ମେଟ୍ରୋ

ଚାଷୀଙ୍କ ପାଇଁ ଖୁସିଖବର: ଏତିକି ବର୍ଷ ପର୍ଯ୍ୟନ୍ତ କାଳିଆ ଯୋଜନା ସହାୟତା ବଢାଇଲେ ସରକାର

ଭୁବନେଶ୍ୱର,୨୨।୨: ଚାଷୀଙ୍କ ପାଇଁ ଖୁସିଖବର। କାଳିଆ ଯୋଜନାରେ ଚାଷୀଙ୍କୁ ସହାୟତା ଆଉ ୩ ବର୍ଷ ପର୍ଯ୍ୟନ୍ତ ରାଜ୍ୟ ସରକାର ବଢାଇଛନ୍ତି। ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟରେ ଏହି ନିଷ୍ପତ୍ତି ନିଆଯାଇଛି। ତେବେ ୩ ବର୍ଷ ଯୋଜନା ପାଇଁ ୬୦୨୯.୭୦ କୋଟି ଖର୍ଚ୍ଚ…

ଚାକିରିରୁ ବାହାର କରିବାରୁ ଭୁବନେଶ୍ୱରରେ ମାଲିକ ଗାଡ଼ି ପୋଡିଦେଲା ଡ୍ରାଇଭର

ଭୁବନେଶ୍ୱର,୨୨ା୨: ଚାକିରିରୁ ବାହାର କରିଦେବାରୁ ପ୍ରତିଶୋଧ ପରାୟଣ ହୋଇ ମାଲିକଙ୍କ କାର ପୋଡିଦେଲା ଡ୍ରାଇଭର। ଏଭଳି ଏକ ଆଶ୍ଚର୍ଯ୍ୟକର ଘଟଣା ଘଟିଛି ଭୁବନେଶ୍ୱର ଖଣ୍ଡଗିରି ଅଞ୍ଚଳରେ। ଡ୍ରାଇଭର ମାଲିକଙ୍କର କାର ଏବଂ ବାଇକକୁ ନିଆଁ ଲଗାଇ ପୋଡି ଦେଇଛି। ଘଟଣାସ୍ଥଳରେ ଥିବା…

୩୬୮ ହିନ୍ଦୀ, ୨୦୮ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୨(ଅସମାପିକା ସାହୁ): ଗୁରୁବାର ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ମୋଟ୍‌ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷୟିତ୍ରୀ/ଶିକ୍ଷକ ଯୋଗ ଦେଇଛନ୍ତି । ସେମାନଙ୍କ ମଧ୍ୟରୁ ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ନିଯୁକ୍ତି ପାଇବେ ୫୭୬ ହିନ୍ଦୀ, ସଂସ୍କୃତ ଶିକ୍ଷକ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ)ରାଜ୍ୟର ବିଭିନ୍ନ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ବିଦ୍ୟାଳୟରେ ନିଯୁକ୍ତି ପାଇବେ ୫୭୬ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ। ସମ୍ପୃକ୍ତ ଶିକ୍ଷକଙ୍କ ରାଜ୍ୟସ୍ତରୀୟ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମ ଏବଂ ନିଯୁକ୍ତି ପର୍ବ ଗୁରୁବାର ଲୋକସେବା ଭବନର କନଭେନଶନ୍‌ ସେଣ୍ଟରରେ…

ନାଲକୋ ଛକରେ କାର୍‌-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ଭାଙ୍ଗିଲା ଟ୍ରାଫିକ ପୋଷ୍ଟ

ବାରଙ୍ଗ,୨୨।୨: ପୁଣି ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ନାଲକୋ ଛକରେ କାର୍‌ ଟ୍ରାକ୍ଟର ମୁହାଁମୁହିଁ ଧକ୍କା। ଜୋରଦାର ଧକ୍କାରେ ଭାଙ୍ଗିଲା ଟ୍ରାଫିକ ପୋଷ୍ଟ। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଦୁଇଟି ପିସିଆର ସହ ମୈତ୍ରୀ ବିହାର…

ଆଜି ଓଡିଶା ଆସୁଛନ୍ତି ରାଜନାଥ ସିଂ

ଭୁବନେଶ୍ୱର,୨୨।୨: ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଦିନିକିଆ ଗସ୍ତରେ ଆସି ରାଜନାଥ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ମଙ୍ଗଳବାର ରାଜନାଥଙ୍କର ନବରଙ୍ଗପୁର, ବ୍ରହ୍ମପୁର ଓ ବାରିପଦାରେ କାର୍ଯ୍ୟକ୍ରମ ରହିଛି। ପୂର୍ବାହ୍ନ ୧୧ଟାରେ ନବରଙ୍ଗପୁରରେ…

ଆଜି କ୍ୟାବିନେଟ: ଏସବୁ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ଉଚ୍ଚଶିକ୍ଷା, ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,…

ଏବର୍ଷ ଅଧିକ ଗରମ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର, ୨୨।୨(ଅସମାପିକା ସାହୁ):ମାଘରେ ମୁଣ୍ଡଫଟା ଖରା। ଉପାନ୍ତଠାରୁ ଉପକୂଳ ପର୍ଯ୍ୟନ୍ତ ସବୁଠି ପାରଦ ଉପରମୁହାଁ। ସକାଳ ୧୦ଟା ପରେ ଘରୁ ବାହାରିବାକୁ ବି ଡର। ପ୍ରବଳ ଖରାରେ ସାରା ରାଜ୍ୟର ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ଏବର୍ଷ ଅସ୍ବାଭାବିକ ଜଳବାୟୁ ସହ ତାପମାତ୍ରା…

ଆଜି ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୧ା୨: ବୁଧବାର ରାଜ୍ୟର ୧୫ ସହରର ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେକର୍ଡ ଭାଙ୍ଗିଛି। ଆଜି ରାଜଧାନୀରେ ଦିନର ତାପମାତ୍ରା ୩୬.୪ ଡିଗ୍ରୀ ରେକର୍ଡ କରାଯାଇଛି। ଯାହାକି ସର୍ବୋଚ୍ଚ ତାପମାତ୍ରା। ସେହିପରି କଟକରେ ଆଜି ଦିନର…

ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ପଟିଆ ଷ୍ଟେଶନ ନିକଟରେ ଟ୍ରେନ୍ ଆଗକୁ ଡେଇଁ ଯୁବକ। ସ୍ଥାନୀୟ ଲୋକଙ୍କ କହିବା ମୁତାବକ କେହି କିଛି ଭାବିବା ଆଗରୁ ଯୁବକ ଜଣକ ଟ୍ରେନ୍ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍ ଧକ୍କାରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା।…

ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍‌, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ…

ଜନଜାତି ଭଉଣୀ-ଭାଇଙ୍କ ନାଁରେ ଥିବା ମୋକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri