ମେଟ୍ରୋ

ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍‌ ୧ରେ ଭୋଟ

ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍‌ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଏଥିସହିତ…

୪୮ ପ୍ରାର୍ଥୀଙ୍କ ନାମରେ ଜଘନ୍ୟ ଆପରାଧିକ ମାମଲା

ଭୁବନେଶ୍ୱର,୭ା୫(ଅନିଲଦାସ):ରାଜ୍ୟରେ ଆସନ୍ତା ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ମୋଟ ୨୪୩ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଆପରାଧିକ ମାମଲା ରହିଥିବା ବେଳେ ୪୮ଜଣଙ୍କ…

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଢେଙ୍କାନାଳ ଲୋକ ସଭା କ୍ଷେତ୍ରର ପର୍ଯ୍ୟବେକ୍ଷକ ଦାୟିତ୍ୱ ଦେଇଛନ୍ତି। ନିମାପଡା ଟିକେଟ୍‌ କଟିବା…

୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ଅପରାଧିକ ମାମଲା, ସବୁଠାରୁ ଏହି ପ୍ରାର୍ଥୀଙ୍କ ନାଁରେ ରହିଛି ଅଧିକ

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏହି ରିପୋର୍ଟ…

ସବୁଠାରୁ ଗରିବ ପ୍ରାର୍ଥୀ, ପାଖରେ ଅଛି ଏତିକି ଟଙ୍କା, ଏଡିଆର ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର ଓ…

ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର

ଭୁବନେଶ୍ୱର,୬।୫: କାଳବୈଶାଖୀ ପବନ ଯୋଗୁ ଭୁବନେଶ୍ୱରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହେଲିକପ୍ଟର। ଯାହା ପରେ ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟରକୁ ଝାରସୁଗୁଡ଼ା ନିଆଯାଇଛି। ସେଠାରେ ସୁରକ୍ଷିତ ଭାବେ ହେଲିକପ୍ଟର ଅବତରଣ କରିଛି। ପାଗ ବଦଳିବା ପରେ ହେଲିକପ୍ଟର ଝାରସୁଗୁଡ଼ାରୁ ବାହାରିବ ବୋଲି…

ଆଦୌ ପାଠ ପଢିନାହାନ୍ତି ୪ ପ୍ରାର୍ଥୀ, ରିପୋର୍ଟରେ ଖୁଲାସା

ଭୁବନେଶ୍ୱର,୬।୫: ଓଡ଼ିଶାରେ ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଲୋକ ସଭା ଓ ବିଧାନସଭା ନିର୍ବାଚନରେ ମୋଟ ୨୪୩ ପ୍ରାର୍ଥୀଙ୍କ ମଧ୍ୟରୁ ୬୫ ଜଣଙ୍କ ନାଁରେ ରହିଛି ଅପରାଧ ମାମଲା। ୪୮ ଜଣଙ୍କ ନାଁରେ ରହିଛି ଜଘନ୍ୟ ଅପରାଧ। ଏଡିଆର ଓ…

୪ ଦିନ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା! ଆଜି ପାଇଁ ୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୫: ଆଜିଠୁ ରାଜ୍ୟବାସୀଙ୍କୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିପାରେ। ଏ ନେଇ ପୂବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଗାମୀ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି।…

ଓଡ଼ିଶାବାସୀଙ୍କୁ ଭୁଆଁ ବୁଲାଇବାକୁ ଭାଜପାର ଇସ୍ତାହାର ପ୍ରତିଶ୍ରୁତି: ପାଣ୍ଡିଆନ

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ରାଜ୍ୟ ଭାଜପା ପ୍ରକାଶ କରିଥିବା ଇସ୍ତାହାରକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଟାର୍ଗେଟ କରିଛନ୍ତି। ଭାଜପା ଇସ୍ତାହାରରେ ଧାନର ସହାୟକ ମୂଲ୍ୟ ୩୦୦୦ଟଙ୍କାକୁ ବୃଦ୍ଧି ଓ ଭତ୍ତାକୁ ୩୦୦୦ ଟଙ୍କାକୁ ବୃଦ୍ଧି ନିମନ୍ତେ ପ୍ର୍ରତିଶ୍ରୁତିକୁ କଟାକ୍ଷ କରି…

ଜଳଖିଆରେ ଛେନାପୋଡ଼ ଖାଇଲେ ମୋଦି, ପ୍ରସ୍ତୁତ ହେଲା ସ୍ପେଶାଲ ଖାଇବା

ଭୁବନେଶ୍ୱର,୬।୫: ସାଧାରଣ ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ରବିବାର ଆସି ଓଡ଼ିଶାରେ ପହଁଞ୍ଚିଛନ୍ତି। ରାତି ପ୍ରାୟ ୧୦ଟା ୪୫ ମିନିଟ୍‌ ସମୟରେ ଆସି ସେ ରାଜଭବନରେ ପହଞ୍ଚି ସେଠାରେ ରାତ୍ରିଯାପନ କରିଥିଲେ। ସୋମବାର ସକାଳୁ ସକାଳୁ ପ୍ରଧାନମନ୍ତ୍ରୀ ଜଳଖିଆରେ ଓଡ଼ିଶା ପ୍ରସିଦ୍ଧ…

ରାଜଭବନରୁ ବାହାରିଲେ ମୋଦି: ବ୍ରହ୍ମପୁରରେ ବିଶାଳ ଜନସଭାକୁ କରିବେ ସମ୍ବୋଧିତ

ଭୁବନେଶ୍ୱର,୬।୫: ନିର୍ବାଚନ ପ୍ରଚାର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଅଛନ୍ତି। ସେ ରାଜଭବନରୁ ସୋମବାର ସକାଳେ ବ୍ରହ୍ମପୁର ଅଭିମୁଖେ ବାହାରିଛନ୍ତି। ବ୍ରହ୍ମପୁରରେ ମୋଦି ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ରାଜଭବନରୁ ବିମାନବନ୍ଦରରୁ ଅଭିମୁଖେ ଯିବାବେଳେ ତାଙ୍କୁ ଦେଖିବା ପାଇଁ…

୪୫ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର, ୬।୫(ଅସମାପିକା ସାହୁ):ରାଜ୍ୟରେ ଗତ ଏପ୍ରିଲ ୧୫ରୁ ୨୧ଦିନ ଧରି ଲଗାତର ଭାବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ରବିବାର ବଲାଙ୍ଗୀର, ନୟାଗଡ଼, ନୂଆପଡ଼ା, ଗଞ୍ଜାମ, ମୟୂରଭଞ୍ଜ, କେନ୍ଦୁଝର ଏବଂ ବୌଦ୍ଧ ଜିଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?