ମେଟ୍ରୋ

ଗିରଫ ଆଇଆଇସି ସୁଶାନ୍ତଙ୍କର ବିଜେଡି ଲିଙ୍କ୍‌ ରହିଛି: ଭାଜପା

ଭୁବନେଶ୍ୱର, ୩୦।୧୧(ସୁନିତ୍‌ ମିଶ୍ର): ୩୭ ଲକ୍ଷ ଟଙ୍କାର ନଗଦ କଳା ଟଙ୍କା ଜବତ ଘଟଣାରେ ଗିରଫ ହୋଇଥିବା ବୈପାରିଗୁଡ଼ା ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କ ବିଜେଡି ଲିଙ୍କ୍‌ ରହିଛି। ଜବତ ହୋଇଥିବା ଏତେ ପରିମାଣର ଟଙ୍କା ସହ ଗଞ୍ଜେଇ ଚୋରାଚାଲାଣ...

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର, ୩୦।୧୧(ଅସମାପିକା ସାହୁ): ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ...

କଏନ୍‌ ନେବାକୁ ମନା କରିପାରିବେନି ବ୍ୟାଙ୍କ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ୫୦ ପଇସାଠାରୁ ଆରମ୍ଭ କରି ୨୦ ଟଙ୍କିଆ କଏନ ଯାଏ କୌଣସି ମୁଦ୍ରା ଅଚଳ ହୋଇନାହିଁ। କୌଣସି ବ୍ୟାଙ୍କ କଏନ୍‌ ନେବାକୁ ମନା କରିପାରିବେ ନାହିଁ। ତେବେ ସାଧାରଣ ଲୋକେ କଏନ୍‌ କାରବାରକୁ ନେଇ ଯେଉଁ ସମସ୍ୟାର...

ଓଡ଼ିଶାକୁ ବାତ୍ୟା ଭୟ: ୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୩୦।୧୧(ଅନିଲ ଦାସ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବୁଧବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଆହୁରି ଘନୀଭୂତ ହୋଇ ଗୁରୁବାର ଗଭୀର ଅବପାତ (ଡିପ୍‌ ଡିପ୍ରେସନ)ରେ ପରିଣତ ହେବ।...

ରସୁଲଗଡ଼ରେ ଦୁର୍ଘଟଣା: ଜଣେ ମୃତ

ଭୁବନେଶ୍ବର,୨୯।୧୧: ଭୁବନେଶ୍ୱରର ରସୁଲଗଡ଼ ଛକ ନିକଟରେ ବୁଧବାର ଦୁର୍ଘଟଣା ଘଟିଛି। ଟ୍ରକ୍‌ ଚଢ଼ିଯିବାରୁ ଜଣେ ସ୍କୁଟି ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ରସୁଲଗଡ଼ରୁ ବାଣୀବିହାର ଆଡ଼କୁ ଯାଉଥିବା ବେଳେ ସ୍କୁଟିକୁ ଧକ୍କା ଟ୍ରକ ଦେଇଥିଲା ।...

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ...

ସୁଦୃଶ୍ୟ ହେଲା ଲଘୁଚାପ : ୧ରୁ ସମୁଦ୍ର ଅଶାନ୍ତ

ଭୁବନେଶ୍ୱର,୨୯।୯: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ତେବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା।ବୁଧବାର ତାହା ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି।...

ଡିଲେଶ୍ୱର ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର’

ଭୁବନେଶ୍ୱର,୨୯।୧୧(ଶର୍ମିଷ୍ଠା ପାଣିଗ୍ରାହୀ) : ଯୁବ ଗାଳ୍ପିକ ଡିଲେଶ୍ବର ରଣା ପାଇବେ ‘କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର-୨୦୨୩’। କଳାହାଣ୍ଡି ମାଟିର ପୁଅ ଡିଲେଶ୍ବର ତାଙ୍କ ଲିଖିତ ପୁସ୍ତକ ‘ସେଁର୍‌ରା’ ପାଇଁ ଏହି ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଏନେଇ...

ସଡ଼କ ଦୁର୍ଘଟଣାରେ ଲାଗୁନି ବ୍ରେକ୍‌

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ସଡ଼କ ଦୁର୍ଘଟଣାରେ ଚାଲିଯାଉଛି ବହୁମୂଲ୍ୟ ଜୀବନ। ଉଜୁଡ଼ିଯାଉଛି ଘରସଂସାର। ଅନାଥ ହୋଇଯାଉଛନ୍ତି ପରିବାର। ରାଜ୍ୟରେ ସଡ଼କ ଦୁର୍ଘଟଣା ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବେପରୁଆ ଗାଡ଼ିଚାଳନା, ଟ୍ରାଫିକ୍‌ ନିୟମ ଉଲ୍ଲଂଘନ, ମଦ୍ୟପାନ କରି ଗାଡ଼ି...

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଶ୍ରୀ ଭିଲେ ପାର୍ଲେ କେଲାଭଣୀ ମଣ୍ଡଳ ଟ୍ରଷ୍ଟ(ଏସ୍‌ଭିକେଏମ୍‌)...

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର ଧୀରେନ ନାଏକ ଏବଂ ଯୋଗୀବନ୍ଧର ବିଶ୍ୱେଶ୍ୱର ନାଏକ, ବାଲେଶ୍ୱରର କୁଲଡିହା ଅଞ୍ଚଳର ରାଜୁ...

ବୈପାରୀଗୁଡା ଆଇଆଇସି ଗିରଫ

ଭୁବନେଶ୍ୱର,୨୮।୧୧: ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥୀ ଗିରଫ। ବିପୁଳ ଟଙ୍କା ଧରାପଡିବା ନେଇ ଗିରଫ କରିଛି ଭିଜିଲାନ୍ସ। ସୁଶାନ୍ତଙ୍କର ମୋଟ ୩୭ଲକ୍ଷ ଟଙ୍କା ପାଇଲା ଭିଜିଲାନ୍ସ। ଗତକାଲି ୨ଲକ୍ଷ ୭୦ହଜାର ଟଙ୍କା ସହ ଧରା ପଡିଥିଲେ। ବସରେ ବୈପାରୀଗୁଡା ଆସୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri