ମେଟ୍ରୋ

ଓଡିଶାର ସବୁଠାରୁ ଗରିବ ଏମପି ପ୍ରାର୍ଥୀ , ପାଖରେ ମାତ୍ର ଏତିକି ଟଙ୍କା

ଭୁବନେଶ୍ୱର,୪।୫: କୁହାଯାଏ ପାଖରେ ଟଙ୍କା ନ ଥିଲେ ରାଜନୀତି କରି ହୁଏନି। ପ୍ରଚାର ଠାରୁ ଆରମ୍ଭ କରି ପୋଷ୍ଟର ଛାପିବା ଯାଏଁ ବିଡା ବିଡା ଟଙ୍କା ଲାଗିଥାଏ। ଆଗରୁ ଦେଖାଯାଇଛି କି, ଏହି ପ୍ରଚାର ସମୟରେ ଭୋଟରଙ୍କୁ ଆକର୍ଷିତ କରିବା ପାଇଁ…

ବିଜୟ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ୱର ଫେରିଲେ

ଭୁବନେଶ୍ୱର,୪।୫: କଂଗ୍ରେସର ବରିଷ୍ଠ ନେତା ତଥା ପାରଳାଖେମୁଣ୍ଡି ବିଧାନସଭା ପ୍ରାର୍ଥୀ ବିଜୟ ପଟ୍ଟନାୟକ ଅସୁସ୍ଥ। ପ୍ରଚଣ୍ଡ ଖରାରେ ପ୍ରଚାର କରିବା ଯୋଗୁ ତାଙ୍କୁ ଅଂଶୁଘାତ ହୋଇଯାଇଥିଲା। ଏଥିସହ ତାଙ୍କର ୟୁରିନ ଇନ୍‌ଫେକ୍ସନ ହୋଇଛି। ତେଣୁ ପ୍ରଚାର କାର୍ଯ୍ୟ ଛାଡ଼ି ଚିକିତ୍ସିତ ହେବାକୁ…

ସ୍କୁଲ ମାଟି ମାଡି ନ ଥିବା ଓଡିଶାର ବିଧାୟକ ପ୍ରାର୍ଥୀ, ଜାଣନ୍ତୁ ରୋଚକ ତଥ୍ୟ

ଭୁବନେଶ୍ୱର,୪।୫: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ସରିଛି। ୪ ଲୋକ ସଭା ଆସନ ବ୍ରହ୍ମପୁର, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁରର ନାମାଙ୍କନ ଦାଖଲ କରିଥିବା ୩୭ ଜଣ ପ୍ରାର୍ଥୀଙ୍କ ସତ୍ୟପାଠ ଆଧାରରେ ସେମାନଙ୍କ ଚିଠା ଖୋଲିଛି ଏଡିଆର…

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି। ଏହି କ୍ରମରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ସେ ମନ୍ତବ୍ୟ ଦେଇ କହିଛନ୍ତି, ରାଜ୍ୟରେ ପ୍ରାକୃତିକ…

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦ ତାରିଖରେ ସେ ଓଡ଼ିଶା ଆସିବେ। ତେବେ ୧୦ ତାରିଖରେ ମୋଦି ଭୁବନେଶ୍ୱରରେ ରୋଡ ଶୋ’…

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ ଦାଖଲ କରିଥିବା ସତ୍ୟପାଠ ଅନୁସାରେ ସେ କୋଟି କୋଟି ଟଙ୍କାର ମାଲିକାଣୀ ବୋଲି ଜଣାପଡିଛି।…

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା, ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ, ଠକେଇ,…

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା ଜାଣି ସେ ଟିକେଟ୍‌ ଫରାଇଛନ୍ତି। ପୁରୀରେ ପ୍ରାର୍ଥୀ ବଦଳାଇଥାନ୍ତୁ, ସେ ଆଗରୁ ଜାଣିପାରି ଫେରାଇଛନ୍ତି।…

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭ ଜଣଙ୍କ ନାଁରେ ଅପରାଧିକ ମାମଲା ରହିଛି। ୬ ଜଣଙ୍କ ନାଁରେ ହତ୍ୟା, ହତ୍ୟା ଉଦ୍ୟମ,…

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ଟିକେଟ୍ ଆଶାରେ ଦୁଇମାସ ତଳେ ଭାଜପାରେ ଯୋଗ ଦେଇଥିବା ବରିର ପୂର୍ବତନ ବିଧାୟକ ଆଜି ପୁଣି କଂଗ୍ରେସରେ ଯୋଗ ଦେଇଛନ୍ତି। ଭୋଟ୍ ଦୁଆର ମୁହଁରେ ପହଞ୍ଚିଥିବା ବେଳେ କେଉଁ ଦୁଆରେ ଦେବାଶିଷ ଛିଡା ହୋଇ ନିଜ ରାଜନୈତିକ ସ୍ବାର୍ଥ ହାସଲ…

୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କାଳବୈଶାଖୀ ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏ ତାପମାତ୍ରା ହ୍ରାସ ଘଟିପାରେ।

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ଏହି ସବୁ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୪।୫: ରବିବାର ରାତିରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କାଲି ରାତି ସାଢ଼େ ୯ଟାରେ ଭୁବନେଶ୍ବରରେ ପହଞ୍ଚିବେ। ଏଥିସହ ଭୁବନେଶ୍ବରରେ ମଧ୍ୟ ରାତ୍ରୀଯାପନ କରିବେ ବୋଲି ଜଣାପଡିଛି। ସୋମବାର ବ୍ରହ୍ମପୁର ଏବଂ ନବରଙ୍ଗପୁରରେ ଏକ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧନ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?