ଘନକୁହୁଡ଼ିରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିପାରିବ ବିମାନ
ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ଘନ କୁହୁଡ଼ିରେ ବି ବିମାନ ଅବତରଣ କରିପାରିବ। ପାଇଲଟଙ୍କୁ ରନ୍ୱେ ଦୃଶ୍ୟମାନ ହେବ। ଏଥିପାଇଁ ଭୁବନେଶ୍ୱର ବିମାନବନ୍ଦରରେ କାଟାଗୋରୀ-୨ ଭିଜନ ସମ୍ପ୍ରସାରଣ ପାଇଁ କାମ ଚାଲିଥିବା ବିମାନବନ୍ଦର ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏଥିପାଇଁ ରନ୍ୱେରେ ୪୦...
ଆଜିଠୁ ଛାତ୍ରୀଛାତ୍ରଙ୍କୁ ଏନ୍ଇଇଟି, ଜେଇଇ କୋଚିଂ; ୮ଟାରୁ ୧୦ଟା କମ୍ବାଇନ୍ଡ ୱାର୍ମ ଅପ୍ କ୍ଲାସ୍
ଭୁବନେଶ୍ୱର, ୪।୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ଦକ୍ଷତା ବୃଦ୍ଧି ପାଇଁ ଗୁରୁବାରଠାରୁ ଏନ୍ଇଇଟି ଏବଂ ଜେଇଇ ଆଶାୟୀଙ୍କୁ ଅନ୍ଲାଇନ୍ କୋଚିଂ ମିଳିବ। ସମ୍ପୂର୍ଣ୍ଣ ରୂପେ...
ଟାଇମ୍ସ ସ୍କୋୟାରରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ଡିଅର ପୁରୁଷ’
ଭୁବନେଶ୍ୱର,୪।୧(ଶର୍ମିଷ୍ଠା ପାଣିଗ୍ରାହୀ): ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର। ସମାଜରେ ନାରୀ ଓ ପୁରୁଷର ସମ୍ପର୍କ ଭିତରେ ପୁରୁଷ ସାମ୍ନା କରୁଥିବା ଆହ୍ବାନ ସହ ହାସ୍ୟରସକୁ ନେଇ ପ୍ରସ୍ତୁତ...
ରାଜଧାନୀରେ ସାଇବର ଠକେଇ ୧୫୦% ବୃଦ୍ଧି
ଭୁବନେଶ୍ୱର,୪।୧(ସତ୍ୟଜିତ୍ ରାଉତ): ଡିଜିଟାଲ୍ ଯୁଗରେ ସାଇବର ଅପରାଧ ବଡ଼ ସମସ୍ୟା ସୃଷ୍ଟି କରିଛି। ବିଭିନ୍ନ କୌଶଳ ଆପଣାଇ ସାଇବର ଅପରାଧୀମାନେ ସାଧାରଣ ଲୋକଙ୍କୁ ଜାଲରେ ଫସାଇ ଟଙ୍କା ଠକୁଛନ୍ତି। ସେମାନେ ଓଏଲ୍ଏକ୍ସରେ ଚାକିରି ଦେବା ଆଳରେ, ଅନ୍ଲାଇନ୍ ପୋଞ୍ଜି ସ୍କାମ୍,...
ପ୍ରତି ଓ୍ବାର୍ଡରେ ଆମିଷ ହାଟ ନିର୍ମାଣ ପ୍ରହସନ
ଭୁବନେଶ୍ୱର, ୪।୧(ବନ୍ଦନା ସେଠୀ): ରାଜଧାନୀ ରାସ୍ତାକଡ଼ରେ ବ୍ୟବସାୟ କରୁଥିବା ମାଂସ ବ୍ୟବସାୟୀଙ୍କୁ ଥଇଥାନ କରାଯିବ। ପ୍ରତି ଓ୍ବାର୍ଡରେ ମାଂସ ମାର୍କେଟ ନିର୍ମାଣ ହେବା ସହ ଆମିଷ ବ୍ୟବସାୟକୁ ବ୍ୟବସ୍ଥିତ କରାଯିବା ପାଇଁ ବିଏମ୍ସି କର୍ତ୍ତୃପକ୍ଷ ବ୍ୟବସାୟୀ ମହାସଂଘକୁ ପ୍ରତିଶ୍ରୁତି ଦେଇଥିଲେ।...
ଓଡ଼ିଶାର ୭ଉତ୍ପାଦକୁ ଜିଆଇ ମାନ୍ୟତା
ଭୁବନେଶ୍ୱର,୩।୧(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ୭ଉତ୍ପାଦକୁ ବୁଧବାର ଜିଆଇ ମାନ୍ୟତା ମିଳିଛି। ଚେନ୍ନାଇସ୍ଥିତ ଭୌଗୋଳିକ ସୂଚକ ରେଜିଷ୍ଟ୍ରି ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ଓଡ଼ିଶା ଖଜୁରୀ ଗୁଡ଼(ଗଜପତି), ଢେଙ୍କାନାଳ ମଗଜି,ଶିମିଳିପାଳ କାଇ ଚଟୁଣୀ, ନୟାଗଡ଼ର କଣ୍ଟେଇମୁଣ୍ଡି ବାଇଗଣ, କପଡ଼ାଗଣ୍ଡାର ଡଙ୍ଗରିଆ...
ଘନ କୁହୁଡ଼ି ଯୋଗୁ ଯାତାୟତ ବାଧାପ୍ରାପ୍ତ
ଭୁବନେଶ୍ୱର,୩।୧: ରାଜ୍ୟରେ ଶୀତ ସାମାନ୍ୟ କମିଥିଲେ ମଧ୍ୟ ଘନ କୁହୁଡ଼ି ପ୍ରଭାବ ଦେଖିବାକୁ ମିଳିଛି। ସକାଳୁ ଘନ କୁହୁଡ଼ି ଯୋଗୁ ଯାତାୟତରେ ବାଧାପ୍ରାପ୍ତ ହେଉଛି। ଏ ନେଇ ୧୧ଟି ଜିଲାକୁ ଘନ କୁହୁଡ଼ି ନେଇ ପାଣିପାଗ ବିଭାଗ ସତର୍କ କରାଇଛି।...
‘ମୋର ଦଳ ନାହିଁ କି ଖବରକାଗଜ ନାହିଁ, ମୋର କିଛି ନାହିଁ’: ସୌମ୍ୟ ରଞ୍ଜନ ପଟ୍ଟନାୟକ
ଖୋର୍ଦ୍ଧା,୩।୧: ଦୀର୍ଘ ଦିନର ବ୍ୟବଧାନ ପରେ ମୁହଁ ଖୋଲିଛନ୍ତି ଖଣ୍ଡପଡ଼ା ବିଧାୟକ ତଥା ପୂର୍ବତ୍ତନ ବିଜେଡି ନେତା ସୌମ୍ୟ ରଞ୍ଜନ ପଟ୍ଟନାୟକ। ବୁଧବାର ଖୋର୍ଦ୍ଧା ଜାନକୀ ଜୟନ୍ତୀ ଅବସରରେ ସାମ୍ବାଦିକ ମାନଙ୍କ ପ୍ରଶ୍ନରେ ଏହି ବଡ ବୟାନ ଦେଇଛନ୍ତି ସୌମ୍ୟ।...
ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ: ଆଖି ବୁଜିଲେ ଆଉ ଜଣେ ଗୁରୁତର
ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍ ହସ୍ପିଟାଲରେ ବିସ୍ଫୋରଣରେ ଆଉ ଜଣେ ପୀଡିତ ଆଖି ବୁଝିଛନ୍ତି। ଏଥି ସହିତ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ଦୁଇରେ ପହଞ୍ଚିଛି। ମୃତକ ହେଉଛନ୍ତି ପୁରୀ ଜିଲା ଡେଲାଙ୍ଗ ଚାଇଁପୁର ଗାଁର ୨୩ ବର୍ଷୀୟ ଶ୍ରୀତମ ସାହୁ...
ବାଇପାସ୍ ରାସ୍ତା କାମରେ ପୋତି ହେଉଛି କେନାଲ
କେନ୍ଦ୍ରାପଡ଼ା/ପଟ୍ଟାମୁଣ୍ଡାଇ,୩।୧ (ଜଗନ୍ନାଥ ଧଳ/କଳ୍ପତରୁ ନାୟକ) : କଟକ ଜଗତ୍ପୁରଠାରୁ ବାହାରିଥିବା ପଟ୍ଟାମୁଣ୍ଡାଇ କେନାଲ ପ୍ରତି ବିପଦ ସୃଷ୍ଟି ହୋଇଛି। ପଟ୍ଟାମୁଣ୍ଡାଇ ବାଇପାସ୍ଠାରୁ କଖାରୁଣି ପୋଲ ପର୍ଯ୍ୟନ୍ତ ନୂତନ ବାଇପାସ୍ ରାସ୍ତା ନିର୍ମାଣ କାମ ଚାଲିଛି। କିନ୍ତୁ ଠିକାଦାର ବେଆଇନ ଭାବେ...
ପ୍ରଜ୍ଞାପନ ମେଢ଼: ଚିଠି ଆସିଲାନି
ଭୁବନେଶ୍ୱର, ୩।୧(ସୁନିତ୍ ମିଶ୍ର): ପ୍ରତ୍ୟେକ ବର୍ଷ ଜାନୁଆରୀ ୨୬ ତାରିଖ ସାଧାରଣତନ୍ତ୍ର ଦିବସରେ ନୂଆଦିଲ୍ଲୀସ୍ଥିତ ରାଜପଥରେ ହେଉଥିବା ପରେଡ୍ରେ ବିଭିନ୍ନ ରାଜ୍ୟର ପ୍ରଜ୍ଞାପନ ମେଢ(ଟାବ୍ଲୋ) ପ୍ରଦର୍ଶିତ ହୋଇଥାଏ। ପ୍ରତିବର୍ଷ କେଉଁସବୁ ରାଜ୍ୟର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ କରାଯିବ ସେନେଇ ପ୍ରତିରକ୍ଷା...
ଆସନ୍ତା ୧୮ ଓ ୧୯ରେ ଭୁବନେଶ୍ବରରେ ଆୟୋଜିତ ହେବ ଦୁଇ ଦିନିଆ ପ୍ରତିରକ୍ଷା ପେନସନ୍ ଅଭିଯୋଗ ସମାଧାନ ଶିବିର
ଭୁବନେଶ୍ୱର,୨।୧: ଆସନ୍ତା ଜାନୁଆରୀ ୧୮ ଏବଂ ୧୯ ତାରିଖରେ ଭୁବନେଶ୍ବର ନୟାପଲ୍ଲୀ ବିଦ୍ୟୁତ ମାର୍ଗ ସ୍ଥିତ ୧୨୦ ବାଟାଲିୟନ କ୍ଷେତ୍ର, ଟିଏ ବାଟାଲିୟନ ଠାରେ ପ୍ରତିରକ୍ଷା ଲେଖା ପ୍ରଧାନ ନିୟନ୍ତ୍ରକ (ବାୟୁ ସେନା), ନୂଆଦିଲ୍ଲୀଙ୍କ ପକ୍ଷରୁ ଦୁଇ ଦିନିଆ ପ୍ରତିରକ୍ଷା...
Archives


