ରାଜ୍ୟ କ୍ୟାବିନେଟ୍ରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ: ସମସ୍ତ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି
ଭୁବନେଶ୍ୱର,୯ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ…
ବ୍ୟାଗ୍ ଭିତରୁ ମିଳିଲା ନବଜାତ ଶିଶୁର ମୃତଦେହ, ସିସିଟିଭି ଫୁଟେଜ୍ ଅଣ୍ଡାଳୁଛି ପୋଲିସ
ଭୁବନେଶ୍ୱର,୯।୩ (ସୂର୍ଯ୍ୟକାନ୍ତ ବେହେରା): ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପଛପଟ ପଡିଆରୁ ଶନିବାର ଏକ ନବଜାତ ଶିଶୁର ମୃତଦେହ ମିଳିଛି । ମୃତ ଶିଶୁ କାହାର ଓ କିଏ ଫିଙ୍ଗିଛି ତାହା ଏଯାବତ ଜଣାପଡିନାହିଁ। ଖବର ପାଇ ପୋଲିସ ମୃତଦେହ ଏକ ବ୍ୟାଗ…
ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ଆଜି ୧୫ଟି ଲେଖାଏ ବସ୍ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି…
ଦିଲ୍ଲୀ ଯାଇଥିବା ବିଜେଡି ନେତା ମୋତେ ଭେଟି ନାହାନ୍ତି କହିଲେ…
ଭୁବନେଶ୍ୱର,୯।୩: ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚାଜୋର ଧରିଥିବା ବେଳେ ଭାଜପା ଏନେଇ କୌଣସି ଆଲୋଚନା ହୋଇ ନ ଥିବା କହୁଛି। ଭାଜପା ସଭାପତି ମନମୋହନ ସାମଲଙ୍କ ପରେ ସମାନ କଥା କହିଛନ୍ତି ଭାଜପା ରାଜ୍ୟ ଭାଜପା ନିର୍ବାଚନ ପ୍ରଭାରୀ…
ମେଣ୍ଟକୁ ନେଇ ସାଙ୍ଘାତିକ୍ ତଥ୍ୟଦେଲେ ବିଧାୟକ
ଭୁବନେଶ୍ୱର,୯।୩: ରାଜ୍ୟରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟକୁ ନେଇ ଚର୍ଚ୍ଚାଜୋର ଧରିଥିବା ବେଳେ ବିଜେଡି ବିଧାୟକ ଡାକ୍ତର ନୃସିଂହ ସାହୁ ସାଙ୍ଘାତିକ୍ ବୟାନ ଦେଇଛନ୍ତି। ସେ ମେଣ୍ଟକୁ ନେଇ ଏପରି କିଛି କହିଛନ୍ତି ଯାହା ମେଣ୍ଟକୁ ନେଇ ଦଳଆଗ୍ରହୀ ଥିବା ସ୍ପଷ୍ଟ ହେଉଛି।…
କିଏ କେତେ ଆସନରେ ଲଢିବ, ହେଉନି ସହମତି, ୨ ଦିନ ମଧ୍ୟରେ ହେବ ସ୍ପଷ୍ଟ
ଭୁବନେଶ୍ୱର,୯।୩: ବିଜେଡି ଓ ଭାଜପା ମଧ୍ୟରେ ମେଣ୍ଟ ହେବ ନା ନାହିଁ? ସେନେଇ ସସ୍ପେନ୍ସ ଜାରି ରହିଛି। ଯଦି ମେଣ୍ଟ ହୁଏ ତେବେ କିଏ ଆସନ ପାଇବ। ଗତ ଦୁଇଦିନ ଧରି ଏହାକୁ ନେଇ ର୍ଚ୍ଚା ଜୋର ଧରିଛି। ଅନ୍ୟପଟେ, ରାଜ୍ୟ…
ଯୁବତୀଙ୍କୁ ନିଶା ଦେଇ ବଳାତ୍କାର, ବ୍ଲାକମେଲ୍
ଭୁବନେଶ୍ୱର,୯।୩(ସତ୍ୟଜିତ୍ ରାଉତ): ଯୁବତୀଙ୍କୁ ନିଶା ଦେଇ ବଳାତ୍କାର କଲେ। ପରେ ସେହି ସମୟର ଫଟୋ ଓ ଭିଡିଓ ଭାଇରାଲ କରିଦେବାର ଧମକ ଦେଇ ୩ ଲକ୍ଷ ଟଙ୍କା ନେଇଗଲେ। ପୀଡିତାଙ୍କ ଏସବୁ ଅଭିଯୋଗକୁ ଭୁବନେଶ୍ୱର ମହିଳା ଥାନା ପୋଲିସ ଗୁରୁତ୍ୱର ସହ…
୨୩ଲକ୍ଷ ଟଙ୍କା, ଅଡି କାର୍ ଜବତ କଲା ଇଡି
ଭୁବନେଶ୍ୱର,୯।୩(ସତ୍ୟଜିତ୍ ରାଉତ): ଅର୍ଥତତ୍ତ୍ୱ ଚିଟ୍ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ତଦନ୍ତ ଜାରି ରଖିଛି। ଇଡି ପକ୍ଷରୁ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ଚଢ଼ାଉରେ ବହୁ କୋଟିର ସମ୍ପତ୍ତି ଠାବ ହୋଇଛି। ଭୁବନେଶ୍ୱରରେ ଏକ ଦୈନିକ ଓଡିଆ ଖବରକାଗଜ…
ମୁଁ ନିଜ ସହ ପ୍ରତିଯୋଗିତା କରେ
ଏକ ଛୋଟ ଫାଷ୍ଟଫୁଡ୍ ଦୋକାନରୁ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଥିବା ଅନୁପ କୁମାର ବଗାଇ ବର୍ତ୍ତମାନ ଜଣେ ସଫଳ ଉଦ୍ୟୋଗୀ ଭାବେ ଘରେ ଘରେ ପରିଚିତ। ୩୦ ବର୍ଷର ବ୍ୟବସାୟିକ ଅଭିଜ୍ଞତା ସହ ବର୍ତ୍ତମାନ ସେ ଭୁବନେଶ୍ୱରର କ୍ୟାଟରିଂ ସଂସ୍ଥା ‘ଖଟାମିଠା’ର…
ମାତୃଭାଷାରେ ଉଦ୍ଭାବନକୁ ପ୍ରୋତ୍ସାହିତ କରିବାକୁ ପଡ଼ିବ
ଭୁବନେଶ୍ୱର,୯ା୩(ଶର୍ମିଷ୍ଠା ପାଣିଗ୍ରାହୀ): ଉଦ୍ଭାବନ ଏବଂ ପ୍ରଯୁକ୍ତିବିଦ୍ୟାକୁ ଅଧିକ ପ୍ରୋତ୍ସାହିତ କରିବା ଲକ୍ଷ୍ୟରେ ଶୁକ୍ରବାର କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ଉଜ୍ଜୟିନୀ ଆଇଆଇଟି ଇନ୍ଦୋରର ଇନୋଭେଶନ, ଟେକ୍ନୋଲୋଜି ଏବଂ ଉଦ୍ୟମିତା…
ଲୋକ ସଭା ନିର୍ବାଚନରେ ୩୩% ଆସନରେ ମହିଳା ପ୍ରାର୍ଥୀ ଦେବ ବିଜେଡି
ଭୁବନେଶ୍ୱର,୯ା୩(ଅନିଲ ଦାସ): ନାରୀ ହିଁ ସକଳ ଶକ୍ତିର ଆଧାର। ମା’ ମାନଙ୍କୁ ବାଦ୍ ଦେଇ କୌଣସି ରାଜ୍ୟ, କୌଣସି ରାଷ୍ଟ୍ର ବିକାଶ କରିପାରିବ ନାହିଁ। ଏହି କଥାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆରମ୍ଭରୁ ହୃଦ୍ବୋଧ କରିଛନ୍ତି। ସେଥିପାଇଁ ପରିଣାମ କଥା ଚିନ୍ତା…
ପ୍ରଶ୍ନବାଚୀରେ ବିଜୟଙ୍କ ଦକ୍ଷତା
ବିଜେଡିର ପ୍ରତିଷ୍ଠାତା ସଦସ୍ୟ ତଥା ଭାଜପାର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ଗୁରୁବାର ନବୀନ ନିବାସରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗଦେଇଛନ୍ତି। ନବୀନ ତାଙ୍କୁ କେନ୍ଦ୍ରାପଡ଼ା ଜିଲା କଥା ବୁଝିବାକୁ କହି…
Archives


