ମେଟ୍ରୋ

ଗୋଟିଏ ଅଫିସରେ ୩ ବର୍ଷରୁ ଅଧିକ ରହିଲେ ବଦଳି, ଜୁନ୍‌ ଏହି ତାରିଖ ସୁଦ୍ଧା ପ୍ରକ୍ରିୟା ସାରିବାକୁ…

ଭୁବନେଶ୍ୱର,୧୫ା୫: ରାଜସ୍ବ କର୍ମଚାରୀଙ୍କ ବଦଳି ପ୍ରକ୍ରିୟା ଓ ରୋଟେସନ୍‌ ଶୀଘ୍ର ସାରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ୩ ବର୍ଷରୁ ଊଦ୍ଧର୍‌ବ ସମୟ ଗୋଟିଏ ଅଫିସ୍‌ରେ ରହିଲେ ବଦଳି ସୁନିଶ୍ଚିତ ବୋଲି ରାଜସ୍ବ ସଚିବ କହିଛନ୍ତି। ଜୁନ୍‌ ୧୫ ସୁଦ୍ଧା ବଦଳି ପ୍ରକ୍ରିୟା…

ରାଜ୍ୟରେ ଏତିକି ଦିନ ପାଇଁ ମହଜୁଦ୍‌ ଅଛି ତେଲ, ଆତଙ୍କିତ ନ ହେବାକୁ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୫ା୫: ରାଜ୍ୟରେ ପେଟ୍ରୋଲ, ଡିଜେଲର ଅଭାବ ନାହିଁ ବୋଲି ଶୁକ୍ରବାର କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍‌ ଅଛି। ଆତଙ୍କିତ ହୋଇ ତେଲ ନ କିଣିବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ପାତ୍ର।…

ନିର୍ବାଚନ କମିଶନଙ୍କ ବଡ଼ ସୂଚନା: ଭୋଟର ଲିଷ୍ଟରୁ ବାଦ୍‌ ପଡ଼ିଛନ୍ତି ୯ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ଭୁବନେଶ୍ୱର,୧୫ା୫: ଓଡ଼ିଶାରେ ମେ’ ୩୦ରୁ ଆରମ୍ଭ ହେବ ଏସ୍‌ଆଇଆର୍‌। ଏକ ପ୍ରେସ୍‌ମିଟ୍‌ରେ ଏନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନ। ସେ କହିଛନ୍ତି, ପ୍ରସ୍ତୁତି, ପ୍ରଶିକ୍ଷଣ ଓ ମୁଦ୍ରଣ କାର୍ଯ୍ୟ ମେ’ ୨୦ରୁ ୨୯ ଯାଏ ଚାଲିବ। ମେ’ ୩୦ରୁ…

ଆଉ ୪ଦିନ କାଳବୈଶାଖୀ: ମୌସୁମୀ ଆସିବା ପୂର୍ବରୁ ବଢ଼ିଲା ତାତି

ଭୁବନେଶ୍ୱର, ୧୫ା୫(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ସ୍ଥିତି ଅନୁକୂଳ ହେଉଛି। ଆସନ୍ତା ୧୬ ତାରିଖ ସୁଦ୍ଧା ଦକ୍ଷିଣ ବଙ୍ଗୋପସାଗର, ଆଣ୍ଡାମାନ ସାଗର ଓ ଆଣ୍ଡାମାନ-ନିକୋବର ଦ୍ୱୀପପୁଞ୍ଜର କିଛି ଅଞ୍ଚଳକୁ ମୌସୁମୀ ପ୍ରବେଶ କରିବା ସମ୍ଭାବନା ରହିଛି। ହେଲେ ଏହା…

ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ: ଭବିଷ୍ୟତରେ…

ଭୁବନେଶ୍ୱର, ୧୫ା୫(ବନ୍ଦନା ସେଠୀ)ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ବଡ଼ ପଦକ୍ଷେପ ସ୍ବରୂପ ୧୮୪୦୭/୧୮୪୦୮ ପୁରୀ-କୋରାପୁଟ ମଧ୍ୟରେ ନୂତନ ତ୍ରି-ସାପ୍ତାହିକ ଏକ୍ସପ୍ରେସ୍‌ ଟ୍ରେନ୍‌ ଚଳାଚଳ ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ମଞ୍ଜୁରୀ ପ୍ରଦାନ କରାଯାଇଛି। ଏ ସମ୍ପର୍କରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି,…

ଜୁନ୍ ୧୨ରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ନିରାଡମ୍ବର ପାଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୫: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ସରକାରଙ୍କ ୨ ବର୍ଷ ପୂର୍ତ୍ତି ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଯେହେତୁ ବର୍ତ୍ତମାନ ପଶ୍ଚିମ-ଏସିଆ ପରିସ୍ଥିତି ଯୋଗୁ ସମଗ୍ର ଦେଶ ଏକ ସଂକଟମୟ…

ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଲେ ଯୋଗାଣ ସଚିବ: ରାଜ୍ୟରେ ନାହିଁ…

ଭୁବନେଶ୍ୱର, ୧୪।୫: ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ। ସେ କହିଛନ୍ତି, ତେଲ ସଙ୍କଟ ଆଦୌ ନାହିଁ । ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ ସ୍ଥିତି ଦେଖାଦେଇଛି। ଡ୍ରାଏ ଆଉଟ…

ରାଜ୍ୟରେ ତେଲ ପାଇଁ ହାହାକାର: କେଉଁଠି ଲମ୍ବା ଲାଇନ୍‌ ତ କେଉଁଠି ତାଲା

ଭୁବନେଶ୍ୱର,୧୪ା୫: ରାଜ୍ୟର ବିଭିନ୍ନ ଜିଲାରେ ପେଟ୍ରୋଲ/ଡିଜେଲର ଅଭାବ ପରିଲକ୍ଷିତ ହୋଇଛି। କାଁ ଭାଁ ଯେଉଁ ପମ୍ପରେ ବି ତେଲ ମିଳୁଛି ସେଠି ଲମ୍ବା ଲାଇନ୍‌ ଲାଗୁଛି। ଏଥିସହିତ ଆବଶ୍ୟକୀୟ ପରିମାଣର ତେଲ ମଧ୍ୟ ମିଳୁ ନ ଥିବା ଉପଭୋକ୍ତାମାନେ ଅଭିଯୋଗ କରିଛନ୍ତି।…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୪ା୫: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।…

ଭୁବନେଶ୍ୱରରେ ଘନେଇଲା ତେଲ ସଙ୍କଟ: ଆଉ ୨ଦିନ ପରେ ଗଡବନି ବସ୍‌!

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?