ମେଟ୍ରୋ

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

୨୦ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୧୪ା୫(ରବିନାରାୟଣ ଜେନା):ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା କ୍ୟାବିନେଟ୍‌ ବୈଠକରେ…

ପୁରୁଷବନ୍ଧୁଙ୍କ ରୁମ୍‌କୁ ଯାଇଥିଲେ ଇଞ୍ଜିନିୟରିଂ ଛାତ୍ରୀ: ୪ ଜଣ ମିଶି କଲେ ଗଣବଳାତ୍କାର, ତା’ପରେ ଯାହା ଘଟିଲା…

ଭୁବନେଶ୍ବର/ ଯାଁଳା,୧୪।୫, (ପ୍ରସନଜିତ୍‌ ସାହୁ/ବୁଲା ବାରିକ):ଭୁବନେଶ୍ୱର ଇନ୍‌ଫୋଭ୍ୟାଲି ଥାନା କାଇମାଟିଆ ଅଞ୍ଚଳରେ ଜଣେ ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏକ ଘରୋଇ କଲେଜରେ ପଢ଼ୁଥିବା ପୀଡ଼ିତା ଇଞ୍ଜିନିୟରିଂ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ରୁମ୍‌କୁ ବୁଲିବାକୁ ଯାଇଥିବାବେଳେ ତାଙ୍କୁ…

ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍‌ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି…

ରାଜଧାନୀରେ ଘରୋଇ ଇଞ୍ଜିନିୟରିଂ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ରୁମକୁ ଡାକି ପୁରୁଷ ବନ୍ଧୁ…..

ଭୁବନେଶ୍ବର,୧୩ା୫ : ରାଜଧାନୀ ଭୁବନେଶ୍ବରରୁ ପୁଣି ଥରେ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଘରୋଇ ଇଞ୍ଜେନିୟରିଂ କଲେଜ ଛାତ୍ରୀଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି। ଇନଫୋଭାଲି ଥାନା ଅଞ୍ଚଳ ଏକ ଘରୋଇ ମେସରେ ଏହି ଅଭାବନୀୟ ଘଟଣା…

ଭୁବନେଶ୍ୱରରେ ଶେଷ ହେଉଛି ପେଟ୍ରୋଲ! ମନ୍ତ୍ରୀ କହିଲେ କାଲିଠୁ…

ଭୁବନେଶ୍ୱର,୧୩।୫: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଅନ୍ତର୍ଜାତୀୟ ବଜାରରେ ବଢ଼ିବାରେ ଲାଗିଛି ଅଶୋଧିତ ତୈଳ ଦର । ଏହା ପ୍ରଭାବରେ ଭାରତରେ ତେଲ ସଂକଟ ଦେଖାଦେଲାଣି । ଓଡ଼ିଶାର ବିଭିନ୍ନ ପେଟ୍ରୋଲ ପମ୍ପରେ ମଧ୍ୟ ତୈଳ ଅଭାବ ଦେଖିବାକୁ ମିଳିଲାଣି । ଏଥିପାଇଁ…

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌: ଉତ୍ତ୍ୟକ୍ତ ଲୋକେ ଭାଙ୍ଗିଲେ…

ଭୁବନେଶ୍ୱର,୧୩।୫: ଭୁବନେଶ୍ବରରେ ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ବାଇକ ଆରୋହୀଙ୍କୁ ପଛରୁ ଧକ୍କା ଦେଲା, ତାଙ୍କ ଅବସ୍ଥା ଗୁରୁତର ହୋଇଛି। ଜୟଦେବବିହାର ଓ ଆଚାର୍ଯ୍ୟବିହାର ମଧ୍ୟରେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଛି। ଅନ୍ୟପକ୍ଷେ ଉତ୍ତ୍ୟକ୍ତ ଲୋକେ…

ବଢିବ କି ପେଟ୍ରୋଲ-LPG ରେଟ୍‌? ଆଜି ବଡ଼ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୩।୫: ଆଜି ବଡ଼ ନିଷ୍ପତ୍ତି ନେଇପାରନ୍ତି ମୋହନ ସରକାର । ପ୍ରଧାନମନ୍ତ୍ରୀଙ୍କ ଅପିଲ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ଏନେଇ ବଡ଼ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି । ରାଜ୍ୟବାସୀଙ୍କ…

ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

ଭୁବନେଶ୍ୱର,୧୩।୫: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ସେ…

ସୌମ୍ୟ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଖୁଲାସା: ଘଟଣା ଦିନ ନେଇଥିଲେ…

ଭୁବନେଶ୍ୱର,୧୩।୫(ତ୍ରିନାଥ ମହାନ୍ତି):ଯୁବତୀଙ୍କୁ ଅସଦାଚରଣ ଓ ବଳାତ୍କାର ଉଦ୍ୟମ କରିଥିବା ଜିଆର୍‌ପି କନ୍‌ଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲାରେ କ୍ରାଇମ୍‌ବ୍ରାଞ୍ଚର ତଦନ୍ତକୁ ୩ଦିନ ପୂରିଲାଣି। ରବିବାର ରାତିରେ ଉପରଠାଉରିଆ ଭାବେ ଜଣେ ପୀଡ଼ିତାଙ୍କ ବୟାନ ନିଆଯାଇଥିବାବେଳେ ଅନ୍ୟଜଣେ ପୀଡ଼ିତାଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଏପର୍ଯ୍ୟନ୍ତ…

NEET-UG ପରୀକ୍ଷା ବାତିଲ; ସମାଲୋଚନା କଲେ ନବୀନ, ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା…

ଭୁବନେଶ୍ବର,୧୨।୫: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ…

ପଞ୍ଚାୟତ,ପୌର ନିର୍ବାଚନ ପୂର୍ବରୁ ଭାଜପାର ରଣନୀତି : ନୀତିନ ନବୀନଙ୍କ ଗସ୍ତକୁ ନେଇ ମନମୋହନ କହିଲେ…

ଭୁବନେଶ୍ୱର, ୧୨/୫ : ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ୧୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ରାଜ୍ୟ ଭାଜପା ମୁଖ୍ୟାଳୟରେ ଆୟୋଜିତ ଜିଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?