ମେଟ୍ରୋ

ୟୁବିଆଇ ପକ୍ଷରୁ ୱାକାଥନ୍‌

ଭୁବନେଶ୍ୱର,୫।୧୧: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ବ୍ରହ୍ମପୁର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଶନିବାର ଏକ ମେଗା ୱାକାଥନ୍‌ର ଆୟୋଜନ କରାଯାଇଥିଲା। ଏଥିରେ ୟୁବିଆଇ କ୍ଷେତ୍ରୀୟ କାର୍ଯ୍ୟାଳୟର ସମସ୍ତ କର୍ମଚାରୀଙ୍କ ସମେତ ବ୍ରହ୍ମପୁର ସହର ଓ ଉପକଣ୍ଠରେ ଥିବା ଶାଖା...

ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ

ଭୁବନେଶ୍ୱର,୪ା୧୧: ଧରିତ୍ରୀ ମୁଖ୍ୟ କାର୍ଯ୍ୟାଳୟରେ ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୦ତମ ଜନ୍ମ ଦିବସ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କାର୍ଯ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଧରିତ୍ରୀ ଓ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ...

ଏସ୍‌. ସୁଶ୍ରୀ ମୟୂରଭଞ୍ଜ ଏସ୍‌ପି, ନବରଙ୍ଗପୁରର ରୋହିତ ବର୍ମା

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମୟୂରଭଞ୍ଜ ଏସ୍‌ପି ତଥା ୨୦୧୧ ବ୍ୟାଚ୍‌ର ଆଇପିଏସ୍‌...

୨୧ରୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୪/୧୧: ନଭେମ୍ବର ୨୧ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ବିଧାନସଭା ପରିଚାଳନା ପାଇଁ ବାଚସ୍ପତି ଖୁବ୍‌ଶୀଘ୍ର ସର୍ବଦଳୀୟ ବୈଠକ ଡକାଇ ପାରନ୍ତି ବୋଲି ସୂଚନାରୁ...

ଚଳିତ ମାସ ୨୮ ତାରିଖରେ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୪।୧୧: ଅନେକ ଚର୍ଚ୍ଚା ଓ ଆଲୋଚନା ମଧ୍ୟରେ ଚଳିତ ମାସ ୨୮ ତାରିଖରେ ରତ୍ନଭଣ୍ଡାରର ଲେଜର ସ୍କାନିଂ କରିବାକୁ ଗଜପତି ମହାରାଜା ଶ୍ରୀଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟିର ବୈଠକରେ ନିଷ୍ପତି ନିଆଯାଇଛି। ଶନିବାର ପୁରୀର ନୀଳାଦ୍ରି...

ପ୍ରଯୋଜକ ଟୁଟୁ ନାୟକ ଗିରଫ: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଥାନାରେ ହୋଇଥିଲା ଅଭିଯୋଗ

ଭୁବନେଶ୍ୱର,୪/୧୧: ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲାରେ ଗିରଫ ହୋଇଛନ୍ତି ପ୍ରଯୋଜକ ଟୁଟୁ ନାୟକ। ଶନିବାର ଖାରବେଳ ନଗର ଥାନାରେ ପଚରାଉଚରା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏନେଇ ଜୋନ୍ -୪ ଏସିପି ମାନସ ଗଡ଼ନାୟକ ସୂଚନା ଦେଇଛନ୍ତି।...

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ନବୀନ ଓଡ଼ିଶା, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ଭୁବନେଶ୍ବର,୪।୧୧: ନବୀନ ଓଡ଼ିଶା ଏବଂ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଶନିବାର ଭୋରରେ ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ କାମ ତ୍ୱରାନିତ କରି ୨୦୨୩ ଡିସେମ୍ବର ୧୫ ସୁଦ୍ଧା କାମ...

ରାତିକରେ ୫୪ ମହିଳା ସମତେ ୫୭ ଗିରଫ

ଭୁବନେଶ୍ୱର,୪।୧୧ (ସୂର୍ଯ୍ୟକାନ୍ତ ବେହେରା): ଗାଁ ପୂରା ଜନଶୂନ୍ୟ। ଅଧିକାଂଶ ଘରେ ଝୁଲୁଛି ତାଲା। ଗୋଷ୍ଠୀ ସଂଘର୍ଷ ପରଠାରୁ ରାଜଧାନୀ ଉପକଣ୍ଠ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପଦ୍ମକେଶରୀପୁରରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ପୋଲିସ ଖୋଜି ଖୋଜି ଗିରଫ କରୁଥିବାରୁ ଭୟରେ...

କଳାହାଣ୍ଡିକୁ ୧୫୫ କୋଟି, ନବରଙ୍ଗପୁର ଜିଲାକୁ ୯୪.୫୦ କୋଟି

ଭୁବନେଶ୍ୱର,୪ା୧୧(ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ନବମ ଦିବସରେ କଳାହାଣ୍ଡି ଓ ନବରଙ୍ଗପୁର ଜିଲାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। କଳାହାଣ୍ଡି ଜିଲାର ଜୁନାଗଡ଼, ଲାଞ୍ଜିଗଡ଼, ନର୍ଲା, ଧର୍ମଗଡ଼, ଭବାନୀପାଟଣା ନିର୍ବାଚନମଣ୍ଡଳୀକୁ ୧୫୫...

ସ୍କୁଲ ହତାରେ ହଷ୍ଟେଲ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଖୋର୍ଦ୍ଧା,୪ା୧୧, (ପ୍ରଭାତ ପାଣିଗ୍ରାହୀ): ଜଟଣୀରେ ଟ୍ୟୁଶନ ଫି’ ପାଇଁ ଜଣେ ନାବାଳକ ଛାତ୍ରଙ୍କୁ ହତ୍ୟା ଘଟଣାର ୨ଦିନ ପରେ ଖୋର୍ଦ୍ଧାରେ ଘଟିଛି ଆଉ ଏକ ଅଭାବନୀୟ ଘଟଣା। ଶୁକ୍ରବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ୫୭ନଂ. ଜାତୀୟ ରାଜପଥର...

ଜାନୁୟାରୀ ୧୭ରେ ‘ପରିକ୍ରମା’ ଲୋକାର୍ପଣ

ପୁରୀ, ୪ା୧୧(ଅଜିତ୍‌ ମହାନ୍ତି): ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ପୁରୀକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଅନେକ ପ୍ରକଳ୍ପ କାର୍ଯ୍ୟ ଜାରି ରହିଥିବାବେଳେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଶ୍ରୀସେତୁ କାର୍ଯ୍ୟ ପ୍ରାୟ...

ସାମ୍ବାଦିକାଙ୍କ ଉପରକୁ ହାତ ଉଠାଇଲେ ପ୍ରଯୋଜକ ଟୁଟୁ ନାୟକ

ଭୁବନେଶ୍ୱର,୩।୧୧(ସତ୍ୟଜିତ ରାଉତ): ଗତ କିଛିଦିନ ଧରି ଲାଗି ରହିଥିବା ଓଲିଉଡ କଳି ଥମି ନ ଥିବାବେଳେ ପୁଣି ଏକ ବିବାଦ ମୁଣ୍ଡ ଟେକିଛି। ପ୍ରଯୋଜକ ଟୁଟୁ ନାୟକ ଜଣେ କାର୍ଯ୍ୟରତ ସାମ୍ବାଦିକାଙ୍କୁ ମାଡ ମାରିଥିବା ଅଭିଯୋଗ ହୋଇଛି। ଶୁକ୍ରବାର ‘ପ୍ରଥା’...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri