ମେଟ୍ରୋ

ଲୋକକଳା ହେଉଛି ଗୋଟିଏ ଜାତିର ଅସ୍ମିତା: ଭି.କେ. ପାଣ୍ଡିଆନ

ଭୁବନେଶ୍ୱର,୫।୧:ପାରମ୍ପରିକ ଲୋକକଳା ଓ ସଂସ୍କୃତି ହେଉଛି ଏକ ଜାତିର ଜୀବନ ଓ ଭବିଷ୍ୟତ । ସଚେତନତା ସୃଷ୍ଟି କରିବାରେ ଲୋକକଳା ଭଳି ପ୍ରଭାବୀ ମାଧ୍ୟମ ଅନ୍ୟ କୌଣସି ମାଧ୍ୟମରେ ନାହିଁ ବୋଲି ୫-ଟି ତଥା ‘ଆମ ଓଡିଶା ନବୀନ ଓଡିଶା...

ବର୍ଷକରେ ୨୫ଶହ କୋଟିର ଠକେଇ, ୬୧ ଗିରଫ

ଭୁବନେଶ୍ୱର,୫।୧ (ସୂର୍ଯ୍ୟକାନ୍ତ ବେହେରା) : ୨୦୨୩ରେ ରାଜ୍ୟରେ ବଡ଼ ବଡ଼ ଠକେଇ ହୋଇଥିବାବେଳେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ବହୁ ଘଟଣାର ପର୍ଦ୍ଦାଫାସ କରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଅନ୍‌ଲାଇନ୍‌ ଚିଟ୍‌ଫଣ୍ଡ୍‌, କ୍ରିପ୍ଟୋ ପୋଞ୍ଜି ସ୍କାମ୍‌ ଆଦି...

ଶିକ୍ଷାନୁଷ୍ଠାନ ବଦଳାଇପାରିବେ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର: ଆବେଦନ ଆରମ୍ଭ

ଭୁବନେଶ୍ୱର, ୫।୧(ଅସମାପିକା ସାହୁ) – ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ର ଚାହିଁଲେ ନିଜ ଶିକ୍ଷାନୁଷ୍ଠାନ ବଦଳାଇପାରିବେ। ଏଥିପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୁଯୋଗ ଦେବା ସହ ଶୁକ୍ରବାରଠାରୁ ଆବେଦନ ଆରମ୍ଭ ହୋଇଛି। ଯେଉଁ ଛାତ୍ରୀଛାତ୍ର...

ହାଇଟେକ୍‌ ଦ୍ୱନ୍ଦ୍ୱ: ତଦନ୍ତ ହେବ କହିଲେ ଡିସିପି

ଭୁବନେଶ୍ୱର,୫ା୧: ହାଇଟେକ୍‌ ମେଡିକାଲରେ ହୋଇଥିବା ବିସ୍ଫୋରଣକୁ ନେଇ ନାନା ସମସ୍ୟା ଉପୁଜିଛି। ମୃତ ବ୍ୟକ୍ତି ଏବେ ଜୀବିତ ହୋଇଥିବା ବେଳେ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ସେହିପରି ଜ୍ୟୋତିରଞ୍ଜନ ମଲିକଙ୍କ ମୃତଦେହ କୁଆଡ଼େ ଗଲା ବୋଲି ପରିବାର ଲୋକେ...

ରାଜ୍ୟରେ ଖୋଲିବ ଆଉ ୧୮ ସରକାରୀ +୩ କଳା ଡିଗ୍ରୀ କଲେଜ

ଭୁବନେଶ୍ୱର,୫ା୧: ରାଜ୍ୟରେ ଆଉ ୧୮ଟି ସରକାରୀ + ୩ କଳା ଡିଗ୍ରୀ କଲେଜ ଖୋଲିବ। ୨୦୨୪-୨୫ରୁ ଏହି କଲେଜ ଖୋଲି ପାଠପଢ଼ା ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଅପହଞ୍ଚ ଇଲାକାରେ ଉଚ୍ଚଶିକ୍ଷାର ପ୍ରସାର ପାଇଁ...

ହାଇଟେକ୍‌ ମେଡିକାଲ ବିସ୍ଫୋରଣ ଘଟଣା: ଧାରଣାରେ ବସିଲେ ମୃତ ଜ୍ୟୋତିରଞ୍ଜନଙ୍କ ପରିବାର ଲୋକେ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ): ମୃତ ଜ୍ୟୋତିରଞ୍ଜନ ମଲ୍ଲିକଙ୍କ ପରିବାର ଲୋକେ ଏବଂ ସମ୍ପର୍କୀୟମାନେ ଗୁରୁବାର ହାଇଟେକ୍‌ ହସ୍ପିଟାଲ ପରିସରରେ ଧାରଣା ଦେଇଛନ୍ତି। ଜ୍ୟୋତିଙ୍କ ମୃତଦେହ ନେବାକୁ ସେମାନେ ଅଡ଼ି ବସିଛନ୍ତି। ଏଥସହ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ କ୍ଷତିପୂରଣ ଦାବି ରଖିଛନ୍ତି।...

ଆଜି ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା

ଭୁବନେଶ୍ୱର, ୫।୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସବୁ ଜାତୀୟ/ରାଜ୍ୟସ୍ତରୀୟ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନଙ୍କୁ ନେଇ ଏକ ସର୍ବଦଳୀୟ ବୈଠକ କରିଛନ୍ତି। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ...

୩ ବର୍ଷ ପରେ ଗଡ଼ିବ ଓଡ଼ିଶାର ଟାବ୍‌ଲୋ

ଭୁବନେଶ୍ୱର, ୫ା୧(ସୁନିତ୍‌ ମିଶ୍ର):ଆସନ୍ତା ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍‌ଲୋ) ଗଡ଼ିବାକୁ ଯାଉଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ...

ଷ୍ଟିୟରିଂ ଛାଡ଼ିବେ ୫ ଲକ୍ଷ ଡ୍ରାଇଭର

ଭୁବନେଶ୍ୱର,୫ା୧(ଅନିଲ ଦାସ):କେନ୍ଦ୍ର ସରକାରଙ୍କ ହିଟ୍‌ ଆଣ୍ଡ ରନ୍‌କୁ ନେଇ ହୋଇଥିବା ନୂଆ ଆଇନ ଓ ଦୀର୍ଘଦିନ ଧରି ରାଜ୍ୟ ସରକାରଙ୍କ ନିକଟରେ କରାଯାଇଥିବା ଦାବିକୁ ନେଇ ଓଡ଼ିଶା ଡ୍ରାଇଭର ସଂଘ ଆନ୍ଦୋଳନକୁ ଓହ୍ଲାଇଛି। ହିଟ୍‌ ଆଣ୍ଡ ରନ୍‌ ଆଇନକୁ ବିରୋଧ...

ଚର୍ଚ୍ଚାରେ ହାଇଟେକ୍‌ ହସ୍ପିଟାଲ ବିସ୍ଫୋରଣ ଘଟଣା:ଦିଲ୍ଲୀପ ମୃତ ନୁହନ୍ତି ଜୀବିତ

ଭୁବନେଶ୍ୱର,୫ା୧(ସତ୍ୟଜିତ୍‌ ରାଉତ):ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ହସ୍ପିଟାଲ୍‌ରେ ଗତ ୨୯ତାରିଖରେ ଏସି କମ୍ପ୍ରେସରରେ ଗ୍ୟାସ୍‌ ଭର୍ତ୍ତିବେଳେ ଘଟିଥିବା ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ଡେଲାଙ୍ଗ ଥାନା ଅନ୍ତର୍ଗତ ବଅଙ୍ଗ ଗ୍ରାମର ଦିଲ୍ଲୀପ ସାମନ୍ତରାୟ ମୃତ ନୁହେଁ ବରଂ ଜୀବିତ ଥିବା ଶୁଣିବାକୁ...

ଏନ୍‌ଫୋର୍ସମେଣ୍ଟ ପାଇଁ ୬୭ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୧(ଅସମାପିକା ସାହୁ): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଭୁବନେଶ୍ୱରକୁ ଅତ୍ୟାଧୁନିକ ସୁବିଧା ସୁଯୋଗ ସହିତ ନୂତନ ରୂପରେଖ ଦେବାର ଗୁରୁଦାୟିତ୍ୱ ବହନ କରିଛି। କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ କର୍ତ୍ତୃପକ୍ଷର ଏନ୍‌ଫୋର୍ସମେଣ୍ଟ...

ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ

ଭୁବନେଶ୍ୱର,୪ା୧: ରାଜ୍ୟରେ ଗୁରୁବାର କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ଜେଏନ୍‌.୧ ନାମକ ଏକ ଭାରିଆଣ୍ଟ ୨ ରୋଗୀଙ୍କଠାରେ ଚିହ୍ନଟ ହୋଇଛି। ସୁନ୍ଦରଗଡ଼ର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଆଉ ଜଣେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri