ପଞ୍ଚମ ଶ୍ରେଣୀ ବହିରେ ଗୁରୁତର ତ୍ରୁଟି: ଅଭିଯୋଗ ଉଠାଇଲେ ଶିକ୍ଷାବିତ୍
ଭୁବନେଶ୍ୱର,୧୨ା୫(ସୁଚିସ୍ମିତା ସାହୁ):ଜାତୀୟ ଶିକ୍ଷାନୀତି (ଏନ୍ଇପି) ୨୦୨୦ ଆଧାରରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟ ପୁସ୍ତକ ବଦଳିଛି। ହେଲେ ଏଯାଏ ପାଠ୍ୟ ପୁସ୍ତକ ସବୁ ପିଲାଙ୍କ ପାଖରେ ପହଞ୍ଚତ୍ପାରି ନ ଥିବାବେଳେ ପଞ୍ଚମ ଶ୍ରେଣୀର ‘ବିଚିତ୍ର ଆମ ବିଶ୍ୱ’ ବହିରେ ତ୍ରୁଟି ସାମ୍ନାକୁ…
ପିସିଆର କର୍ମଚାରୀ ଶିଖିବେ ଆଚାର ସଂହିତା
ଭୁବନେଶ୍ୱର,୧୨ା୫(ତ୍ରିନାଥ ମହାନ୍ତି): ଆଇନଶୃଙ୍ଖଳା ଓ ଅପରାଧ ରୋକିବାରେ ପ୍ରମୁଖ ଭୂମିକା ନେଇଥାନ୍ତି ଥାନା ପିସିଆର୍ କର୍ମଚାରୀ। ଥାନା କିମ୍ବା କଣ୍ଟ୍ରୋଲ ରୁମ୍କୁ ଖବର ଯିବା ମାତ୍ରେ ସେମାନେ ପ୍ରଥମେ ଘଟଣାସ୍ଥଳରେ ପହଞ୍ଚତ୍ଥାନ୍ତି। ହେଲେ ଅଧିକାଂଶ ସମୟରେ ସେମାନେ ସ୍ଥିତି ନିୟନ୍ତ୍ରଣ କରିବାରେ…
ଆଜି ଏସବୁ ଜିଲାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା, ସତର୍କ ସୂଚନା ଜାରି
ଭୁବନେଶ୍ୱର,୧୧ା୫: ଦକ୍ଷିଣ ଆଣ୍ଡାମାନ ସାଗର ଓ ପାଶର୍ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ମଙ୍ଗଳବାର ସୁଦ୍ଧା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନାନୁସାରେ, ଲଘୁଚାପ ଘନୀଭୂତ ହୋଇ ବାତ୍ୟାରେ…
ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍ପେଣ୍ଡ୍
ଭୁବନେଶ୍ବର,୧୦ା୫: ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୪ ପୋଲିସକୁ ସସପେଣ୍ଡ କରାଯାଇଛି । ବାଲିଅନ୍ତା IIC ଅନୀଲ ପରିଡ଼ାଙ୍କୁ…
ଜିଆର୍ପି କନ୍ଷ୍ଟେବଲ ହତ୍ୟା ଘଟଣା: ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର…
ଭୁବନେଶ୍ୱର/ବାଲିଅନ୍ତା,୧୦।୫(ତ୍ରିନାଥ ମହାନ୍ତି/ନୀଳମାଧବ ସାହୁ): ଯୁବତୀଙ୍କୁ ଅସଦାଚରଣ ଅଭିଯୋଗରେ ବାଲିଅନ୍ତା ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ବ୍ରିଜ୍ ନିକଟରେ ଜିଆର୍ପି କନ୍ଷ୍ଟେବଲ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ଲୋକେ ପିଟିପିଟି ମାରିଦେବା ଘଟଣା ଦିନକୁ ଦିନ ଭିନ୍ନ ମୋଡ଼ ନେଉଛି। ପୋଲିସ ସମ୍ମୁଖରେ ସାଧାରଣ ଲୋକେ ଆଇନକୁ…
ବାଲିଅନ୍ତା ହତ୍ୟା ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ୱର, ୧୦।୫(ସୁନିତ୍ ମିଶ୍ର): ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ…
ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…
ଭୁବନେଶ୍ୱର, ୯।୫(ସୁନିତ୍ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…
ସୌମ୍ୟଙ୍କ ହତ୍ୟା ମାମଲା: ବଡ଼ କଥା କହିଲେ ଆଇନ ମନ୍ତ୍ରୀ, ଜଣଜଣଙ୍କୁ…
ଭୁୁବନେଶ୍ୱର,୯।୫: GRP କନଷ୍ଟେବଲ ସୌମ୍ୟଙ୍କ ହତ୍ୟା ମାମଲାରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଦୋଷୀଙ୍କୁ କଠୋର ଦଣ୍ଡ ଦିଆଯିବ କହିଲେ ଆଇନ ମନ୍ତ୍ରୀ କହିଛନ୍ତି। ଅପରାଧୀଙ୍କ ପ୍ରତି ଆଭିମୁଖ୍ୟ ଆହୁରି କଡ଼ା ରହିବ। ରାଜ୍ୟରେ ଦଣ୍ଡବିଧାନ ହାର ବଢ଼ିଛି,…
ହୃଦୟ ବିଦାରକ କଥା କହିଲେ ବାପା ଗୋରୁ ମଇଁଷି ଭଳି ବାଡେଇଲେ, ଦୁଇ ଝିଅଙ୍କୁ…
ବାଲିଅନ୍ତା,୯।୫: ହୃଦୟ ବିଦାରକ କଥା କହିଲେ GRP କନଷ୍ଟେବଲ ସୌମ୍ୟଙ୍କ ବାପା। ମୋ ପୁଅକୁ ୪୦ରୁ ୫୦ ଜଣ ପିଟି ମାରିଦେଲେ, ଏତେ କମ ଗିରଫ କାହିଁକି ହୋଇଚନ୍ତି। ଗୋରୁ ମଇଁଷି ଭଳି ପୁଅକୁ ଡାଲା ଅଟୋରେ ପକାଇ ନେଲେ। ବଞ୍ଚାଅ…
ଆସୁଛି ଲଘୁଚାପ; ଏହି ଜିଲାରେ ହୋଇପାରେ ପ୍ରବଳ ବର୍ଷା, ଓଡ଼ିଶାରେ…
ଭୁବନେଶ୍ବର,୯ା୫: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତ୍ତନଠାରୁ ଦେଢ଼ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ୧୧ ତାରିଖ ବେଳକୁ ଲଘୁଚାପର ରୂପ ନେଇପାରେ। ଏହା…
ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ୍, ହାଇକୋର୍ଟଙ୍କ ଅସନ୍ତୋଷ ପରେ…
ଭୁବନେଶ୍ୱର,୯ା୫: ରାଜଧାନୀ ଭୁବନେଶ୍ୱର ପୁରୁଣା ଏୟାରପୋର୍ଟ ରୋଡ୍ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍କୁ ନେଇ ଏବେ ବଡ଼ ପ୍ରଶାସନିକ ଏବଂ ଆଇନଗତ ବିବାଦ ସୃଷ୍ଟି ହୋଇଛି। ସରକାରୀ ରାସ୍ତା ଉପରେ…
ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଜାଣନ୍ତୁ କେଉଁ ଜିଲାରୁ କିଏ ପାଇଲେ ଦାୟିତ୍ୱ
ଭୁବନେଶ୍ୱର,୯।୫: ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି। ୨୬ଟି ଜିଲା ପାଇଁ ନାଁ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା…

