ମେଟ୍ରୋ

‘ସାହିତ୍ୟର ମୌଳିକତା ଫେସ୍‌ବୁକ୍‌ ନଷ୍ଟ ନ କରୁ’

କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ପାଇଁ କବି ଡିଲେଶ୍ୱର ରଣା ମନୋନୀତ ହୋଇଛନ୍ତି। କଳାହାଣ୍ଡି ଜିଲା ଧଅଁରାମାଲ ଗ୍ରାମରେ ଜନ୍ମିତ ଡିଲେଶ୍ୱର ସ୍ବରଚିତ ପୁସ୍ତକ ‘ସେଁର୍‌ରା’ ନିମନ୍ତେ ଏହି ପୁରସ୍କାର ପାଇବେ। ସମ୍ପ୍ରତି ସେ ଭବାନୀପାଟଣାସ୍ଥିତ କୁଟେନପଦର ପ୍ରାଥମିକ...

୧୦ ଡିଗ୍ରୀ ତଳେ ୧୧ ସହର

ଭୁବନେଶ୍ୱର, ୧୮।୧୨(ଅନୁରାଧା ମହାରଣା): ରାଜ୍ୟରେ ଶୀତ ଲହରି ଜାରି ରହିଛି। ଧୀରେ ଧୀରେ ଥଣ୍ଡା ବଢୁଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୧୧ ସହରରେ ରାତି ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ କରାଯାଇଛି। କନ୍ଧମାଳ ଜିଲାରେ ଥଣ୍ଡାର ସର୍ବାଧିକ...

ମାଗଣା ସିଭିଲ ସର୍ଭିସ କୋଚିଂ ଭେଳିକି

ଭୁବନେଶ୍ୱର,୧୮।୧୨(ଅସମାପିକା ସାହୁ): ସର୍ବଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ପରୀକ୍ଷାରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ହାର କମ୍‌ ରହୁଛି। ଏଥିରେ କିପରି ଅଧିକରୁ ଅଧିକ କୃତକାର୍ଯ୍ୟ ହାସଲ କରିବେ ସେଥିପାଇଁ ରାଜ୍ୟ ସରକାର କଲେଜରୁ ଆଇଏଏସ୍‌ କୋଚିଂ ଦେବା ପାଇଁ ଯୋଜନା କରିଛନ୍ତି। ଆସନ୍ତା...

ଏମ୍‌ଆର୍‌ଆଇ ପାଇଁ ଯାଞ୍ଚ ହେବ ପ୍ରେସ୍‌କ୍ରିପ୍‌ଶନ

ଭୁବନେଶ୍ୱର,୧୭ା୧୨: ଏଣିକି ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍‌ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ। ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଡାକ୍ତରମାନେ ଯାଞ୍ଚ ନ କରି ଏମ୍‌ଆର୍‌ଇ କିମ୍ବା ସିଟି ସ୍କାନ୍‌ ପାଇଁ ଲେଖିପାରିବେ ନାହିଁ। ଏଥିପାଇଁ...

କାନାରା ବ୍ୟାଙ୍କ ପକ୍ଷରୁ ଋଣ ବଣ୍ଟନ

ଭୁବନେଶ୍ୱର,୧୬।୧୨: କାନାରା ବ୍ୟାଙ୍କ ପକ୍ଷରୁ ଏକ ମୋଗ ଋଣ ବଣ୍ଟନ କାର୍ଯ୍ୟକ୍ରମ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଗୋଟିଏ ଦିନରେ ୫୨୦ଟି ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)କୁ ପ୍ରାୟ ୨୧ କୋଟି ଟଙ୍କାର ଋଣ ପ୍ରଦାନ କରାଯାଇଛି। ଅପରପକ୍ଷରେ ବ୍ୟାଙ୍କ...

ସମ୍ବଲପୁରୀ ଲୁକ୍‌ରେ ଓଡ଼ିଶା ଫୁଟବଲ କ୍ଲବ୍‌ ମହିଳା ଦଳ

ଭୁବନେଶ୍ୱର,୧୭।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ଫୁଟ୍‌ବଲ ଜର୍ସି ସହ ହସ୍ତତନ୍ତର ନିଆରା ସଂଯୋଗ। ଶୁଣିବାକୁ ଟ୍ରେଣ୍ଡି, ଆଉ ଟିକେ ନୂଆ ବି ଲାଗୁଥିବ। ଫୁଟବଲ ଓ ହସ୍ତତନ୍ତ କିଭଳି ସଂଯୋଗ ହୋଇପାରିଛନ୍ତି ତାହାକୁ ନେଇ ମନରେ ପ୍ରଶ୍ନ ବି ଆସୁଥିବ। ଏପରି ଏକ ପରିକଳ୍ପନା...

ମାଲାବାରରେ ‘ମାଇନ ଡାଇମଣ୍ଡ ଫେଷ୍ଟିଭାଲ’

ଭୁବନେଶ୍ୱର,୧୭।୧୨ (ଅଭୟ ଦାଶ): ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍‌ସର ସ୍ବତନ୍ତ୍ର ପ୍ରଦଶନୀ ‘ମାଇନ ଡାଇମଣ୍ଡ ଫେଷ୍ଟିଭାଲ’ର ସର୍ବଭାରତୀୟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ମାଲାବାରର ସବ୍‌ବ୍ରାଣ୍ଡ୍‌ ‘ମାଇନ ଡାଇମଣ୍ଡ୍‌ସ’ର ସବୁଠାରୁ ଅଧିକ ସୂକ୍ଷ୍ମ ହୀରା କାରୁକାର୍ଯ୍ୟର ଏକ ଅତି...

କଶ୍ମୀରୀ ଓ୍ବାଣ୍ଟେଡ୍‌ ଯାଜପୁରରୁ ଗିରଫ

ନିଜକୁ ଡାକ୍ତର ଦର୍ଶାଇ ଯାଜପୁର ଜିଲାରେ ପ୍ରାୟ ୭ବର୍ଷ ଧରି ରହିଥିଲେ କଶ୍ମୀର ପୋଲିସର ଜଣେ ଓ୍ବାଣ୍ଟେଡ୍‌ ଅଭିଯୁକ୍ତ ତଥା ସନ୍ଦିଗ୍ଧ ଆତଙ୍କବାଦୀ ସୟଦ ଇଶାନ ବୁଖାରୀ(୩୭)। ଅନେକ ଠକେଇ, ପ୍ରତାରଣା ଅଭିଯୋଗ ତାଙ୍କ ବିରୋଧରେ ରହିଥିବାବେଳେ ସେ ଏକାଧିକ...

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬ା୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର...

 ଶ୍ରୀମୟୀ ମିଶ୍ର ହେବେ ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ! ପାଟ୍ଟଶାଣୀ କହିଲେ- ‘ଦଳ ସେ ଭୁଲ୍‌ କରିବନି’

ଭୁବନେଶ୍ୱର,୧୬।୧୨: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ  ବିଜେଡିରୁ  ଶ୍ରୀମୟୀ ମିଶ୍ରଙ୍କୁ  ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ଏମ୍‌ପି ପ୍ରାର୍ଥୀ ଭାବେ ବାଛିଥିବା ମନ୍ତ୍ରୀ ଅଶୋକ ପଣ୍ଡା କହିଛନ୍ତି । ସେ କହିଥିଲେ  ଶ୍ରୀମୟୀଙ୍କୁ  ପ୍ରାର୍ଥୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଭୁବନେଶ୍ୱର ଲୋକ ସଭା ଆସନ କାହାର

ଭୁବନେଶ୍ବର,୧୬।୧୨: ୨୦୨୪ ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭୁବନେଶ୍ୱର ଲୋକ ସଭା ଆସନ ଉପରେ ସମସ୍ତଙ୍କ ନଜର ରହିଛି। ଏହି ଆସନ ପାଇଁ ଘମାଘୋଟ ଲଢ଼େଇ ହେବ । ବିଜେଡିରୁ ଶ୍ରୀମୟୀ ମିଶ୍ର ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରୁ ନିର୍ବାଚନ...

ସ୍ବପ୍ନା ସୁନ୍ଦରୀଙ୍କୁ ‘ଭରତ ମୁନି ସମ୍ମାନ’

ଭୁବନେଶ୍ୱର,୧୬।୧୨(ଶର୍ମିଷ୍ଠା ପାଣିଗ୍ରାହୀ): କଳିଙ୍ଗାୟନ ତୌର୍ଯ୍ୟତ୍ରିକମ୍‌ ଅନୁଷ୍ଠାନ ପକ୍ଷରୁ ଉତ୍କଳ ରଙ୍ଗମଞ୍ଚଠାରେ ଚାଲିଥିବା ଭରତ ମୁନି ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସାରେ କୁଚିପୁଡ଼ି ଓ ଭାରତନାଟ୍ୟମ୍‌ ବିଦୂଷୀ ପଦ୍ମଭୂଷଣ ସ୍ବପ୍ନା ସୁନ୍ଦରୀଙ୍କୁ ଭରତ ମୁନି ସମ୍ମାନରେ ସମ୍ମାନିତ କରାଯାଇଥିଲା।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri