ମେଟ୍ରୋ

ଆଶୁତୋଷ ପରିଡ଼ାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୦ା୧୨(ଶର୍ମିଷ୍ଠା ପାଣିଗ୍ରାହୀ): କେନ୍ଦ୍ର ସାହିତ୍ୟ ଏକାଡେମୀ ୨୦୨୩ ପୁରସ୍କାର ପାଇବେ ବିଶିଷ୍ଟ କବି ଆଶୁତୋଷ ପରିଡ଼ା। ସ୍ବରଚିତ କବିତା ସଙ୍କଳନ ‘ଅପ୍ରସ୍ତୁତ ମୃତ୍ୟୁ’ ପାଇଁ ସେ ଏହି ପୁରସ୍କାର ପାଇବେ। ବୁଧବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଏ ନେଇ...

୫୦୭ ଧାର୍ମିକ, ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧୨: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର ଏବଂ ଭୁବନେଶ୍ୱର...

ଯୁବତୀଙ୍କୁ ନ୍ୟୁଡ୍‌ କଲ୍‌ରେ ସାମିଲ୍‌ କରୁଥିଲେ ବୁଖାରୀ

ଭୁବନେଶ୍ୱର,୨୦।୧୨: କଶ୍ମୀର ଆତଙ୍କବାଦୀ ସୟଦ ଇଶାନ ବୁଖାରୀଙ୍କ ପୁଣି ଏକ ନୂଆ ସଡ଼ଯନ୍ତ୍ର ସାମ୍ନାକୁ ଆସିଛି। ଯୁବତୀଙ୍କୁ ହନିଟ୍ରାପ୍‌ରେ ବ୍ୟବହାର କରୁଥିବା ସନ୍ଦେହ କରାଯାଉଛି। ଏ ନେଇ ସେ ନିଜେ ଆପ୍‌ ତିଆରି କରିଥିଲେ। ଏହି ଆପ୍‌ ଜରିଆରେ ସେ...

ଜେରା ପାଇଁ ଭୁବନେଶ୍ୱରରେ ଆଇବି ଟିମ୍‌

ଭୁବନେଶ୍ୱର,୨୦।୧୨(ସତ୍ୟଜିତ୍‌ ରାଉତ): ସନ୍ଦିଗ୍ଧ ଆତଙ୍କବାଦୀ ତଥା କଶ୍ମୀର ପୋଲିସର ଓ୍ବାଣ୍ଟେଡ୍‌ ଥିବା ସୟଦ ଇଶାନ ବୁଖାରୀଙ୍କ ୫ଦିନିଆ ରିମାଣ୍ଡ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଟିମ୍‌ ପୂର୍ବାହ୍ନରେ ଯାଜପୁର ଜିଲାର ରଗଡ଼ି ସବ୍‌ଜେଲରୁ ବୁଖାରୀଙ୍କୁ...

ମ୍ୟାଜିକ୍‌ କରିବ ମୟୂରଭଞ୍ଜ: ପାଣ୍ଡିଆନ

ଭୁବନେଶ୍ୱର(ଅନିଲ ଦାସ)/ ବାରିପଦା (ନୀଳାଦ୍ରି ଦଣ୍ଡପାଟ), ୨୦।୧୨: ବିରୋଧୀଙ୍କୁ ଆଦୌ ଟାର୍ଗେଟ ନ କରି ମୟୂରଭଞ୍ଜରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିଲେ ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦୁଇ ଚାରିଟି ଶବ୍ଦରେ ଜିଣିନେଲେ ମୟୂରଭଞ୍ଜବାସୀଙ୍କ ମନ। ଏ ସରକାର...

ଡରାଇଲାଣି କରୋନା: ଥଣ୍ଡା, ଜ୍ୱର କାଶ ହେଲେ ଟେଷ୍ଟ କରନ୍ତୁ

ଭୁବନେଶ୍ୱର,୧୯।୧୨: ପୁଣି ଥରେ କରୋନା ଚିନ୍ତା ବଢ଼ାଇଲାଣି । କରୋନାର ସବ୍‌ଭ୍ୟାରିଏଣ୍ଟ ଜେଏନ୍‌ ୧ କର୍ନାଟକ ଓ କେରଳରେ ଠାବ ହେବା ପରେ ପୁଣି ଭୟ ବଢ଼ିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସବୁ ରାଜ୍ୟ ପାଇଁ ସତର୍କ...

ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଜଳିଗଲା କାର

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା) ଶହୀଦନଗର ଥାନା ଅନ୍ତର୍ଗତ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସର ପାଠାଗାର ସାମ୍ନାରେ ଥିବା କାର୍‌ ଜଳିଯାଇଛି। ଏହା ଦେଖି ଚାଳକ ସଙ୍ଗେ ସଙ୍ଗେ ଓହ୍ଲାଇପଡିବାରୁ ବଡ ଧରଣର ବିପଦରୁ ବର୍ତ୍ତିଯାଇଛନ୍ତି। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇ ନ ଥିବାବେଳେ...

ଭିଏଲ୍‌ଡବ୍ଲ୍ୟୁଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୧୨ (ସତ୍ୟଜିତ୍‌ ରାଉତ): ଇନ୍ଦିରା ଆବାସର ବିଲ୍‌ କରିଦେବାକୁ ଲାଞ୍ଚ ନେବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ଥିବା ବର୍ତ୍ତମାନର ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ର ଭିଏଲ୍‌ଡବ୍ଲ୍ୟୁ ଅଶୋକ କୁମାର ପାଟସାଆଣୀ...

ବିଫଳତା ହିଁ ସଫଳତା ବାଟ ଦେଖାଇବ: କପିଳ ଦେବ

ଭୁବନେଶ୍ୱର, ୧୯।୧୨(ଅସମାପିକା ସାହୁ): ସବୁ କ୍ଷେତ୍ରରେ ସଫଳ ଓ ବିଫଳ ଅଛି। ବିଫଳ ହେଲେ କେବେ ପଛଘୁଞ୍ଚା ହେବ ନାହିଁ। ତାହା ତୁମକୁ ସଫଳତା ପାଇଁ ବାଟ ଦେଖାଇବ ବୋଲି ପୂର୍ବତନ ଭାରତୀୟ କ୍ରିକେଟର ପଦ୍ମଭୂଷଣ କପିଳ ଦେବ କହିଛନ୍ତି।...

ଚେଇଁ ଶୋଇଥିବ ଯିଏ ତାକୁ ଉଠାଇବ କିଏ: ପାଣ୍ଡିଆନ

ଭୁବନେଶ୍ୱର (ଅନିଲ ଦାସ)/ କେନ୍ଦ୍ରପଡ଼ା (ଜଗନ୍ନାଥ ଧଳ),୧୯ା୧୨: ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇ ହେବ। କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ସେମାନଙ୍କ ପାଇଁ କିଛି କରିହେବ ନାହିଁ। ରାଜ୍ୟର ବିକାଶ ବିରୋଧୀଙ୍କ ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରି...

ମାଛ ଗାଡ଼ିରେ ବ୍ରାଉନସୁଗାର ଚାଲାଣ

ଭୁବନେଶ୍ୱର,୧୮।୧୨(ସୂର୍ଯ୍ୟକାନ୍ତ ବେହେରା): ମାଛ ବୁହା ପିକ୍‌ଅପ୍‌ରେ ବାଲେଶ୍ୱରରୁ ବେଆଇନ ଭାବେ ବ୍ରାଉନସୁଗାର ଚାଲାଣ ହେଉଛି । ଖୋର୍ଦ୍ଧାକୁ ଚୋରା ଚାଲାଣ ବେଳେ କମିଶନରେଟ ପୋଲିସର ସ୍ପେଶାଲ କ୍ରାଇମ୍‌ ଭୁବନେଶ୍ୱର ସିଆର୍‌ପି ଛକ ଫ୍ଲାଏ ଓଭର ଉପରୁ ୬୬ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର...

ଖାଲି ସ୍ଥାନରେ ଅଳିଆ ଢାଳୁଛି ବିଏମ୍‌ସି

ଭୁବନେଶ୍ୱର,୧୮।୧୨(ବନ୍ଦନା ସେଠୀ): ଘର ଆଗରେ ଅଳିଆ ପଡ଼ିବନି, ବିଏମ୍‌ସି ଗାଡ଼ି ଆସି ଘରୁ ଅଳିଆ ସଂଗ୍ରହ କରିବ। ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ ନିଜ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ସଫା ରଖିବା ସହ ୨ଟି ଲେଖାଏ ଡଷ୍ଟବିନ୍‌ ରଖିବେ। କେହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri