ମେଟ୍ରୋ

ଆଜି ଓଡ଼ିଶା ଆସୁଛନ୍ତି ମୋଦି: ୧୯,୬୦୦ କୋଟି ଦେବେ ଭେଟି

ଭୁବନେଶ୍ୱର,୫।୩(ସୁନିତ୍‌ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍‌ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ…

୪୦୬୬ କୋଟି ଟଙ୍କାର ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ:୨୫ ହଜାରଙ୍କୁ ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ୧୨ଟି ଜିଲାରେ ହେବାକୁ ଥିବା ୪୦୬୬.୭୧ କୋଟି ଟଙ୍କାର ୨୨ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏଥିରେ ୨୫, ୫୨୫ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳି ପାରିବ। ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ…

ଓଡ଼ିଶାର ସମ୍ପୂର୍ଣ୍ଣ ଟିକାକରଣ ହାର ସର୍ବାଧିକ

ଭୁବନେଶ୍ୱର,୫ା୩(ଅସମାପିକା ସାହୁ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ଭୁବନେଶ୍ୱର ନୀଳାଦ୍ରି ବିହାରଠାରେ ରାଜ୍ୟ ଟିକା ଭଣ୍ଡାର ଉଦ୍‌ଘାଟିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହାକୁ ଉଦ୍‌ଘାଟନ କରି ଜାତୀୟ ପରିବାର ସ୍ବାସ୍ଥ୍ୟ ସର୍ଭେ ରିପୋର୍ଟ-୫ ଅନୁଯାୟୀ ଓଡ଼ିଶାର…

ନିଯୁକ୍ତ ହେବେ ୧୦ ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର, ୫।୩(ଅସମାପିକା ସାହୁ):ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ୧୦ ହଜାର କନିଷ୍ଠ ଶିକ୍ଷକ(ସ୍କିମାଟିକ୍‌)ଙ୍କୁ ନିଯୁକ୍ତି ଦେବାକୁ ସ୍ଥିର କରାଯାଇଛି। ଏହି ପ୍ରକ୍ରିୟାକୁ ସ୍ବଚ୍ଛ…

ଅଭୟାରଣ୍ୟକୁ ପ୍ଲାଷ୍ଟିକ୍‌ ମନା

ଭୁବନେଶ୍ୱର,୪ା୩: ଅଭୟାରଣ୍ୟ, ଜାତୀୟ ଉଦ୍ୟାନ, ବ୍ୟାଘ୍ର ସଂରକ୍ଷଣ ଅଞ୍ଚଳକୁ ପ୍ଲାଷ୍ଟିକ ଉପରେ ରୋକୋ ଲଗାଇଛନ୍ତି ସରକାର। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ ଉପରେ ସୋମବାର ଏହି କଟକଣା ଜାରି ହୋଇଛି। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍‌ଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି କଟକଣା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷା ଲାଗି ୧୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର,୪।୩: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଓଡ଼ିଶା ଆସିବେ। ଏ ନେଇ ରାଜଧାନୀ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। କଟକ-ଭୁବନେଶ୍ୱର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ପୋଲିସ କମିଶନରଙ୍କ କହିବା ଅନୁସାରେ…

ଊର୍ଦ୍ଦୁ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୩(ଅସମାପିକା ସାହୁ): ରାଜ୍ୟର ଉଚ୍ଚ ପ୍ରାଥମିକ, ମଧ୍ୟ ଇଂରାଜୀ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଉର୍ଦ୍ଦୁ ଶିକ୍ଷକ ଏବଂ ସରକାରୀ ପୂର୍ଣ୍ଣ ଅନୁଦାନ ଓ ନୂତନ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ଉର୍ଦ୍ଦୁ ସମ୍ବଳ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭,୪୦୦ ଟଙ୍କାରୁ…

ଶୁଭୋଜିତଙ୍କୁ  ଦିଆଗଲା ଗାର୍ଡ ଅଫ ଅନର

ଭୁବନେଶ୍ୱର,୪।୩: କମ ବୟସରେ ୮ ଜଣଙ୍କୁ ଅଙ୍ଗଦାନ କରି ଅମର ହୋଇ ଯାଇଥିବା ଭୁବନେଶ୍ୱରର ୮ ବର୍ଷୀୟ ବାଳକ ଶୁଭୋଜିତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ସତ୍ୟନଗର ଶ୍ମଶାନରେ ପୋଲିସ  କମିଶନର ସଞ୍ଜୀବ ପଣ୍ଡା ଓ ଡିସିପି…

ପଦ୍ମ ଧରିଲେ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ: ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ, ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

 ଭୁବନେଶ୍ବର,୪।୩: ବିଜେଡି ଛାଡ଼ିଥିବା ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ, ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ ଓ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଓରଫ ରାଜୁ ଦାସ ସୋମବାର ଭାଜପାରେ ଯୋଗଦେଇଛନ୍ତି। ସେମାନେ ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ସୋମବାର…

ସରିଲା ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା: ହଲ୍‌ରୁ ଖୁସି ହୋଇ ବାହାରିଲେ ଛାତ୍ରୀଛାତ୍ର

କଟକ,୪।୩: ଚଳିତ ବର୍ଷ ମାଟ୍ରିକ୍‌ ପରୀକ୍ଷା ସୋମବାର ଶେଷ ହୋଇଛି। ଫେବୃଆରୀ ୨୦ ତାରିଖରୁ ଏହା ଆରମ୍ଭ ହୋଇଥିଲା। ଶେଷ ଦିନରେ ଛାତ୍ରୀଛାତ୍ର ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ନିର୍ଦ୍ଧାରିତ ସମୟରେ ପରୀକ୍ଷା ସାରିବା ପରେ ପରୀକ୍ଷାର୍ଥୀମାନେ…

ତାତିରେ ଲାଗିବ ବ୍ରେକ୍‌: ପଶ୍ଚିମା ଝଡ ପ୍ରଭାବରେ ୨ଦିନ ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୩: ତାତିରେ ଲାଗିବ ବ୍ରେକ୍‌। ପଶ୍ଚିମା ଝଡ ପ୍ରଭାବରେ ଆସନ୍ତାକାଲି ଯାଏ ଉତ୍ତର ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼,…

୩୫୧ ବିରଳ କଇଁଛ ଉଦ୍ଧାର କଲା ଡିଆର୍‌ଆଇ

ଭୁବନେଶ୍ୱର,୪।୩(ସତ୍ୟଜିତ୍‌ ରାଉତ):ଓଡ଼ିଶା ଦେଇ କଇଁଛ ଚୋରା ଚାଲାଣ ଚାଲିଛି। ଖବର ପାଇବା ପରେ ଅର୍ଥ ମନ୍ତ୍ରଣାଳୟ ଅଧୀନ ରାଜସ୍ବ ଗୋଇନ୍ଦା ନିର୍ଦ୍ଦେଶାଳୟ (ଡିଆର୍‌ଆଇ)ର ଏକ ଟିମ୍‌ କଟକ ମଙ୍ଗୁଳି ଟୋଲ୍‌ ପ୍ଲାଜା ନିକଟରେ ଶନିବାର ଚଢ଼ାଉ କରି ଏକ ଟାଟା ଟିଆଗୋ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri