ମେଟ୍ରୋ

ଅଭିନେତ୍ରୀ ମୌସୁମୀ ନାୟକ ଗିରଫ

ଭୁବନେଶ୍ୱର,୧୪।୧୧(ସତ୍ୟଜିତ୍‌ ରାଉତ): ଧମକ ଦେଇ ଟଙ୍କା ଆଦାୟ କରିବା ଅଭିଯୋଗରେ ଅଭିନେତ୍ରୀ ମୌସୁମୀ ନାୟକଙ୍କୁ ଭୁବନେଶ୍ୱର ଇନ୍‌ଫୋସିଟି ଥାନା ପୋଲିସ ସୋମବାର ଗିରଫ କରିଛି। ଚନ୍ଦକା ଥାନା ଅନ୍ତର୍ଗତ ଦାରୁଠେଙ୍ଗ ଅଞ୍ଚଳରେ ଅଭିଯୁକ୍ତା ମୌସୁମୀଙ୍କ ଘର। ଲେଖିକା ବନସ୍ମିତା ପତିଙ୍କ...

ଅସମ୍ଭାଳ ବାୟୁ ପ୍ରଦୂଷଣ

ଦିଲ୍ଲୀର ଭୟାବହ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମ୍‌କୋର୍ଟ ନିକଟରେ ସବୁ ରାଜ୍ୟରେ ରାସାୟନିକ ବାଣଫୁଟା ଉପରେ ରୋକ ଲଗାଇଥିଲେ। ବିଶେଷକରି ପ୍ରଦୂଷଣ ସୃଷ୍ଟିକାରୀ ବାଣ ଯେଭଳି ଫୁଟା ନ ଯିବ ସେଥିଲାଗି ରାଜ୍ୟ ସରକାରମାନେ ପଦକ୍ଷେପ ନେବେ ବୋଲି...

ସଂଖ୍ୟାଲଘୁଙ୍କ ପାଇଁ ୧୫୦ ସାଂସ୍କୃତିକ-ଗୋଷ୍ଠୀ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ: ୪୫ କୋଟି ମଞ୍ଜୁର

ଭୁବନେଶ୍ୱର,୧୩ା୧୧(ଅନିଲଦାସ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୨ଟି ଜିଲାରେ ସଂଖ୍ୟା ଲଘୁ ସମ୍ପ୍ରଦାୟଙ୍କ ଲାଗି ୧୫୦ଟି ବହୁମୁଖୀ ସାଂସ୍କୃତିକ-ଗୋଷ୍ଠୀ କେନ୍ଦ୍ରକୁ ଅନୁମୋଦନ କରିଛନ୍ତି। ଏଥିପାଇଁ ୪୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହି ଗୋଷ୍ଠୀ କେନ୍ଦ୍ର ଖ୍ରୀଷ୍ଟିୟାନ, ମୁସଲମାନ, ବୌଦ୍ଧ...

୨୪ ଘଣ୍ଟାରେ ଲଘୁଚାପ

ଭୁବନେଶ୍ୱର,୧୩ା୧୧(ଅନିଲଦାସ): ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ୧୫ ତାରିଖରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗକୁ...

ଟନେଲ ଭୁଶୁଡ଼ିବା ଘଟଣା: ଫସିଛନ୍ତି ୫ ଓଡ଼ିଆ

ଭୁବନେଶ୍ୱର,୧୩ା୧୧: ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଏଥିରେ ୫ ଜଣ ଓଡ଼ିଆ ଶ୍ରମିକ ଫସି ରହିଥିବା ଜଣାପଡ଼ିଛି। ଏହି ଶ୍ରମିକମାନଙ୍କ ପରିଚୟ ମିଳିଛି। ସେମାନେ ହେଲେ ନବରଙ୍ଗପୁରର ଭଗବାନ ଭତ୍ରା, ମୟୂରଭଞ୍ଜର ବିଶ୍ୱେଶ୍ୱର ନାୟକ ଏବଂ...

କାଲି ଲଘୁଚାପ, ୧୫ରୁ ବର୍ଷିବ

ଭୁବନେଶ୍ୱର,୧୩ା୧୧: ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ବେଳେ ୧୫ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ‘ଏକ୍ସ’ ଯୋଗେ ସୂଚନା...

କାର୍‌ ଚକାରେ ଚାପି ହୋଇ ଚାଲିଗଲା ଜୀବନ

ପୁରୁଣା ଭୁବନେଶ୍ୱର,୧୨ା୧୧(ସୁବାସ ଚନ୍ଦ୍ର ପଧାନ ): ଦିପାବଳୀରେ ସବୁଠି ଉତ୍ସବ ମୁଖର ଥିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିର ଉତ୍ତର ଦ୍ୱାର ନିକଟରେ ରବିବାର ରାତିରେ ଏକ ଅଘଟଣ ଘଟିଛି। ଜୈନିକ ବ୍ୟକ୍ତିଙ୍କ କାର୍‌ ଚକା ଚଳେ ଚାପି ହୋଇ ଜଣେ...

ବିଜେଡିରୁ ବିଦା ହୋଇଥିବା ନେତାଙ୍କୁ ଆପଣେଇବାକୁ ଭାଜପା ଆଗଭର: ବିଜେଡି

ଭୁବନେଶ୍ୱର,୧୨।୧୧(ଅନିଲ ଦାସ): ଯେଉଁ ନେତାଙ୍କୁ ବିଜେଡି ଦଳରୁ ବିଦାକରି ଦେଇଛି ତାଙ୍କୁ କୋଳେଇ ନେବା ପାଇଁ ଏବେ ଭାଜପା ଆଗଭର। ଏଥିରୁ ଗୋଟିଏ କଥା ପ୍ରମାଣିତ ହେଉଛି ଯେ ଭାଜପାରେ ନୀତି ଆଦର୍ଶ ବୋଲି କିଛି ନାହିଁ କି ସେମାନେ...

ଜୟ ଆଲୁକ୍କାସ୍‌ଙ୍କ ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ ଉନ୍ମୋଚିତ

ଭୁବନେଶ୍ୱର,୧୨।୧୧: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଜୟ ଆଲୁକ୍କାସ୍‌ର ଅଧ୍ୟକ୍ଷ ତଥା ଏମ୍‌ଡି ଜୟ ଆଲକ୍କାସଙ୍କର ଆତ୍ମଜୀବନୀ ‘ବ୍ୟାପ୍ତ ଆନନ୍ଦ’ (ସ୍ପ୍ରେଡିଂ ଜୟ) ନିକଟରେ ଉନ୍ମୋଚିତ ହୋଇଯାଇଛି। ବିଶେଷକରି ଜୟ ଆଲୁକ୍କାସ୍‌ କିପରି ବିଶ୍ୱର ଜଣେ ଜଣାଶୁଣା ଗହଣା ବ୍ୟବସାୟୀ...

ରେକର୍ଡ ପରିମାଣର ଧନ୍‌ତେରସ୍‌ କାରବାର: ୨୦୦ କୋଟିରୁ ଅଧିକ

ଭୁବନେଶ୍ୱର,୧୨।୧୧ (ଅଭୟ ଦାଶ): ଚଳିତ ବର୍ଷର ଧନ୍‌ତେରସ୍‌ କାରବାର ରେକର୍ଡ ପରିମାଣରରେ ହୋଇଛି। ଏପରିକି ଗତ ୩ ଦିନ ହେବ ଧନ୍‌ତେରସ୍‌ କାରବାର ପୂର୍ବବର୍ଷ ଅପେକ୍ଷା ଭଲ ରହିଥିଲାବେଳେ କାରବାର ୨୦୦ କୋଟିରୁ ଅଧିକ ହୋଇଛି ବୋଲି ଓଡ଼ିଶାର ଅଗ୍ରଣୀ...

ରିଲାଏନ୍ସ ଡିଜିଟାଲର ‘ଫେଷ୍ଟିଭାଲ ଅଫ୍‌ ଇଲେକ୍‌ଟ୍ରୋନିକ୍ସ’

ଭୁବନେଶ୍ୱର,୧୨।୧୧: ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫ୍‌ ଇଲେକ୍‌ଟ୍ରୋନିକ୍ସ’ ସେଲ୍‌ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ ଦୀପାବଳିରେ ପ୍ରେମ, ଆଲୋକ ଓ ଖୁସି ବାଣ୍ଟନ୍ତୁ ଏବଂ ଆପଣଙ୍କ ପ୍ରିୟଜନ ଓ ନିଜ ପାଇଁ ଉତ୍କୃଷ୍ଟ ଉପହାର...

ଭ୍ରମାତ୍ମକ ଅଫର ପ୍ରତି ଗ୍ରାହକ ସାବଧାନ ରୁହନ୍ତୁ: ସଞ୍ଜୟ

ଭୁବନେଶ୍ୱର,୧୨।୧୧(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସାରା ଦେଶ ଧନ୍‌ତେରସ୍‌ ଓ ଆଲୋକର ପର୍ବ ଦୀପାବଳି ପାଳନ ଉପଲକ୍ଷେ ଅଳଙ୍କାର ଓ ମୂଲ୍ୟବାନ୍‌ ସାମଗ୍ରୀ କ୍ରୟ କରିବେ। ଏପରିକି ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ ଅଳଙ୍କାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri