ମେଟ୍ରୋ

ଭାଜପା ସହ ମେଣ୍ଟ ନେଇ ବିଜେଡି ନେତା ଅସନ୍ତୁଷ୍ଟ: ଅଜୟ କୁମାର

ଭୁବନେଶ୍ୱର,୨୬।୨(ସୁନିତ୍‌ ମିଶ୍ର):ଆମ ଓଡ଼ିଶା, ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଓ ଭାଜପା ମଧ୍ୟରେ ମେଣ୍ଟ ହୋଇଛି, ଯେଉଁଥିିପାଇଁ ବିଜେଡି ନେତାଙ୍କ ମଧ୍ୟରେ ବହୁତ ଅସନ୍ତୋଷ ରହିଛି ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଭାରୀ ଅଜୟ କୁମାର କହିଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା…

୬ବର୍ଷ ବୟସରେ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ୨୦୨୪-୨୫ ଶିକ୍ଷାବର୍ଷ ଆରମ୍ଭ ହେବ। ଏହା ପୂର୍ବରୁ ନାମଲେଖା ଆରମ୍ଭ ହେବ। ତେଣୁ ପ୍ରଥମ ଶ୍ରେଣୀରେ ନାମଲେଖା ପାଇଁ ୬ବର୍ଷ ବୟସ ହୋଇଥିବା ଆବଶ୍ୟକ। ଏହାକୁ ପାଳନ କରିବା ପାଇଁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟକୁ…

ଅଧ୍ୟାପକ ନିଯୁକ୍ତି ପାଇଁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୨୫।୨(ଅସମାପିକା ସାହୁ)- ରାଜ୍ୟରେ ନୂତନ ଭାବେ ୮୫୯ଜଣ ଆସନ୍ତା ୧ତାରିଖରେ ଏସ୍‌ଏସ୍‌ବି ଅଧ୍ୟାପକ ଭାବେ ନିଯୁକ୍ତି ପାଇବେ। ରାଜ୍ୟ ପ୍ରବରଣ ମଣ୍ଡଳୀ(ଏସ୍‌ଏସ୍‌ବି) ପକ୍ଷରୁ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଅଧ୍ୟାପକ ନିଯୁକ୍ତି ପାଇଁ ରବିବାର ଠାରୁ ସ୍ଥାନ ଚୟନ ପ୍ରକ୍ରିୟା ଆରମ୍ଭ…

ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ…

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି ଲେଖି ସେ ତାଙ୍କର ଇସ୍ତଫାପତ୍ର ଦେଇଛନ୍ତି। ଓଡ଼ିଶା ବିଧାନସଭାରେ ଜଣେ ବିଧାୟକ ଭାବରେ…

ଡୁରିଆନ୍‌ ଫର୍ନିଚରର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୫।୨ (ଅନୁରାଧା ମହାରଣା): ଘରକୁ ସୁନ୍ଦର ଲୁକ୍‌ ଦେବା ସହ ଆରାମଦାୟକ ଆସବାବପତ୍ର କ୍ରୟ ପାଇଁ ଲୋକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି ‘ଡୁରିଆନ୍‌’ ପକ୍ଷରୁ ସ୍ବତନ୍ତ୍ର ଫର୍ନିଚର ଉପଲବ୍ଧ କରାଯାଉଛି। ସାରା ଦେଶରେ ଏହାର ୫୫ରୁ…

ଯାତ୍ରାର ଲକ୍ଷ୍ୟ ସ୍ଥିର କରିବାକୁ ପଡ଼ିବ:ଜୁନେଜା

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଆମକୁ ଆଗ ଆମର ଯାତ୍ରାର ଲକ୍ଷ୍ୟ ପଥ ସ୍ଥିର କରିବାକୁ ହେବ। ଯାତ୍ରାର ଲକ୍ଷ୍ୟ ଅନୁଯାୟୀ ଆମକୁ ପ୍ରସ୍ତୁତି କରିବାକୁ ପଡ଼ିବ ବୋଲି ବିଶିଷ୍ଟ ଶିଳ୍ପପତି ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପ୍ରତିଷ୍ଠାତା…

ଯୁବତୀଙ୍କ ବିବାହ ପ୍ରସ୍ତାବ ପଡ଼ୁପଡ଼ୁ ଯୁବକଙ୍କ ହ୍ବାଟ୍ସଆପ୍‌ରେ ପହଞ୍ଚି ଯାଉଥିଲା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ, ପରେ….

ଭୁବନେଶ୍ୱର,୨୫।୨: ନିଜକୁ ନୌସେନା ଅଧିକାରୀ କହି ଗଢ଼ିଲେ ସମ୍ପର୍କ । ବିବାହର ପ୍ରତିଶ୍ରୁତି ଦେଇ ରଖିଲେ ଶାରୀରିକ ସମ୍ପର୍କ । ପରେ ଯୁବତୀଙ୍କୁ ବ୍ଲାକ୍‌ମେଲ  କଲେ। ଆପତ୍ତିଜନକ ଫଟୋ ଓ ଭିଡିଓ ଭାଇରାଲ ମଧ୍ୟ କରିଦେଲେ। ଜଣେ ଯୁବକଙ୍କ ବିରୋଧରେ ଏଭଳି…

୩୪ଟି ନୂଆ ଏନଏଏସି ଗଠନ କେବଳ ରାଜ୍ୟସରକାରଙ୍କ ନିର୍ବାଚନୀ ଧୂଆଁବାଣ କହି ବର୍ଷିଲା ଭାଜପା

ଭୁବନେଶ୍ୱର,୨୫।୨: ରାଜ୍ୟ ସରକାର ୨୦ଟି ଜିଲାରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଘୋଷଣାକୁ ନେଇ ବିଜେପି ବର୍ଷିଛି । କ୍ୟାବିନେଟ ଅନୁମୋଦନ ନାହିଁ କିମ୍ବା ବିଧାନସଭାର ଅନୁମତି ନାହିଁ । ଏପରିକି ରାଜ୍ୟପାଳ ମଧ୍ୟ ଅନୁମୋଦନ କରିନାହାନ୍ତି । ଏ…

ବାଇକ୍‌ ଚଳାଇ ନଦୀବନ୍ଧ ବୁଲି ଦେଖିଲେ ପାଣ୍ଡିଆନ

ଭଣ୍ଡାରିପୋଖରୀ (ରବିନାରାୟଣ ଖିଲାର)/ ଧାମନଗର (ଦେବେନ୍ଦ୍ର ଆନ୍ଦିଆ/ସନ୍ତୋଷ କୁମାର ମହାପାତ୍ର), ୨୫ା୨: ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଶନିବାର ଭଦ୍ରକ ଜିଲା ଗସ୍ତରେ ଆସି ଭଣ୍ଡାରିପୋଖରୀ ଓ ଧାମନଗର ବ୍ଲକ ପରିଦର୍ଶନ କରିଛନ୍ତି। ନିଜେ ବାଇକ୍‌ ଚଳାଇ ସେ ବିଭିନ୍ନ ନଦୀବନ୍ଧ…

ରାଜ୍ୟ ବାହାର ଅପରାଧୀଙ୍କୁ ଧରିବାକୁ ବଳପାଉନି

ଭୁବନେଶ୍ୱର,୨୫।୨(ସୂର୍ଯ୍ୟକାନ୍ତ ବେହେରା)ଭୁବନେଶ୍ୱରରେ ଗତ କିଛିମାସ ହେବ ବାହାର ରାଜ୍ୟର ଅପରାଧୀ ସକ୍ରିୟ ହୋଇଉଠିଛନ୍ତି। ସେମାନଙ୍କ ସହ ହାତ ମିଳାଇଛନ୍ତି ସ୍ଥାନୀୟ ଅପରାଧୀ। ଫଳରେ ସହରରେ ଲୁଟ୍‌, ଚୋରି ଓ ଡକାୟତି ବଢ଼ୁଛି। ଅପରାଧୀମାନେ ପୋଲିସକୁ ଚ୍ୟାଲେଞ୍ଜ କରି ଗୋଟିକ ପରେ ଗୋଟିଏ…

ଖଣ୍ଡଗିରି କୁମ୍ଭମେଳା: ସରିଲା ଯଜ୍ଞ, ଚାଲିବ ଯାତ୍ରା

ଭୁବନେଶ୍ୱର,୨୫।୨(ଶର୍ମିଷ୍ଠା ପାଣିଗ୍ରାହୀ)ବିଶ୍ୱଶାନ୍ତି ମହାଯଜ୍ଞର ପୂର୍ଣ୍ଣାହୂତି ସହ ୯ଦିନ ଧରି ଚାଲିଥିବା ଖଣ୍ଡଗିରି କୁମ୍ଭମେଳା ଶନିବାର ଶେଷ ହୋଇଛି। ବିଦାୟ ନେଇଛନ୍ତି ସାଧୁସନ୍ଥ। କାହିଁ କେଉଁ କାଳରୁ ମାଘ ସପ୍ତମୀଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ଏପରି ମହାଯଜ୍ଞ ଅନନ୍ତ ଗୁମ୍ଫା ସମ୍ମୁଖରେ ଆୟୋଜିତ ହୋଇଆସୁଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri