ମେଟ୍ରୋ

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ ୱାର୍ନିଂ, ୨୪, ୨୫ ପାଇଁ କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ରେଡ୍‌ ୱାର୍ନିଂ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା ନେଇ ଦିନ ଧାର୍ଯ୍ୟ ହୋଇଥିଲା। ବର୍ତ୍ତମାନ ଏହି ପରୀକ୍ଷା ଅକ୍ଟୋବର ୩ ତାରିଖରେ…

୩୮୦ କୋଟିର ଗଡ଼ବଡ଼ ଅଭିଯୋଗ ଆଣିଲା CJP , ତଦନ୍ତ ଦାବି: ଓଡ଼ିଶା ସରକାର ଛାନିଆ!

ଭୁବନେଶ୍ୱର,୨୨।୯: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ତ୍ରୁଟି ଓ ଛପା-ବଣ୍ଟନକୁ ନେଇ ବିବାଦ ମଧ୍ୟରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି କକରୋଚ ଜନତା ପାର୍ଟି (CJP)। ଦଳର ସହ-ସଂଯୋଜକ ତଥା ପ୍ରବକ୍ତା ସୌରଭ ଦାସ ଭୁବନେଶ୍ୱରରେ ପହଞ୍ଚି ପାଠ୍ୟପୁସ୍ତକ ପ୍ରସଙ୍ଗରେ ଚାଲିଥିବା ଆନ୍ଦୋଳନକୁ…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି ପୂର୍ବ-ଦକ୍ଷିଣ-ପୂର୍ବ ଓ ବିଶାଖାପାଟନମରୁ ୪୭୦ କି.ମି ପୂର୍ବ ଦିଗରେ ଅତିକ୍ରମ ସମ୍ଭାବନା ରହିଛି।…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଭାବେ ରହିଛି। ଏଥିସହ ଜଡ଼ିତ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ ନେଇଛି। ଫଳରେ ବାତ୍ୟା ଆଶଙ୍କ ଥିବା ଚର୍ଚ୍ଚା ହେଉଛି। ଏହାକୁ ନେଇ ମତ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା ଜିଲାଗୁଡ଼ିକ ସବୁଠାରୁ ବେଶୀ ପ୍ରଭାବିତ ହେବ। ୨୨ ତାରିଖ ସନ୍ଧ୍ୟାରୁ ୫୫ରୁ ୬୫…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ ନିର୍ମାଣକାରୀଙ୍କୁ ନୋଟିସ ପ୍ରଦାନ କରାଯାଇଥିବାବେଳେ ଏବେ ସ୍ବାସ୍ଥ୍ୟ ବିଭାଗ ଷ୍ଟେଟ ହେଲ୍‌ଥ ଆସ୍ୟୁରାନ୍ସ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ ମସଗୁଲ ଥିଲେ ଶ୍ରଦ୍ଧାଳୁ। ହେଲେ ଏହି ଆନନ୍ଦର ମାହୋଲ କ୍ଷଣକ ମଧ୍ୟରେ ରଣକ୍ଷେତ୍ରରେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଆଜି ଅବପାତ ରୂପ ନେବ ଲଘୁଚାପ, ପାଣିପାଗ ବିଭାଗ କହିଲା ବୁଧବାର ସକାଳ ସୁଦ୍ଧା…

ଭୁବନେଶ୍ୱର,୨୧ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ରବିବାର ସକାଳେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରକୁ ଛୁଇଁଛି। ଏହା ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?