ମେଟ୍ରୋ

ଡିଜିପି ଦାୟିତ୍ୱରେ ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର,୩୦ା୧୨: ବରିଷ୍ଠ ଆଇପିଏସ୍‌ ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶାର ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ୧୯୯୦ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅରୁଣଙ୍କୁ ଅତିରିକ୍ତ ଦାୟିତ୍ୱ ନେଇ ଗୃହ ବିଭାଗ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅରୁଣ ବିଜୁ...

ନୂଆବର୍ଷ ପୂର୍ବରୁ କର୍ମଚାରୀଙ୍କ ମନରେ ଛନକା: ବିଳମ୍ବରେ ଅଫିସ୍‌ ଆସିଲେ ଦରମା ବନ୍ଦ

ଭୁବନେଶ୍ୱର,୩୦।୧୨: ଏଣିକି ବିଳମ୍ବରେ ଅଫିସ ଆସିଲେ ଦରମା ବନ୍ଦ । ନୂଆବର୍ଷ ପୂର୍ବରୁ ବିଏମ୍‌ସି କର୍ମଚାରୀଙ୍କୁ ତାଗିଦ୍‌ କରି ଏପରି ନିର୍ଦ୍ଦେଶନାମା ଜାରି କରିଛି । ତେବେ ବିଏମ୍‌ସି ମୁଖ୍ୟାଳୟରେ କାମ କରୁଥିବା ସମସ୍ତ କର୍ମଚାରୀ ସକାଳ ୯.୪୫ରୁ ୧୦.୧୫...

ମାନସ ମଙ୍ଗରାଜଙ୍କୁ ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର,୩୦।୧୨: ସମ୍ବଲପୁର ସଂସଦୀୟ କ୍ଷେତ୍ରର ପର୍ଯ୍ୟବେକ୍ଷକ ଭାବେ ଏମ୍‌ପି ମାନସ ମଙ୍ଗରାଜଙ୍କୁ ନିଯୁକ୍ତି ମିଳିଛି । ପୂର୍ବରୁ ସେ ବ୍ରହ୍ମପୁର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିଲେ। ବର୍ତ୍ତମାନ ତାଙ୍କୁ ସମ୍ବଲପୁର ଦାୟିତ୍ୱ ଦିଆଯାଇଛି। ସେହିପରି ସୌଭାଗ୍ୟ ନାୟକଙ୍କୁ ସମ୍ବଲପୁର ଓ ରେଙ୍ଗାଳି...

ଅତିଶୀଘ୍ର ଭୁଲିହୋଇଗଲାଣି ସୁଦପଡ଼ା

ଭୁବନେଶ୍ୱର, ୩୦।୧୨(ଲାଲା ସୁନୀଲ କୁମାର ରଥ): ଗତ ୬ତାରିଖରେ ଓଡ଼ିଶା, ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୧୦ଜିଲାର ପ୍ରାୟ ୩୦ଟି ସ୍ଥାନରେ ଦେଶୀ ମଦ ବ୍ୟବସାୟ ପ୍ରତିଷ୍ଠାନ ଉପରେ ଆୟକର(ଇନ୍‌କମ୍‌ ଟ୍ୟାକ୍ସ) ଚଢ଼ାଉ ହୋଇଥିଲା। ଏଥିରେ ବଲାଙ୍ଗୀର ଜିଲାର ସୁଦପଡ଼ା, ଟିଟିଲାଗଡ଼...

ପଦ୍ମପୁର ପାଇଁ ସୃଷ୍ଟି ହେଲା ନୂଆ ଏଡିଏମ୍‌ ପଦବୀ: ଚଭନ କୁନାଲ ମୋତିରାମ ପ୍ରଥମ ଏଡିଏମ୍‌

ଭୁବନେଶ୍ୱର,୨୯।୧୨(ଅନିଲଦାସ)-ବରଗଡ଼ ଜିଲାର ପଦ୍ମପୁର ପାଇଁ ରାଜ୍ୟ ସରକାର ନୂତନ ଆଡିଶ୍‌ନାଲ ଡିଷ୍ଟ୍ରିକ୍ଟ ମାଜିଷ୍ଟ୍ରେଟ (ଏଡିଏମ୍‌ ) ପଦବୀ ସୃଷ୍ଟି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିଛନ୍ତି। ପଦ୍ମପୁର କାର୍ଯ୍ୟାଳୟ ପାଇଁ ସୃଷ୍ଟି ହୋଇଥିବା ଏହି ପଦବୀ...

୬ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୨୯ା୧୨(ଅନିଲଦାସ)-ରାଜ୍ୟ ସରକାର ଶୁକ୍ରବାର ୨୦୧୦ ବ୍ୟାଚ୍‌ର ୬ ଜଣ ଆଇପିଏସ୍‌ ଅଫିସରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ସେମାନେ ହେଲେ ଆଶିଷ କୁମାର ସିଂହ, ପାରୁଲ ଗୁପ୍ତା, ମିତ୍ରଭାନୁ ମହାପାତ୍ର, ସାରା ଶର୍ମା, କନୱର ବିଶାଲ ସିଂ ଓ ଶିବା...

ଦିନରେ ବେପାରୀ, ରାତିରେ ଚୋରି: ଟାର୍ଗେଟରେ ତାଲା ପଡ଼ୁଥିବା ଘର

ଭୁବନେଶ୍ୱର,୨୯।୧୨(ସୂର୍ଯ୍ୟକାନ୍ତ ବେହେରା) : ବାହାର ରାଜ୍ୟରୁ ଆସି ବେପାର କରିବା ବାହାନାରେ ଗଢ଼ୁଛନ୍ତି ଅପରାଧୀ ଗ୍ୟାଙ୍ଗ୍‌। ନିଜ ସହଯୋଗୀ ଅପରାଧୀଙ୍କ ସମେତ ଓଡ଼ିଶାର ଅପରାଧୀଙ୍କୁ ମଧ୍ୟ ଗ୍ୟାଙ୍ଗ୍‌ରେ ସାମିଲ କରୁଛନ୍ତି। କେତେବେଳେ କବାଡ଼ିଆ ଦୋକାନୀ ତ ପୁଣି କେତେବେଳେ କମ୍ବଳ...

୧୩ରେ ପହଞ୍ଚିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ନୂଆବର୍ଷ ଲାଗି ସତର୍କ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର, ୨୯।୧୨(ଅସମାପିକା ସାହୁ): ରାଜ୍ୟରେ କରୋନା ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଟେଷ୍ଟିଂ ତୁଳନାରେ କମ୍‌ ଆକ୍ରାନ୍ତ ଚିହ୍ନଟ ହେଉଥିଲେ ମଧ୍ୟ କ୍ରମାଗତ ଭାବେ ଏହି ସଂଖ୍ୟା ବଢ଼ି ଚାଲିଥିବାରୁ ଚିନ୍ତା ବଢ଼ିଛି। ଗୁରୁବାର ୫୦୦ ନମୁନାର କରୋନା ଟେଷ୍ଟ...

ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ, ଏକାଧିକ ଆହତ

ଭୁବନେଶ୍ୱର,୨୯ା୧୨: ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ହୋଇଛି। ହସ୍ପିଟାଲ ପରିସରରେ ଏମରଜେନ୍ସି ୱାର୍ଡ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏହି ବିସ୍ଫୋରଣରେ ୩ରୁ ୪ ଜଣ ଆହତ ହୋଇଥିବା କୁହାଯାଉଛି। ଆହତମାନେ ବର୍ତ୍ତମାନ ମେଡିକାଲରେ ଚିକିତ୍ସାଧୀନ ଥିବା ଜଣାପଡିଛି।...

Video: ଘରେ କେହି ନ ଥିବା ବେଳେ ଘରେ କଳାକନା ବୁଲେଇଲେ ଦୁର୍ବୃତ୍ତ

ଭୁବନେଶ୍ୱର,୨୯ା୧୨: ଝିଅ ବାହାଘର ପାଇଁ ଥିଲା ଗହଣା, ଲୁଟିନେଲେ ଚୋର। ରାଜଧାନୀ ଭୁବନେଶ୍ୱରରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଲୁଟେରା। ମଞ୍ଚେଶ୍ୱର ଅଞ୍ଚଳରେ ଝିଅ ବାହାଘର ପାଇଁ ରଖିଥିବା ୨୦ ଲକ୍ଷ ଟଙ୍କା ମୂଲ୍ୟର ସୁନାଗହଣା, ନଗଦ ଦେଢ଼ ଲକ୍ଷ...

ରାଜଧାନୀରେ କ୍ୟାବ୍ ଡ୍ରାଇଭରଙ୍କୁ ଅପହରଣ ପରେ ୧୦ ଲକ୍ଷ ଟଙ୍କା ମାଗିଲେ ଅପହରଣକାରୀ

ଭୁବନେଶ୍ୱର,୨୯।୧୨: ଅପରାଧିକ ଘଟଣା ରୋକିବାକୁ କମିସନରେଟ ପୋଲିସ ଏନକାଉଣ୍ଟର କରିବାର କିଛି ଘଣ୍ଟା ପରେ ପୋଲିସକୁ ଚ୍ୟାଲେଞ୍ଜ କରିଛନ୍ତି ଅପରାଧୀ। ଗୁରୁବାର ରାତି ୮ଟା ବେଳେ ପାତ୍ରପଡ଼ା କ୍ରିଷ୍ଣା ବିହାରରୁ ଶଙ୍କର୍ଷଣ ନାମକ କ୍ୟାବ୍ ଡ୍ରାଇଭରଙ୍କୁ କିଛି ଦୁର୍ବୃତ୍ତ ଏକ...

ଆଜି ରାଜ୍ୟରୁ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୧୨: ବେଶ୍‌ କିଛିଦିନ ଧରି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ଏବେ ପୁଣି ଏହି ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ରାଜ୍ୟରେ ମୋଟ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri