ରାଜ୍ୟବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୧: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ...
ଦାୟିତ୍ୱ ନେଲେ ଅରୁଣ ଷଡଙ୍ଗୀ
କଟକ,୩୧।୧୨: ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ରବିବାର ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି ଅରୁଣ ଷଡଙ୍ଗୀ। ନୂଆ ଡିଜିପି ନିଯୁକ୍ତ ହେବା ଯାଏ ସେ ଏହି ଦାୟିତ୍ୱରେ ରହିବେ। ୧୯୯୦ ବ୍ୟାଚ୍ ଭାରତୀୟ ପୋଲିସ ସେବା (ଆଇପିଏସ୍) ଅଫିସର ଅରୁଣ...
ଚଳିତ ବର୍ଷ ୧୬୬ ଜଣଙ୍କୁ ବାନ୍ଧିଛି ଭିଜିଲାନ୍ସ: ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ
ଭୁବନେଶ୍ୱର ୩୧।୧୨: ୨୦୨୩ରେ ଭିଜିଲାନ୍ସ ବିଭାଗକୁ ଅନେକ ଅଭୂତପୂର୍ବ ସଫଳତା ମିଳିଛି। ଚଳିତବର୍ଷ ୧୬୬ ଜଣଙ୍କୁ ଭିଜିଲାନ୍ସ ବିଭାଗ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ କରିଛି । ଏହାସହ ୧୨୪କୋଟି ଟଙ୍କାର ଆୟବର୍ହିଭୂତ ସମ୍ପତ୍ତି ଜବତ କରାଯାଇଛି। ସେହିପରି...
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରଚାର ପ୍ରସାର ପାଇଁ ଖର୍ଚ୍ଚ ହେବ ₹୧୫୫ କୋଟି
ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରଚାର, ପ୍ରସାର ଓ ସଂରକ୍ଷଣ ଏବଂ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଆଭିମୁଖ୍ୟ ବିଷୟରେ ଜନସାଧାରଣ ଏବଂ ଭବିଷ୍ୟତ ପିଢ଼ିକୁ ସଚେତନ କରିବା ପାଇଁ ୨୦୨୪ ଜାନୟାରୀ ୧୭ରେ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମନ୍ଦିର ପରିକ୍ରମା ପ୍ରକଳ୍ପର...
ଖୁବଶୀଘ୍ର ରାଜ୍ୟରେ ସ୍ଥାପନ ହେବ ଏକହଜାର ଶୀତଳଭଣ୍ଡାର, ହିତାଧିକାରୀଙ୍କୁ ମିଳିବ ୭୦ପ୍ରତିଶତ ରିହାତି
ଭୁବନେଶ୍ୱର,୩୧।୧୨: ରାଜ୍ୟରେ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ମଞ୍ଜୁର ହୋଇଥିବା ଏକହଜାରଟି ସୌରଚାଳିତ ଶୀତଳ ଗୃହ ସ୍ଥାପନ ଉପରେ କୃଷି ଓ କୃଷକ ସଶସ୍ତ୍ରକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଗୁରୁତ୍ୱ ପ୍ରଦାନ କରିଛନ୍ତି । ଗତକାଲି ବିଭାଗୀୟ ସମୀକ୍ଷା ବୈଠକରେ...
ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ପୁଣି ୫ ଚିହ୍ନଟ
ଭୁବନେଶ୍ୱର,୩୧।୧୨: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର ରାଜ୍ୟରେ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି । ଅନ୍ୟପକ୍ଷେ ଦେଶରେ ମଧ୍ୟ କରୋନା ପଜିଟିଭଙ୍କ...
୩ ବର୍ଷ ପରେ କର୍ତ୍ତବ୍ୟପଥରେ ଓଡ଼ିଶା ପ୍ରଜ୍ଞାପନ ମେଢ଼
ଭୁବନେଶ୍ୱର,୩୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ତିନିବର୍ଷ ଧରି ନିରାଶ ହେବା ପରେ ଏଥର ଓଡ଼ିଶାର ପ୍ରଜ୍ଞାପନ ମେଢକୁ ଦିଲ୍ଲୀ ଦରବାରରେ ଦେଖିବାକୁ ମିଳିବ। ସାରା ବିଶ୍ବ ଦେଖିବ ଓଡ଼ିଶା କଳାସଂସ୍କୃତିର ଝଲକ ଓ ମହାନ୍ ପରମ୍ପରାର ଐତିହ୍ୟ। ଶୁକ୍ରବାର ଦିଲ୍ଲୀଠାରେ ଅନୁଷ୍ଠିତ ୪ର୍ଥ ବୈଠକରୁ...
ମିସେସ୍ ଗ୍ରାଣ୍ଡ୍ ଇଣ୍ଟରନ୍ୟାଶନାଲ ମୁକୁଟ ପିନ୍ଧିଲେ ସାଇପ୍ରସନ୍ନା
ଭୁବନେଶ୍ୱର,୩୧।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ମ୍ୟାନ୍ମାରରେ ଆୟୋଜିତ ଅନ୍ତର୍ଜାତୀୟ ପ୍ରତିଭା ପ୍ରତିଯୋଗିତା ‘ମିସେସ ଗ୍ରାଣ୍ଡ୍ ଇଣ୍ଟରନ୍ୟାଶନାଲ ୨୦୨୩’ର ବିଜେତା ହୋଇ ମୁକୁଟ ପିନ୍ଧିଛନ୍ତି ଡ. ସାଇପ୍ରସନ୍ନା ବେହେରା। ୨୫ରୁ ଅଧିକ ଦେଶରୁ ଆସିଥିବା ପ୍ରତିଯୋଗୀଙ୍କୁ ପଛରେ ପକାଇ ସେ ଭାରତ ପାଇଁ ଏହି ଗୌରବ...
‘ପ୍ଲାଷ୍ଟିକ୍ମୁକ୍ତ ପିକ୍ନିକ୍’ ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୩୧।୧୨(ଅସମାପିକା ସାହୁ)ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଓ ପଲିଥିନର ବହୁଳ ବ୍ୟବହାର ସାରା ବିଶ୍ୱ ପାଇଁ ବଡ଼ ବିପଦ ପାଲଟିଛି। ଏହାର ବ୍ୟବହାରକୁ ରୋକିବା ବେଶ୍ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଶେଷ ସଚେତନତା କାର୍ଯ୍ୟକ୍ରମ ଭାବେ ଶନିବାରଠାରୁ...
କ୍ରୁଟ୍ ମୋ’ ବସ୍ ସଂଖ୍ୟାରେ ଯୋଗ ହେବ ୨୦୦ ଅତିରିକ୍ତ ଇ-ବସ୍
ଭୁବନେଶ୍ୱର,୩୦ା୧୨: କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ(crut) ଜନସାଧାରଣଙ୍କ ଯାତାୟାତର ଗତିଶୀଳତା, ପରିବେଶ ସ୍ଥିରତା ବୃଦ୍ଧି ଏବଂ ଜନ ପରିବହନରେ ପରିବର୍ତ୍ତନ ଆଣିବା ପାଇଁ ନଭେମ୍ବର ୨୦୧୮ରେ ୨୦୦ ଡିଜେଲ ବସ୍ ସହିତ ୫୫ ମିଡି ବସ୍ (୨୫ ନୂତନ ଏବଂ...
ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍ରେ ଅଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି...
କରୋନା ଲକ୍ଷଣଥିଲେ ଜିରୋ ନାଇଟ ସେଲିବ୍ରେଶନ ଘରେ କରନ୍ତୁ: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୩୦।୧୨: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଏହାକୁ ଦୃଷ୍ଟିରେ ରଖି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଏହା ବିଶେଷ...
Archives


