ମେଟ୍ରୋ

ମହିଳା ମୋର୍ଚ୍ଚା ଜିଲା ସଭାନେତ୍ରୀଙ୍କ ନାଁ ଘୋଷଣା କଲା ଭାଜପା: ଜାଣନ୍ତୁ କେଉଁ ଜିଲାରୁ କିଏ ପାଇଲେ ଦାୟିତ୍ୱ

ଭୁବନେଶ୍ୱର,୯।୫: ଭାଜପା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା ଐଶ୍ୱର୍ଯ୍ୟା ବିଶ୍ୱାଳ ରାଜ୍ୟର ବିଭିନ୍ନ ସାଙ୍ଗଠନିକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀଙ୍କ ନାମ ଶୁକ୍ରବାର ଘୋଷଣା କରିଛନ୍ତି। ୨୬ଟି ଜିଲା ପାଇଁ ନାଁ ଘୋଷଣା କରାଯାଇଛି। ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲା…

ପଶ୍ଚିମବଙ୍ଗ ମାଟିରେ ଥାଇ ଏମିତି କଥା କହିଦେଲେ ମୋହନ ମାଝୀ: ଚାରିଆଡ଼େ ଚର୍ଚ୍ଚା

ଭୁବନେଶ୍ୱର,୯ା୫(ସୁନିତ୍‌ ମିଶ୍ର):କୋଲକାତାଠାରେ ଶୁକ୍ରବାର ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏହି ବୈଠକରେ ଯୋଗଦେଇଥିଲେ। ବୈଠକରେ ଶୁଭେନ୍ଦୁ ଅଧିକାରୀଙ୍କୁ ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରାଯାଇଛି। ଏହି…

୨୨ବର୍ଷ ପରେ ମିଳିଲା ଜାମିନ: ଓଡ଼ିଶା ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟଙ୍କ ନାପସନ୍ଦ

ଭୁବନେଶ୍ୱର,୯ା୫:ଏକ ହତ୍ୟା ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କୁ ୨୨ବର୍ଷ ପରେ ସୁପ୍ରିମ୍‌କୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଓଡ଼ିଶା ହାଇକୋର୍ଟ ଅଭିଯୁକ୍ତଙ୍କ ଦ୍ୱାରା ଆଗତ କ୍ରିମିନାଲ ଅପିଲ୍‌କୁ ବିଳମ୍ବ ଦର୍ଶାଇ ଖାରଜ କରିବା ଘଟଣାରେ ସର୍ବୋଚ୍ଚ…

ବାଲିଅନ୍ତା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ଆଉ ଏକ ହତ୍ୟା: ସାଙ୍ଗଙ୍କୁ ଲୁହା ରଡ୍‌ରେ ପିଟି ମାରିଦେଲେ…

ଭୁବନେଶ୍ୱର/ ବାଲିପାଟଣା, ୯।୫(ତ୍ରିନାଥ ମହାନ୍ତି/ ଅଭିମନ୍ୟୁ ନାୟକ): ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ହତ୍ୟାକାଣ୍ଡକୁ ୨୪ଘଣ୍ଟା ନ ପୂରୁଣୁ ବାଲିପାଟଣା ଥାନା ବେଙ୍ଗବତୀ ଗ୍ରାମ ନିକଟ ଅଠାନ୍ତର ଛକରେ ଶୁକ୍ରବାର ଅପରାହ୍ନରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ।…

ପିଏମ୍‌ଏଓ୍ବାଇ-ୟୁ ୨.୦ ଗୃହ ନିର୍ମାଣରେ ଓଡ଼ିଶା ଦେଶରେ ଅଗ୍ରଣୀ

ଭୁବନେଶ୍ୱର, ୯ା୫(ବନ୍ଦନା ସେଠୀ): ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସହରାଞ୍ଚଳ (ପିଏମ୍‌ଏଓ୍ବାଇ-ୟୁ ୨.୦)’ ଅଧୀନରେ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି। ୨୦୨୪ ସେପ୍ଟେମ୍ବରରେ ପିଏମ୍‌ଏଓ୍ବାଇ-ୟୁ ୨.୦ର ଶୁଭାରମ୍ଭ ପରଠାରୁ ସହରାଞ୍ଚଳର ହିତାଧିକାରୀଙ୍କୁ ସୁଲଭ…

ପ୍ରଧାନମନ୍ତ୍ରୀଙ୍କ ଅଙ୍ଗ, ବଙ୍ଗ, କଳିଙ୍ଗ ମିଶନ ପୂରା: ଓଡ଼ିଶାବାସୀଙ୍କ ପାଇଁ ଦ୍ବିତୀୟ ଘର କୋଲକାତା କହିଲେ…

ଭୁବନେଶ୍ୱର,୮।୫: ବଙ୍ଗ ବିଜୟ ଅବିସ୍ମରଣୀୟ ଯାତ୍ରା କହିଲେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି,୨୦୧୧ରେ ୩ ଆସନରୁ ୨୦୨୬ରେ ୨୦୦ ପାର୍‌ ଏକ ଅବିସ୍ମରଣୀୟ ଯାତ୍ରା। ଓଡ଼ିଶା-ପଶ୍ଚିମବଙ୍ଗ ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ। ଓଡ଼ିଶାବାସୀଙ୍କ ପାଇଁ କୋଲକାତା ଦ୍ବିତୀୟ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନ୍ୟପକ୍ଷେ ହତ୍ୟାକାଣ୍ଡରେ ସମ୍ପୃକ୍ତ…

ମୋହନ ସରକାରଙ୍କ ବଡ଼ ଘୋଷଣା: ଜଗନ୍ନାଥଙ୍କ ନାଁରେ ହେବ…

ଭୁବନେଶ୍ୱର, ୮।୫(ସୁନିତ୍‌ ମିଶ୍ର):ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ଏକ ସ୍ବତନ୍ତ୍ର ଟିଭି ଚ୍ୟାନେଲ କରାଯିବ। ଏନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତାବିତ ନୂଆ ଚ୍ୟାନେଲର ରୂପରେଖ, ଦୈନିକ କାର୍ଯ୍ୟକ୍ରମ, ଜଗନ୍ନାଥ…

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ହୋଇଗଲା ମେଗା ଡିଲ୍‌, ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୮ା୫(ଅନୁରାଧା ମହାରଣା): ଗୁଜରାଟ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪୮,୩୩୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରତିଶ୍ରୁତି ସହ ଓଡ଼ିଶା ଫେରିଛନ୍ତି। ଅହମ୍ମଦାବାଦ, ମୁନ୍ଦ୍ରା ଏବଂ ଭଦୋଦରାରେ ଅନୁଷ୍ଠିତ ଓଡ଼ିଶା ନିବେଶକ ସମ୍ମିଳନୀ ରୋଡ୍‌ ଶୋ’ରେ ରାଜ୍ୟ ସରକାର ୭୧ଟି…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ ବ୍ୟକ୍ତି ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ବାଉଁଶରେ ଟେକି ବିଧା ଗୋଇଠା ସହ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍ ବସ୍ । ଟ୍ବିନସିଟିରେ ମେଟ୍ରୋ ନେଇ ଅସନ୍ତୋଷ ଦେଖାଯାଇଥିବା ବେଳେ ବର୍ତ୍ତମାନ ଏଭଳି…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ ଦେଇ ଆସିଛି । ବିଶୃଙ୍ଖଳାକୁ ବରଦାସ୍ତ କରାଯାଇପାରିବ ନାହିଁ ବୋଲି କହିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?