ମେଟ୍ରୋ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ୱର,୨୬ା୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରବିବାର ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସୋମବାର ରାଷ୍ଟ୍ରପତି ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବାକୁ ଥିବାବେଳେ ଭର୍ଚୁଆଲି ସେ ଏକ ମଲ୍ଟି-ମଡେଲ୍‌ ଲଜିଷ୍ଟିକ୍ସ...

ରାଷ୍ଟ୍ର ନିର୍ମାଣରେ ଏଲ୍‌ଆଇସିର ଅନନ୍ୟ ଯୋଗଦାନ

ଭୁବନେଶ୍ୱର,୨୬।୧୧: ଭୁବନେଶ୍ୱର ଡିଭିଜନ ଜୀବନବୀମା କର୍ମଚାରୀ ସଂଘ (ବିଡିଏଲ୍‌ଆଇଇଏ)ର ୧୬ ତମ ବାର୍ଷିକ ଉତ୍ସବ ଓ ୨ ଦିନିଆ ଜୀବନବୀମା କର୍ମଚାରୀ ସଂଘ ସମ୍ମିଳନୀ ଶନିବାର ଉଦ୍‌ଘାଟିତ ହୋଇଯାଇଛି। ଏପରିକି ରୂପନାରାୟଣ ସାହୁଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ଭାରତୀୟ...

ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉସତ୍ବ

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟର ଭୁବନେଶ୍ୱର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଜିୟୁର ୨୦୨୧-୨୩ ବ୍ୟାଚ୍‌ର ସ୍ନାତକୋତ୍ତର ଏବଂ ୨୦୨୦-୨୩ ବ୍ୟାଚ୍‌ର ସ୍ନାତକ ଛାତ୍ରୀଛାତ୍ରମାନଙ୍କ...

ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୧୧: ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର କଟକସ୍ଥିତ ମଧୁପାଟଣା ଶିଳ୍ପାଞ୍ଚଳ (ରୁଚି କମ୍ପାନୀ ପାଖ)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ଫୁଡ୍‌ଲାଇନ୍‌ର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ।...

‘୩୩,୦୦୦ କୋଟିରେ ପହଞ୍ଚତ୍ଛି ଗ୍ରାମୀଣ ବ୍ୟବସାୟ’

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ଉତ୍ପାଦ ସଙ୍ଗଠନ (ଏଫ୍‌ପିଓ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ...

ରାୟଗଡ଼ାରେ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୮୨ ପଞ୍ଚାୟତକୁ ଯୋଡ଼ିବ ୫୨ ବସ୍‌

ଭୁବନେଶ୍ୱର,୨୫ା୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାୟଗଡ଼ା ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଜିଲାରେ ୧୮୨ଟି ପଞ୍ଚାୟତକୁ ୫୨ଟି ବସ୍‌ ଚାଲିବ। ଏଥିପାଇଁ ୩୦୦ଟି ବସ୍‌ ଷ୍ଟପେଜ ମଧ୍ୟ କରାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ...

ବଡ଼ ଓଷାରେ ମନ୍ଦିରରୁ ଫେରୁଥିଲେ ମହୁମାଛି କଲା ଆକ୍ରମଣ

ଭୁବନେଶ୍ବର,୨୫।୧୧: ବଡ଼ ଓଷାରେ ଢେଙ୍କାନାଳରେ ଏକ ଅଭାବନୀୟ ଘଟଣା ଘଟିଛି। ରାମେଶ୍ୱର ମନ୍ଦିରରୁ ପୂଜା କରି ଫେରିଲା ବେଳେ ମହୁମାଛି ଆକ୍ରମଣରେ ଗୋଟି ପରିବାରର ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ ହେଲେ ଜଗନ୍ନାଥପୁର...

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ

ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।...

୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଉତ୍ତରକାଶୀ ଟନେଲରେ ଫସି ରହିଥିବା  ଓଡ଼ିଆ ଶ୍ରମିକଙ୍କ ପରିବାର ସଦସ୍ୟ

ଭୁବନେଶ୍ବର,୨୫।୧୧: ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ ଶନିବାର ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶ୍ରମିକଙ୍କ ପରିବାର ସଦସ୍ୟମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ...

୨୯ରେ ଅବପାତ: ନଭେମ୍ବର ଶେଷ ହେଲା, ବଢୁନି ଶୀତ

ଭୁବନେଶ୍ୱର,୨୫ା୧୧(ଅନିଲ ଦାସ): ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୬ ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଧୀରେ...

ଧର୍ମ, ରାଜନୀତି ଊର୍ଦ୍ଧ୍ୱରେ ପ୍ରକୃତି: ପାୟେଙ୍ଗ

ଭୁବନେଶ୍ୱର, ୨୫।୧୧(ବନ୍ଦନା ସେଠୀ/ଶର୍ମିଷ୍ଠା ପାଣିଗ୍ରାହୀ) : ଧର୍ମ, ରାଜନୀତି ଓ ଅର୍ଥନୀତି ସବୁଠୁୁ ଉପରେ ପ୍ରକୃତି। ତେଣୁ ପ୍ରକୃତିର ରକ୍ଷା କରିବା ସମସ୍ତଙ୍କର ଦାୟିତ୍ୱ। ଧରିତ୍ରୀ ମାତାର ସୁରକ୍ଷା ହେଲେ ସମସ୍ତେ ସୁରକ୍ଷିତ ରହିପାରିବେ ବୋଲି ଭାରତର ଅରଣ୍ୟ ମାନବ...

୨୬ ଦିନ ପୂର୍ବରୁ ଶେଷ ହେଲା ବିଧାନସଭା, ଶାସକ ଦଳ ଏକତରଫା ଭାବେ ବନ୍ଦ କରିଦେଇଥିବା କହିଲେ ବିରୋଧୀ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାର ୨୬ ଦିନ ପୂର୍ବରୁ ଶେଷ ହୋଇଛି। ନଭେମ୍ବର ୨୧ରୁ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ଡିସେମ୍ବର ୩୦ ଯାଏ ଚାଲିଥାନ୍ତା। ହେଲେ ମାତ୍ର ୪ ଦିନ ପରେ ଅନିର୍ଦ୍ଦିଷ୍ଟ କାଳ ଲାଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri