ମେଟ୍ରୋ

ଆସୁଛି ବଡ଼ ଲଘୁଚାପ! ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୪।୫: ଆସୁଛି ବଡ଼ ବର୍ଷା। ଆଗାମୀ ଦୁଇ ଦିନ ଘଡ଼ଘଡ଼ି ସହ ବର୍ଷା ପବନ ହେବା ସମ୍ଭାବନା ରହିଛି। ଏନେଇ କିଛି ଜିଲାକୁ ଆଞ୍ଚଳିକ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରାଯାଇଛି। ତେବେ ଆଗାମୀ ୪୮ ଘଣ୍ଟା ପରେ ରାଜ୍ୟରେ…

ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୪।୫: ମଇଦାନରେ ଶକ୍ତି ପ୍ରଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୧୬ତାରିଖରେ ରାଜଧାନୀ ଦେଖିବ ବିଜେଡି ସୁପ୍ରିମୋଙ୍କ ଶକ୍ତି ପ୍ରଦର୍ଶନ। କାରଣ ଗୁରୁବାର ଭୁବନେଶ୍ୱରରେ ମେଗା ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ । ରୋଡ ଶୋ’ ପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ…

ଆସିଲା ଏଡିଆର ରିପୋର୍ଟ: ୩୪ ପ୍ରାର୍ଥୀ ମାଟ୍ରିକ ଫେଲ୍‌

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟ ନିର୍ବାଚନରେ ୮୭ ପ୍ରାର୍ଥୀଙ୍କ ନାଁରେ ରହିଛି ଅପରାଧିକ ମାମଲା ଏବଂ ୨୬ ଜଣଙ୍କ ନାଁରେ ଗୁରୁତର ଅପରାଧ ରହିଥିବା ନେଇ…

ମୁଖ୍ୟମନ୍ତ୍ରୀଙ୍କ ପାଖରେ ଏତିକି ସମ୍ପତ୍ତି, ଦିଲ୍ଲୀପ ରାୟ ସବୁଠୁ ଧନୀ, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୧୪।୫: ୨ୟ ପର୍ଯ୍ୟାୟ ନିର୍ବାଚନ ମେ’୨୦ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଏଡିଆର ରିପୋର୍ଟ ସାମ୍ନାକୁ ଆସିଛି। ୨ୟ ପର୍ଯ୍ୟାୟରେ ୯୫ କୋଟିପତି। ଦିଲ୍ଲୀପ ରାୟ ସବୁଠୁ ଧନୀ। ତାଙ୍କ ପାଖରେ ୩୧୩ କୋଟି ସମ୍ପତ୍ତି ଅଛି। କଳିକେଶଙ୍କର ୭୩ କୋଟିରୁ…

ପ୍ରଥମ ପର୍ଯ୍ୟାୟରେ ଏତିକି ଲୋକ ସଭା, ବିଧାନସଭା ଆସନ ଜିତିବୁ: ଦମ୍ଭୋକ୍ତି ଦେଖାଇଲା ଭାଜପା

ଭୁବନେଶ୍ୱର,୧୪।୫: ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ପାଇଁ ମତଦାନ ସରିଛି। ତେବେ ନିର୍ବାଚନ ସରିବା ପରେ କିଏ କେତେ ଆସନରେ ଜିତିବ, ସମସ୍ତ ଦଳ ହିସାବ କରିବାରେ ଲାଗିପଡିଛନ୍ତି। ବିଜେଡିର ପରେ ଭାଜପା…

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ଏତିକି ଆସନ ଜିତିବ ବିଜେଡି: ପାଣ୍ଡିଆନ

ଭୁବନେଶ୍ୱର,୧୪।୫: ସୋମବାର ଓଡ଼ିଶାର ପ୍ରଥମ ପର୍ଯ୍ୟାୟରେ ୪ ସଂସଦୀୟ କ୍ଷେତ୍ର ଓ ୨୮ ବିଧାନସଭା ପାଇଁ ମତଦାନ ସରିଛି। ତେବେ ୨୮ ଆସନରୁ ବିଜେଡି ୨୪ ଆସନରେ ବିଜୟୀ ହେବ ବୋଲି ୫-ଟି ସଚିବ କାର୍ତ୍ତିକ ପାଣ୍ଡିଆନ ଦୃଢୋକ୍ତି ପ୍ରକାଶ କରିଛନ୍ତି।…

ପ୍ରଦୀପ ପାଣିଗ୍ରାହୀ ଏମ୍ସ ସ୍ଥାନାନ୍ତର: ପଞ୍ଜରା ହାଡ-ଫୁସ୍‌ଫୁସ୍‌ରେ ଲାଗିଛି ଆଘାତ

ଭୁବନେଶ୍ୱର,୧୪।୫: ବ୍ରହ୍ମପୁର ସହରରେ ସୋମବାର ମତଦାନ ଶେଷ ହେବା ବେଳକୁ ଭାଜପା ଏମ୍‌ପି ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରାଯାଇଛି। ଏଥିରେ ସେ ଆହତ ହେବାରୁ ଚିକିତ୍ସା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ପଞ୍ଜରା ହାଡ ଏବଂ ଫୁସ୍‌ଫୁସ୍‌ରେ…

୧୯ରେ ଆଣ୍ଡାମାନ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪।୫(ଅସମାପିକା ସାହୁ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ…

୨ ପ୍ରିଜାଇଡିଂ ଅଫିସର୍‌ଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର,୧୩।୫: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଛି। କାଁ ଭାଁ ହିଂସାକାଣ୍ଡକୁ ଛାଡିଦେଲେ ମତଦାନ ସୁରୁଖୁରୁରେ ଚାଲିଛି। ଏସବୁ ଭିତରେ ଗଞ୍ଜାମର ୨୭ ଏବଂ ୧୬୩ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସରଙ୍କୁ ସସ୍‌ପେଣ୍ଡ ସହ ଗିରଫ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ…

ଓଡ଼ିଶା ଆସିବେ ରାହୁଲ-ଖାର୍ଗେ, ଭୁବନେଶ୍ବରରେ କରିବେ ପ୍ରେସମିଟ୍‌

ଭୁବନେଶ୍ୱର,୧୩।୫: ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ। ୧୫ ତାରିଖରେ ରାହୁଲ ବଲାଙ୍ଗୀରରେ ସଭା କରିବାର କାର୍ଯ୍ୟକ୍ରମ ଥିବା ବେଳେ ୧୬ ତାରିଖରେ କନ୍ଧମାଳରେ ସଭାରେ ଯୋଗଦେବେ ଖାର୍ଗେ। ଏନେଇ ଓଡ଼ିଶା…

ନିର୍ବାଚନ ପରିଚାଳନାରେ ତ୍ରୁଟି: ସସ୍‌ପେଣ୍ଡ ହେଲେ ୨ ପୋଲିଂ ଅଫିସର

ଭୁବନେଶ୍ୱର,୧୩।୫: ନିର୍ବାଚନ ପରିଚାଳନାରେ ତ୍ରୁଟି ପାଇଁ ୨ ଜଣ ପୋଲିଂ ଅଫିସରଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ କଳାହାଣ୍ଡି ଜିଲା ନର୍ଲାର ଏକ ବୁଥରେ ନିୟୋଜିତ ତେଜାଂଶୁ ସାହୁ ଓ ଗଞ୍ଜାମ ଜିଲାରେ ଜଣେ ପୋଲିଂ ଅଧିକାରୀ। ମୁଖ୍ୟ ନିର୍ବାଚନ ଅଧିକାରୀ…

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ

ଭୁବନେଶ୍ୱର,୧୩ା୫: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ନିର୍ବାଚନ କମିଶନ ଆପ୍‌ରୁ ଜଣାପଡ଼ିଛି। ସେହିପରି। ମୋହନାରେ ୨୧.୪୭% ମତଦାନ ହୋଇଥିବା ବେଳେ ନବରଙ୍ଗପୁରରେ ୨୧.୫୦%, ନର୍ଲା ୨୬.୪୬%, ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?