ମେଟ୍ରୋ

ରାଜଧାନୀର ୨୧ ସ୍ଥାନରେ ବାଣ ବିକ୍ରି

ଭୁବନେଶ୍ୱର,୧୦।୧୧ (ବନ୍ଦନା ସେଠୀ): ଚଳିତବର୍ଷ ରାଜଧାନୀର ୨୧ ସ୍ଥାନରେ ବାଣ ବିକ୍ରି ହେବ। ବିଏମ୍‌ସି ଅଞ୍ଚଳରେ ଥିବା ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ (ଜିଏ)ର ଏସବୁ ସ୍ଥାନ ବ୍ୟତୀତ ଅନ୍ୟ କେଉଁଠାରେ ବାଣ ବିକ୍ରି ହୋଇପାରିବ ନାହିଁ। ପ୍ରତ୍ୟେକ...

ବିକଶିତ ଗାଁ ହେବ ଆଧୁନିକ ଓଡ଼ିଶାର ପରିଚୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୧୧: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଦ୍ୱାଦଶ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ଼, ଢେଙ୍କାନାଳ ଓ ବୌଦ୍ଧ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ସୁନ୍ଦରଗଡ଼ ଜିଲାର ସୁନ୍ଦରଗଡ଼, ତଲସରା, ବୀରମିତ୍ରପୁର, ରଘୁନାଥପାଲି, ରାଜଗାଙ୍ଗପୁର ଓ...

ପ୍ରଯୋଜକ ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୮।୧୧: ପ୍ରଯୋଜକ ଟୁଟୁ ନାୟକଙ୍କୁ ବୁଧବାର ଜାମିନ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅନ୍ୟପକ୍ଷେ ତାଙ୍କୁ ରାଜ୍ୟ ବାହାରକୁ ଗଲେ କୋର୍ଟର ଅନୁମତି ନେବାକୁ ହେବ ବୋଲି କୋର୍ଟ କହିଛନ୍ତି । ଏହାସହିତ...

୨୦୨୪: ୩୦ ସରକାରୀ ଛୁଟି, ୬ ଇଚ୍ଛାଧୀନ: ଶନିବାର, ରବିବାର ପଡୁଛି ୮ଛୁଟି

ଭୁବନେଶ୍ୱର,୮।୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ବର୍ଷରେ...

୨୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୮।୧୧(ଅସମାପିକା ସାହୁ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ଆସୁଥିବା ନେଇ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ମନ୍ତବ୍ୟରୁ ସଙ୍କେତ ମିଳିଛି। କୋଳିଆପାଣିଠାରେ ଏକଲବ୍ୟ ମଡେଲ ରେସିଡେନ୍ସିଆଲ ସ୍କୁଲକୁ ରାଷ୍ଟ୍ରପତି...

୨୦୨୪ ପାଇଁ ସରକାରୀ ଛୁଟି ତାଲିକା ଘୋଷଣା: କର୍ମଚାରୀଙ୍କୁ ମିଳିବ ବର୍ଷକୁ ୩୦, ୬ ଇଚ୍ଛାଧୀନ ଛୁଟି

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ୨୦୨୪ କ୍ୟାଲେଣ୍ଡର ବର୍ଷ ପାଇଁ ରାଜ୍ୟ ସରକାର ସରକାରୀ ଛୁଟି ତାଲିକା ଜାରି କରିଛନ୍ତି । ରାଜସ୍ବ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ମଙ୍ଗଳବାର ଏ ନେଇ ବିଜ୍ଞପ୍ତି ଜାରି କରାଯାଇଛି। ତାଲିକାରେ ୩୦ଟି ସରକାରୀ ଛୁଟି...

ନିର୍ଦ୍ଦେଶ ପରେ ଉପବାଚସ୍ପତି ପଦରୁ ବୁଧବାର ଇସ୍ତଫା ଦେଇପାରନ୍ତି ରଜନୀକାନ୍ତ ସିଂ

ଭୁବନେଶ୍ୱର,୭ା୧୧(ଅନିଲ ଦାସ): ବିଜେଡିର ବରିଷ୍ଠ ନେତା ରଜନୀକାନ୍ତ ସିଂ ଓଡ଼ିଶା ବିଧାନସଭାର ଉପବାଚସ୍ପତି ପଦରୁ ଇସ୍ତଫା ଦେବେ। ସେ ବୁଧବାର ବାଚସ୍ପତିଙ୍କୁ ଭେଟି ବିଧିବଦ୍ଧ ଭାବେ ନିଜର ଇସ୍ତଫାପତ୍ର ପ୍ରଦାନ କରିବେ ବୋଲି ଜଣାପଡ଼ିଛି। ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି...

ବଳାତ୍କାରୀ ଘନିଆ ଗିରଫ

ଭୁବନେଶ୍ୱର,୭।୧୧: ଭୁବନେଶ୍ୱର ଏୟାରଫିଲ୍ଡ ଥାନା ଅଞ୍ଚଳରେ ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇ ହତ୍ୟା କରାଯାଇଛି। ଏପରି ଛାତିଥରା ଘଟଣାର ଅଭିଯୁକ୍ତ ଘନିଆଙ୍କୁ ପୋଲିସ ମଙ୍ଗଳବାର ଗିରଫ କରିଛି। ଘଟଣା ପରେ ଘଟଣାସ୍ଥଳରୁ ଫେରାର ଘନିଆ ଫେରାର୍‌ ହୋଇଯାଇଥିଲେ। ଗିରଫ...

ମହିଳାଙ୍କୁ ବିଭତ୍ସ ହତ୍ୟା, ଛୁରି ଭୁସି ମାରିଲେ 

ଚନ୍ଦକା,୭।୧୧:  ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଗୋଠପାଟଣାରେ ମହିଳାଙ୍କୁ ବିଭତ୍ସ ହତ୍ୟା କରାଯାଇଛି। ଛୁରିରେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ମହିଳାଙ୍କ ନାମ ସସ୍ମିତା ବେହେରା ବୋଲି ଜଣାପଡିଛି । ସୂଚନରାଯାଗ୍ୟ, ଗୋଠପାଟଣା ବଜାରରେ ସସ୍ମିତ ଏକ ଜଳଖିଆ...

ଚାଉଳ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ପାଇବେ ଅନ୍ତର୍ଜାତୀୟ ପୁରସ୍କାର

ଭୁବନେଶ୍ୱର, ୭।୧୧(ଅସମାପିକା ସାହୁ):ବିଶ୍ୱ ଚାଉଳ ଶିଳ୍ପରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଆ କୃଷି ବୈଜ୍ଞାନିକ ଡ. ସମରେନ୍ଦୁ ମହାନ୍ତିଙ୍କୁ ‘ଓ୍ବାର୍ଲଡ ରାଇସ୍‌ ଇଣ୍ଡଷ୍ଟ୍ରି ଗ୍ଲୋବାଲ ସର୍ଭିସ୍‌ ଆଓ୍ବାର୍ଡ’ ମିଳିବ। ଆସନ୍ତା ୨୮ରୁ ୩୦ ତାରିଖ ମଧ୍ୟରେ ଫିଲିପାଇନ୍ସର ସେବୁଠାରେ ହେବାକୁ...

୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା

ଭୁବନେଶ୍ୱର,୭ା୧୧(ସତ୍ୟଜିତ୍‌ ରାଉତ):ଭୁବନେଶ୍ୱରରେ ସୋମବାର ଏକ ଲଜ୍ଜାଜନକ ଘଟଣା ଘଟିଛି। ୫ ବର୍ଷର ଶିଶୁକନ୍ୟାଙ୍କୁ ଜଣେ ୨୫ ବର୍ଷୀୟ ବିବାହିତ ଯୁବକ ବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଘଟଣା ଘଟିଛି ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ରେଳ ଓଭରବ୍ରିଜ୍‌ ନିକଟ...

ରାତି ୧୦ରୁ ସକାଳ ୬ ବାଣଫୁଟା ବନ୍ଦ

ଭୁବନେଶ୍ୱର,୭ା୧୧(ଅନିଲ ଦାସ):ପରିବେଶ ପ୍ରଦୂଷଣ ଏବେ ମୁଖ୍ୟ ଚିନ୍ତାର ବିଷୟ ହୋଇଛି। କେବଳ ସହର ନୁହେଁ, ଗାଁ ଗଣ୍ଡା ମଧ୍ୟ ପ୍ରଦୂଷଣ ଜ୍ୱାଳାରେ ଛଟପଟ ହେଲାଣି। କେଉଁଠି ଜଳ ପ୍ରଦୂଷଣ ତ କେଉଁଠି ବାୟୁ ପ୍ରଦୂଷଣ ପରିବେଶକୁ ବିଷଜ୍ୱାଳାରେ ଭରି ଦେଲାଣି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri