ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି: ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୧।୩: ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି। ବରକୁ ବିବାହ ବେଦିରୁ ଉଠାଇନେଲା ପୋଲିସ। ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରରେ। ଭୁବନେଶ୍ୱର କମିଶନ୍ରେଟ ପୋଲିସ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗରେ ବରକୁ ଉଠାଇ ନେଇଛି। ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସେ…
ବାବାସାହେବ ଭୀମରାଓ ଆମ୍ବେଡକର ବସ୍ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ବସ୍ ଷ୍ଟାଣ୍ଡରେ ଏୟାରପୋର୍ଟ ଭଳି ସୁବିଧା ସୁଯୋଗ ରହିଛି।…
୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ଯେଉଁଥିରେ ୯୭୭ ଅଧ୍ୟାପକ, ୮୭ ପଞ୍ଚାୟତ ଉନ୍ନୟନ ଅଧିକାରୀ ଏବଂ ୫୭ ସମବାୟ…
କଂଗ୍ରେସ ଛାଡ଼ିଲେ ପିସିସି ଉପସଭାପତି ରଜତ ଚୌଧୁରୀ
ଭୁବନେଶ୍ୱର,୧ା୩: ପ୍ରଦେଶ କଂଗ୍ରେସ ଉପସଭାପତି ରଜତ ଚୌଧୁରୀ ଶୁକ୍ରବାର କଂଗ୍ରେସ ଛାଡ଼ିଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ବି ସେ ଇସ୍ତଫା ଦେଇଛନ୍ତି। ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ସେ ତାଙ୍କର ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ରଜତ ପୂର୍ବରୁ ରାଜ୍ୟ କଂଗ୍ରେସର…
ଲ’ ଅଫିସରଙ୍କ ଫି’ ବଢ଼ାଇଲେ ସରକାର
ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଅଦାଲତରେ ମୋକଦ୍ଦମା ପରିଚାଳନା କରୁଥିବା ନନ୍ କ୍ୟାଡର ଲ’ ଅଫିସରମାନଙ୍କର ଦୈନିକ ଓ ରିଟେନର ଫି’ରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଏହା ଦ୍ୱାରା ବିଭିନ୍ନ ଅଦାଲତରେ କାର୍ଯ୍ୟରତ ୧୨୧୫ ଜଣ ଲ’…
ଗଣଶିକ୍ଷକଙ୍କୁ ଖୁସି ଖବର ଦେଲେ ନବୀନ: ବଢିଲା ଦରମା
ଭୁବନେଶ୍ୱର,୧।୩: ରାଜ୍ୟ ସରକାର ଗଣଶିକ୍ଷକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଓଟିଇଟି ପାସ୍ କରି ନ ଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ଶୁକ୍ରବାର ବୃଦ୍ଧି କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଏହା ଘୋଷଣା କରାଯାଇଛି। ଫଳରେ ଗଣଶିକ୍ଷକଙ୍କ ଦରମା ୭ରୁ ବୃଦ୍ଧି ପାଇଁ…
ମତ୍ସ୍ୟଜୀବୀ ପରିବାରଙ୍କୁ ୨୨ କୋଟିର ଜୀବିକା ସହାୟତା
ଭୁବନେଶ୍ୱର,୧।୩(ଅସମାପିକା ସାହୁ):ଅଲିଭ୍ ରିଡ୍ଲେ କଇଁଛର ସୁରକ୍ଷା ନିମନ୍ତେ ମାଛଧରା କଟକଣା ଯୋଗୁ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀଙ୍କୁ ରାଜ୍ୟ ଯୋଜନାରେ ଜୀବିକା ସହାୟତା ପ୍ରଦାନ କରାଯାଇଛି। ଗୁରୁବାର କୃଷି ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ…
ବାଘୁଣୀ ସାରା ଅସୁସ୍ଥ
ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି। ଏହି…
ସଡ଼କ ଦୁର୍ଘଟଣା: ବର୍ଷକରେ ୫୬୦୦ ମୃତ୍ୟୁ
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର):ଓଡ଼ିଶାରେ ୨୦୨୩ରେ ସଡ଼କ ଦୁର୍ଘଟଣାରେ ପ୍ରାୟ ୫୬୦୦ ଜଣଙ୍କ ମୃତ୍ୟୁ ଘଟିଛି, ଯାହାଙ୍କ ମଧ୍ୟରୁ ୭୦% ହେଉଛନ୍ତି ଯୁବବର୍ଗ । ତେଣୁ ବିଭିନ୍ନ ପଞ୍ଚାୟତିରାଜ ପ୍ରତିଷ୍ଠାନର ସଦସ୍ୟ ଯଥା ସରପଞ୍ଚ ଆଦିଙ୍କୁ ସଂଶ୍ଲିଷ୍ଟ କରି ଗ୍ରାମ୍ୟସ୍ତରରେ ସଚେତନତା କାର୍ଯ୍ୟକ୍ରମ କରିବାକୁ…
ବିଜେଡି ଲୋକଙ୍କ ଟଙ୍କା ଲୋକଙ୍କୁ ବାଣ୍ଟି ନିର୍ବାଚନୀ ଲଲିପପ୍ ଧରାଉଛି: କଂଗ୍ରେସ
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର):ରାଜ୍ୟରେ ଲୋକଙ୍କ ଆୟ ବଢୁ ନ ଥିବାବେଳେ ଖର୍ଚ୍ଚ ୩ ଗୁଣା ହେଲାଣି। ବିଭିନ୍ନ ବିଭାଗରେ ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟ ସରକାର ସେଗୁଡ଼ିକ ପୂରଣ ନ କରି ଶିକ୍ଷିତ ଯୁବତୀଯୁବକଙ୍କୁ ନିର୍ବାଚନ ସମୟରେ ନୂଆ…
ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇଥିବା ପ୍ରଶାନ୍ତଙ୍କୁ କୋଳେଇ ନେଲା ଭାଜପା: ବିଜେଡି
ଭୁବନେଶ୍ୱର,୧ା୩(ଅନିଲ ଦାସ):ପ୍ରଶାନ୍ତ ଜଗଦ୍ଦେବ ଯିଏକି ଭାଜପା କର୍ମୀଙ୍କ ଉପରେ ଗାଡ଼ି ଚଢ଼ାଇ ମାରିବାକୁ ଉଦ୍ୟମ କରିବା ସହ ୨ଟି ଆପରାଧିକ ମାମଲାରେ ଜେଲ ଯାଇଥିଲେ, ଯାହାଙ୍କ ବିରୋଧରେ ଓଡ଼ିଶା ଭାଜପାର ନେତା ଓ କର୍ମୀ ଗଳାଫଟାଇ ଚିତ୍କାର କରୁଥିଲେ, ଆଜି କିଭଳି…
ମାତୃଭାଷାରେ ଶିକ୍ଷାରୁ ପିଲାଙ୍କ ବିକାଶ: ରାଷ୍ଟ୍ରପତି
ଭୁବନେଶ୍ୱର,୧ା୩(ଅସମାପିକା ସାହୁ):ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ତମ ସମାବର୍ତ୍ତନ ଉତ୍ସବ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଅଭିଭାଷଣ ପ୍ରଦାନ କରିଥିଲେ। ସେ କହିଥିଲେ, ମା’ଠାରୁ ବଳି ବଡ଼ ଆଉ କେହି ସଂସାରରେ ନାହିଁ। ମାତୃଭୂମି ମଧ୍ୟ…
Archives


