ମେଟ୍ରୋ

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ ୧୯୯୫ରେ ୨ ଥର ବିଧାୟକ ହୋଇଥିଲେ ଅକ୍ଷୟ। ଏବେ ୨୦୨୪ ନିର୍ବାଚନରେ ମଧ୍ୟ ସେ…

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ ଦାସଙ୍କୁ ଦଳ ଟିକେଟ୍‌ ଦେଇଥିବାବେଳେ ବରୀରେ ଦେବାଶିଷ ନାୟକଙ୍କୁ ଟିକେଟ୍‌ ମିଳିଛି। ସେହିପରି ଆଠମଲ୍ଲିକରେ…

ଆଗାମୀ ୨୫ବର୍ଷର ଯାତ୍ରା ସ୍ଥିର କରିବୁ, ଏମିତି କାହିଁକି କହିଲେ ଜୟଶଙ୍କର

କଟକ,୫।୫: କଟକରେ ପହଞ୍ଚିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସେଠାରେ ସେ ବୁଦ୍ଧିଜୀବୀଙ୍କ ସମ୍ମିଳନୀରେ ଉଦବୋଧନ ଦେଇଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ପାଇଁ ଆମକୁ ବିଶ୍ବବନ୍ଧୁ ହେବା ନିହାତି ଜରୁରୀ। ୧୦ ବର୍ଷରେ ଭାରତର ଭିତ୍ତିଭୂମି ଦୃଢ଼ ହୋଇଛି। ଏହି…

ମାଡି ଆସୁଛି ଝଡ଼ ବର୍ଷା, ଆଲର୍ଟ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୫।୫: ୨ ଦିନ ପ୍ରବଳ ଝଡ଼ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ। ଉତ୍ତର ଓଡ଼ିଶା ଉପକୂଳରେ ଝଡ଼ ବର୍ଷା ନେଇ ସତର୍କତା ଜାରି କରିଛି IMD। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରିବା ସହ ୬ ଓ ୮ ତାରିଖ…

ବିଜେଡି ଛାଡିବେ ସମୀର ଦାଶ! ଟ୍ବିଟ କରି ଧନ୍ୟବାଦ ଦେଲେ…

ଭୁବନେଶ୍ୱର,୫।୫: ବିଜେଡି ଛାଡିବେ କି ନିମାପଡା ବିଧାୟକ ସମୀର ଦାଶ! ଏନେଇ କଳ୍ପନାଜଳ୍ପନାର ଅନ୍ତ ଘଟୁ ନ ଥିବାବେଳେ ତାଙ୍କ ଟ୍ବିଟ ରାଜ୍ୟ ରାଜନୀତିକୁ ସରଗରମ କରିଛି। ଟିକେଟ୍‌ ନ ମିଳିବାରୁ ଅସନ୍ତୁଷ୍ଟ ସମୀରଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ ତା’…

ଏକତରଫା ପ୍ରେମର ଭୟଙ୍କର ପରିଣତି, ସ୍ତ୍ରୀଙ୍କୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲେ ସ୍ୱାମୀ

ଭୁବନେଶ୍ୱର,୫।୫: ରାଜଧାନୀ ଭୁବନେଶ୍ୱରରେ ଅଭାବନୀୟ ଘଟଣା। ପ୍ରେମରେ ବିଫଳ ହେବାରୁ, ଗାଡ଼ି ଚଢାଇ ହତ୍ୟା ଯୋଜନା କଲା ଅଭିଯୁକ୍ତ। ସ୍ତ୍ରୀକୁ ଗାଡ଼ି ଚଢାଇ ହତ୍ୟା ଉଦ୍ୟମ କଲା ସ୍ୱାମୀ । ପତ୍ନୀର ବଡ଼ ଭଉଣୀକୁ ଏକ ତରଫା ପ୍ରେମ କରି ବିଫଳ…

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି। ପ୍ରଚାର ସମୟରେ ପାଣ୍ଡିଆନ ତାଙ୍କର ବ୍ରହ୍ମପୁର ଲିଙ୍କ ବିଷୟରେ ଖୁଲାସା କରିଛନ୍ତି। ସେ କହିଛନ୍ତି,…

‘ସର୍ଭେ ନାମରେ ହିତାଧିକାରୀ ଆଧାରିତ ଯୋଜନା ବନ୍ଦ କର’

ଭୁବନେଶ୍ୱର,୫ା୫(ଅନିଲ ଦାସ): ଚଳିତ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪କୁ ମୁକ୍ତ, ଅବାଧ, ନିରପେକ୍ଷ ଓ ସ୍ବଚ୍ଛ କରିବା ପାଇଁ ଭାରତ ନିର୍ବାଚନ କମିଶନ ଆଦର୍ଶ ଆଚରଣ ବିଧିର ଅନୁପାଳନ ଉପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ସମ୍ପର୍କରେ ଶନିବାର ମୁଖ୍ୟ ନିର୍ବାଚନ…

ପ୍ରାର୍ଥୀଙ୍କ ଡିଜିଟାଲ ପ୍ରଚାର ସମ୍ପର୍କରେ ତଥ୍ୟ ରଖିବାକୁ ଜିଲାପାଳଙ୍କୁ ଚିଠି

କଟକ,୫ା୫(ଶିଳ୍ପା ପ୍ରିୟଦର୍ଶିନୀ)ନିର୍ବାଚନ ସମ୍ପର୍କୀତ ଡିଜିଟାଲ ପ୍ରଚାର ଖବର ଗତ ୩୦ତାରିଖରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ସେହିଦିନ ଓଏସ୍‌ଡିର ଯୁଗ୍ମ ସମ୍ପାଦକ ରାମଚନ୍ଦ୍ର କିସ୍କୁ ୩୦ ଜିଲାର ଜିଲାପାଳଙ୍କୁ ଚିଠି ନଂ. ୭୪୮୦ ଦ୍ୱାରା ନିର୍ବାଚନ ସମୟରେ ପ୍ରାର୍ଥୀ ଡିଜିଟାଲ ପ୍ରଚାର ମାଧ୍ୟମରେ…

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ ଦଳୀୟ…

୨୦ ପରେ ସିବିଏସ୍‌ଇ ପରୀକ୍ଷାଫଳ

ଭୁବନେଶ୍ୱର, ୫।୫(ଅସମାପିକା ସାହୁ)କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଆସନ୍ତା ୨୦ ତାରିଖ ପରେ ପ୍ରକାଶ ପାଇବ। ଏ ନେଇ ବୋର୍ଡ ପକ୍ଷରୁ ଶନିବାର ନିଜ ଅଫିସିଆଲ ଓ୍ବେବ୍‌ସାଇଟ୍‌ cbseresults.nic.in ଏବଂ results.cbse.gov.inରେ…

ରାଜଧାନୀରୁ ନକଲି ଏନ୍‌ସିଇଆର୍‌ଟି ବହି ଜବତ

ଭୁବନେଶ୍ୱର,୫ା୫(ସୂର୍ଯ୍ୟକାନ୍ତ ବେହେରା)ରାଜଧାନୀ ଭୁବନେଶ୍ୱରରେ ନକଲି ଏନ୍‌ସିଇଆର୍‌ଟି ବହି ବିକ୍ରି କରୁଥିବା ବୁକ୍‌ ଷ୍ଟୋର ଠାବ ହୋଇଛି। ଏନ୍‌ସିଇଆର୍‌ଟିର ୨ଜଣିଆ ଟିମ୍‌ ଭୁବନେଶ୍ୱର ପୋଲିସ ସହାୟତାରେ ସହରର ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୩୦୦ରୁ ଅଧିକ ନକଲି ବହି, ଗୋଟିଏ ଅଟୋରିକ୍ସା ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?