଟକ୍କର ଦେଉଛନ୍ତି ବିଧାୟକ ସୁର ରାଉତରାୟଙ୍କ ପୁଅ ମନ୍ମଥ…

ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ, କଳା ବାଘ, ଶିମିଳିପାଳ ଅଭୟାରଣ୍ୟରୁ ଆସିଲା ଏଭଳି ଦୃଶ୍ୟ

ଭୁବନେଶ୍ୱର,୨୪।୫: ସାଙ୍ଗ ହୋଇ ବୁଲୁଛନ୍ତି ମହାବଳ ଓ କଳା ବାଘ। ଶିମିଳିପାଳ ଅଭୟାରଣ୍ୟରେ ଏମିତି ଦୃଶ୍ୟ ସାମ୍ନାକୁ ଆସିଛି। ବନ ବିଭାଗ କ୍ୟାମେରାରେ ଟ୍ରାପ ହୋଇଛି ବିରଳ ଦୃଶ୍ୟ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏନେଇ ସୂଚନା ଦେଇଛନ୍ତି ପିସିସିଏଫ୍‌ ସୁଶାନ୍ତ…

ଏହି ଦିନ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ: ବୋର୍ଡ ପକ୍ଷରୁ ସୂଚନା

କଟକ,୨୪।୫(କାର୍ତ୍ତିକ ସାହୁ):ଆସନ୍ତା ୨୬ରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଶୁକ୍ରବାର ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ୨୬ ତାରିଖ ସକାଳ ୧୦.୩୦ରେ ରେଜଲ୍ଟ ପ୍ରକାଶ ପାଇବ। ୧୧.୩୦ ସୁଦ୍ଧା ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ମିଳିବ। www.bseodisha.ac.inରେ ଲଗ ଇନ କରି ରେଜଲ୍ଟ…

ପାଣ୍ଡିଆନ୍‌ ଦେଲେ ବଡ଼ ବୟାନ, କହିଲେ ଭାଜପାର ଟାର୍ଗେଟ୍‌ ହେଉଛି…

ଭୁବନେଶ୍ୱର,୨୪।୫: ଭାଜପାର ଇଣ୍ଟରନାଲ ଟାର୍ଗେଟ୍‌ ହେଉଛି ୩୦ ବିଧାନସଭା ଆସନ। ପ୍ରେସମିଟରେ କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ଏଭଳି ଦୃଢୋକ୍ତି ପ୍ରକାଶ କରିଛନ୍ତି। ପାଣ୍ଡିଆନ୍‌ କହିଛନ୍ତି, ରାଜ୍ୟବାସୀ ଦେଖିବେ ଭାଜପା ୩୦ରୁ କେତେ ପାଉଛନ୍ତି । ରାଜ୍ୟ ଭାଜପାରେ କେହି ଏପରି ନେତା ନାହାଁନ୍ତି…

ପାଣ୍ଡିଆନ୍‌ଙ୍କୁ ଏମିତି କହିଲେ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକ

ଭୁବନେଶ୍ୱର,୨୪।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ହେବ ମତଦାନ। ତେବେ ଭୋଟର ଦିନକ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ସରିଛି। ପ୍ରଚାରର ଶେଷଦିନରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ ଓ ପୁରୀ ଏମ୍‌ପି ପ୍ରାର୍ଥୀ ଅରୂପ ପଟ୍ଟନାୟକଙ୍କ କଥାବାର୍ତ୍ତାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?