ଥଣ୍ଡା ପବନ, ବଢ଼ିବ ଶୀତ
ଭୁବନେଶ୍ୱର,୧୧।୧୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ସପ୍ତାହ ସାରା ପାଗ ଶୁଖିଲା ରହିବା ସହ ଆକାଶ ମେଘମୁକ୍ତ ରହିବ। ଉତ୍ତର-ପଶ୍ଚିମ ପଟୁ ଥଣ୍ଡା ପବନ ବହିବା ପ୍ରଭାବରେ ରାତି ତାପମାତ୍ରା ହ୍ରାସ ପାଇବ। ଫଳରେ ଶୀତ ବଢ଼ିବ। ବିଶେଷକରି ଉପକୂଳରେ ତାପମାତ୍ରା...
ମାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି
ଭୁବନେଶ୍ୱର, ୧୧।୧୨(ଅସମାପିକା ସାହୁ): ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ପ୍ରଶ୍ନପତ୍ର ନମୁନାରେ ଥିବା ବିଷୟ ଚଳିତ ବର୍ଷର...
ମ୍ୟାଟ୍ରିକ ନମୁନା ପ୍ରଶ୍ନପତ୍ରରେ ତ୍ରୁଟି
ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ)- ଆସନ୍ତା ବର୍ଷ ହେବାକୁ ଥିବା ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶିତ ପ୍ରଶ୍ନପତ୍ର ନମୁନାରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି। ଏହି ତ୍ରୁଟି ଦେଖି ଯେତିକି ଛାତ୍ରୀଛାତ୍ର ହରଡ଼...
ପାଣି କିଣିଲେ, ଶୌଚ ପାଇଁ ବନ୍ଧୁଘର ଧାଇଁଲେ
ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)ଖାଲଖମା ରାସ୍ତା, ବିଜୁଳି, ଦୁର୍ଗନ୍ଧ, ମଶା ଦାଉରେ କଲବଲ ହେବାପରେ ଏବେ ପିଇବା ପାଣି ପାଇଁ ହନ୍ତସନ୍ତ ହୋଇଛନ୍ତି ସ୍ମାର୍ଟସିଟିବାସୀ। ଗୋଟେପଟେ ସ୍ବେରେଜ କାମ ପାଇଁ ଓ୍ବାଟ୍କୋ ସହରର ବିଭିନ୍ନ ସ୍ଥାନରେ ଖୋଳାପୋତା କରି ଚାଲିଥିବାବେଳେ...
ଆବର୍ଜନା ଦୁର୍ଗନ୍ଧରେ ଅଣନିଃଶ୍ୱାସୀ ସ୍ମାର୍ଟସିଟିବାସୀ: କ୍ଷୁଣ୍ଣ ହେଉଛି ମାନବିକ ଅଧିକାର
ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ)ସମାଜରେ ସମ୍ମାନର ସହ ବଞ୍ଚିତ । ପ୍ରତ୍ୟେକ ବ୍ୟକ୍ତିଙ୍କ ଅଧିକାର। କେବଳ ମୌଳିକ ବା ସାମାଜିକ ଅଧିକାର ନୁହେଁ, ମନୁଷ୍ୟ ପାଇଁ ମାନବାଧିକାରର ମଧ୍ୟ ଗୁରୁତ୍ୱପୂର୍ଣ୍ଣ। ସ୍ବତନ୍ତ୍ରତା, ଶିକ୍ଷା, ସ୍ବାଧୀନ ଭାବେ ନିଜ ଅଭିବ୍ୟକ୍ତି ରଖିବା...
ରାଜ୍ୟରେ କମୁଛି ଶିଶୁ ଜନ୍ମ ହାର
ଭୁବନେଶ୍ୱର, ୧୦।୧୨ (ଅସମାପିକା ସାହୁ)ରାଜ୍ୟରେ ଶିଶୁଙ୍କ ସଂଖ୍ୟା କମିବାରେ ଲାଗିଛି। ଇଣ୍ଡିଆ ପ୍ରୋଜେକ୍ସନ ରିପୋର୍ଟ ଅନୁସାରେ, ୨୦୨୧ରେ ଓଡ଼ିଶାରେ ପ୍ରଜନନ ବର୍ଗ(୧୫-୪୯ ବର୍ଷ ବୟସ)ରେ ୧.୨ କୋଟି ମହିଳା ଥିବାବେଳେ ୪୦ ଲକ୍ଷ ଶିଶୁ(୫ବର୍ଷରୁ କମ୍) ରହିଛନ୍ତି। ପୂର୍ବ ହିସାବକୁ...
କଇଁଛ ପାଇଁ କ୍ଷେପଣାସ୍ତ୍ର ପରୀକ୍ଷା ବନ୍ଦ
ଭୁବନେଶ୍ୱର, ୧୦।୧୨(ଅସମାପିକା ସାହୁ): ଅଲିଭ ରିଡ୍ଲେ କଇଁଛଙ୍କ ସୁରକ୍ଷା ପାଇଁ ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ(ଆଇଟିଆର୍)ରୁ ୩ ମାସ ମିସାଇଲ ବା କ୍ଷେପଣାସ୍ତ୍ର ପରୀକ୍ଷଣ ବନ୍ଦ ରହିବ। ଲକ୍ଷାଧିକ ଅଲିଭ ରିଡ୍ଲେ କଇଁଛ ସେମାନଙ୍କ ବଂଶ ବୃଦ୍ଧି ପାଇଁ...
ଆମ ଓଡ଼ିଶା ନବୀନ ଓଡ଼ିଶା ପାଇଁ ୧୬ ସଂଯୋଜକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯ା୧୨(ଅସମାପିକା ସାହୁ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୧୬ ଜଣ ସଂଯୋଜକ ନିଯୁକ୍ତ କରିଛନ୍ତି। ଅନୁଗୋଳ ପାଇଁ କୈଳାସ ଚନ୍ଦ୍ର ସାହୁ, ବାଲେଶ୍ୱର ପାଇଁ ରଞ୍ଜନ ବାଗ୍, ଭଦ୍ରକ ପାଇଁ ଡ...
ଭାଜପା ପଇସା ଥୋଇ ରେଡ୍ କରାଇଛି: ସୁର ରାଉତରାୟ
ଭୁବନେଶ୍ୱର,୯।୧୨: ଆୟକର ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ ପରେ ମଦ ବ୍ୟବସାୟୀଙ୍କ ଭାଟି, କାର୍ଯ୍ୟାଳୟ ଏବଂ ବାସଭବନରୁ ଶତାଧିକ କୋଟି ଟଙ୍କା ଜବତ ହେବା ଘଟଣା ରାଜ୍ୟ ତଥା ଦେଶବ୍ୟାପୀ ଚର୍ଚ୍ଚାର ବିଷୟ ପାଲଟିଛି। ବିଶେଷକରି ପଶ୍ଚିମ ଓଡ଼ିଶାର ଅନଗ୍ରସର...
ବରଯାତ୍ରୀଙ୍କୁ ପେଟ୍ରୋଲ ବଣ୍ଟା ଯାଉଥିଲା ବେଳେ ଲାଗିଲା ନିଆଁ : ୫ ବର୍ଷର ଶିଶୁ ଜୀବନ୍ତ ଦଗ୍ଧ
ଭୁବନେଶ୍ୱର,୭।୧୨: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ନିଆଁ ଲାଗି ୫ ବର୍ଷର ଶିଶୁଙ୍କ ଜୀବନ୍ତ ଦଗ୍ଧ ହୋଇଛି। ଏଥିରେ ଆଉ ୨ ଜଣ ବରଯାତ୍ରୀ ଗୁରୁତର...
ରାଜ୍ୟର ବିଭିନ୍ନ ସ୍ଥାନରେ ଆୟକରଚଢ଼ାଉ: ମିଳିଲା ନଗଦ ୫୦ କୋଟି ଟଙ୍କା
ବୌଦ୍ଧ/ଭୁବନେଶ୍ୱର(ଅଜିତ କୁମାର ବାରିକ/ସତ୍ୟଜିତ୍ ରାଉତ), ୭।୧୨ଓଡ଼ିଶାରେ ସାଧାରଣ ନିର୍ବାଚନ ପୂର୍ବରୁ ଆକ୍ସ ମୋଡରେ ଆୟକର ବିଭାଗ। ରାଜ୍ୟର ବିଭିନ୍ନ ସ୍ଥାନରେ ଛାପା ମାରିଛି ଆୟକର ବିଭାଗ। ଖବର ଲେଖାହେବା ପର୍ଯ୍ୟନ୍ତ ୫୦କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି।...
ଦୂରଦୃଷ୍ଟି ଅଭାବରୁ ଦୁର୍ଦ୍ଦଶା
ଭୁବନେଶ୍ୱର,୭ା୧୨(ଅନିଲ ଦାସ)ରାଜ୍ୟର ମୁଖଶାଳା କୁହାଯାଉଥିବା ରାଜଧାନୀ ଭୁବନେଶ୍ୱର ମହାନଗରର ଅବ୍ୟବସ୍ଥିତ ବର୍ଜ୍ୟବସ୍ତୁ ପରିଚାଳନା ସହରବାସୀଙ୍କ ପାଇଁ ଅଭିଶାପ ପାଲଟିଗଲାଣି। ଗତ କିଛି ମାସ ହେବ ସୈନିକ ସ୍କୁଲ ନିକଟସ୍ଥ ଡମ୍ପିଂୟାର୍ଡ(ଟିଟିଏସ୍)ରୁ ବାହାରୁଥିବା ଦୁର୍ଗନ୍ଧ ସାରା ସହରକୁ ଅସ୍ତବ୍ୟସ୍ତ କରୁଛି। ପଚାଶଢ଼ା...
Archives


