ମେଟ୍ରୋ

କାର୍ତ୍ତିକ ବ୍ରତ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ: ୩ ହଜାରରୁ ଊର୍ଦ୍ଧ୍ୱ ହବିଷିଆଳିଙ୍କ ପାଇଁ ହୋଇଛି ରହିବା ବ୍ୟବସ୍ଥା

ଭୁବନେଶ୍ୱର, ୨୯।୧୦(ସୁନିତ୍‌ ମିଶ୍ର): କାର୍ତ୍ତିକ ମାସ ରବିବାରଠାରୁ ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ଜରିଆରେ ପୁରୀରେ ହବିଷିଆଳିମାନଙ୍କ ପାଇଁ କାର୍ତ୍ତିକ ବ୍ରତର ଶୁଭାରମ୍ଭ କରିଛନ୍ତି। ସାରା ରାଜ୍ୟରୁ କାର୍ତ୍ତିକ ବ୍ରତ କରିବା ପାଇଁ...

‘ଘରକୁ ଆସ, ଏକାଠି ବସି ବିବାଦର ସମାଧାନ କରିବା’

ଭୁବନେଶ୍ୱର,୨୯ା୧୦: ଓଲିଉଡ୍‌ରେ ଚାଲିଥିବା ବିବାଦ ନେଇ ରବିବାର ପ୍ରତିକ୍ରିୟା ରଖିଛନ୍ତି ଅଭିନେତା ଅରିନ୍ଦମ ରାୟ। ବିବାଦର ସମାଧାନ ପାଇଁ ସେ ମନୋଜ ମିଶ୍ରଙ୍କୁ ଅନୁରୋଧ କରିଛନ୍ତି। ସେ କହିଛନ୍ତି, ଘର ଭିତରେ ଥିବା ବିବାଦର ସମାଧାନ ଘରେ କରିବା। ଆମ...

ପିଲା, ଶିକ୍ଷକଙ୍କ ଉପସ୍ଥାନ ଦୈନିକ ଅପ୍‌ଲୋଡ୍‌ ହେବ

ଭୁବନେଶ୍ୱର, ୨୯।୧୦(ଅସମାପିକା ସାହୁ)ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବା ଜୁନିୟର କଲେଜ ଛାତ୍ରୀଛାତ୍ର ଏବଂ ଶିକ୍ଷକଙ୍କ ଉପସ୍ଥାନର କଡ଼ାକଡ଼ି ଯାଞ୍ଚ ହେବ। ବିଭାଗ ଅନୁଯାୟୀ ଇ-ସ୍ପେସ୍‌ରେ ଛାତ୍ରୀଛାତ୍ର ଓ ଶିକ୍ଷକଙ୍କ ଦୈନିକ ଉପସ୍ଥାନ ଅପ୍‌ଲୋଡ୍‌ କରାଯିବ। ପ୍ରତ୍ୟେକ କାର୍ଯ୍ୟ ଦିବସର ଅପରାହ୍ନ...

ଆସୁଛି ବର୍ଷା, ୩ ଦିନ ବର୍ଷିବ

ଭୁବନେଶ୍ୱର,୨୮ା୧୦: ବଙ୍ଗୋପସାଗରରୁ ଆସୁଥିବା ପୂର୍ବାଳୀ ତରଙ୍ଗ ବା ଜଳୀୟ ବାଷ୍ପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲାରେ ନଭେମ୍ବର ୧ରୁ ୩ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ...

୫ମ ଥର ପାଇଁ କ୍ରୁଟ୍‌କୁ ‘ଉତ୍କର୍ଷ ପୁରସ୍କାର’

ଭୁବନେଶ୍ୱର, ୨୮।୧୦ (ବନ୍ଦନା ସେଠୀ): ୧୬ତମ ଅର୍ବାନ ମୋବିଲିଟି ଇଣ୍ଡିଆ ସମ୍ମିଳନୀ ଏବଂ ଏକ୍ସ୍‌ପୋରେ କ୍ୟାପିଟାଲ ରିଜିଅନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)କୁ ୨୦୨୩ ବର୍ଷ ପାଇଁ ଉତ୍କର୍ଷ ପୁରସ୍କାର ମିଳିବ। ଆସନ୍ତା ୨୯ ତାରିଖରେ କ୍ରୁଟ୍‌ର ଏମ୍‌ଡି ଅରୁଣ ବୋଥ୍ରା...

କୁଆଁର ପୂନେଇଁ ଜହ୍ନ ଗୋ…

ଭୁବନେଶ୍ୱର,୨୮।୧୦(ଶର୍ମିଷ୍ଠା ପାଣିଗ୍ରାହୀ): ଆକାଶର ଜହ୍ନ ସାଥେ କୁଆଁରୀ ମନର ଅସୁମାରୀ ଆଶାକୁ ନୃତ୍ୟରେ ରୂପାନ୍ତରିତ କରି ଅନୁଷ୍ଠିତ ହୋଇଯାଇଛି କୁମାର ଉତ୍ସବ। ଶୁକ୍ରବାର ନୃତ୍ୟାନୁଷ୍ଠାନ ନୃତ୍ୟାୟନ ପକ୍ଷରୁ ଭଞ୍ଜକଳା ମଣ୍ଡପରେ ୨ୟ କୁମାର ଉତ୍ସବ ପାଳନ କରାଯାଇଛି। ନୃତ୍ୟାଚର୍ଯ୍ୟ ଗୁରୁ...

ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ପୁରୁଣା ଭୁବନେଶ୍ୱର,୨୮।୧୦(ସୁବାସ ଚନ୍ଦ୍ର ପ୍ରଧାନ): ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା ୩୦ରେ ମଙ୍ଗଳଆଳତି, ଅବକାଶ, ଦର୍ଶନ ପରେ ରୋଷହୋମ କରାଯାଇଥିଲା। ଏହାପରେ ଅନ୍ୟାନ୍ୟ...

ଆରମ୍ଭ ହେଲା ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ୱର,୨୮ା୧୦(ଅସମାପିକା ସାହୁ): ୨୦୨୪ ସାଧାରଣ ନିର୍ବାଚନ ଲାଗି ଭୋଟର ତାଲିକା ସଂଶୋଧନ ପାଇଁ ଶୁକ୍ରବାରଠାରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏନେଇ ଖବରଦାତା ସମ୍ମିଳନୀ ଜରିଆରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ରାଜ୍ୟ ମୁଖ୍ୟ...

ଶିକ୍ଷକଙ୍କ ବଦଳି ପାଇଁ ୨୯ରୁ ଆବେଦନ

ଭୁବନେଶ୍ୱର, ୨୭।୧୦(ଅସମାପିକା ସାହୁ): ଶିକ୍ଷକଙ୍କ ବଦଳି ପାଇଁ ରାଜ୍ୟ ସରକାର ନୂତନ ଗାଇଡ୍‌ଲାଇନ କରିଥିଲେ। ଏହି ପରିପ୍ରେକ୍ଷୀରେ ଆସନ୍ତା ୨୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଇଚ୍ଛୁକ ଶିକ୍ଷକମାନେ ବଦଳି ପାଇଁ ଆବେଦନ...

ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗ: ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨୭।୧୦: ସଙ୍ଗୀତ ନିର୍ଦ୍ଦେଶକ ସ୍ବରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକବ୍ୟକ୍ତ କରିଛନ୍ତି। ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ତଥା ଗୀତିକାର ସ୍ବରୂପ ନାୟକଙ୍କ ଦେହାନ୍ତ ବିଷୟରେ ଜାଣି ଦୁଃଖିତ। ତାଙ୍କ ନିଆରା ସଙ୍ଗୀତ ରଚନା ସର୍ବଦା ଶ୍ରୋତାଙ୍କ...

ଶନିବାର ଆଂଶିକ ଚନ୍ଦ୍ରଗ୍ରହଣ: ଜାଣନ୍ତୁ କେତେବେଳେ ପାକନିଷେଧ, ପୂଜାର୍ଚ୍ଚନା

ଭୁବନେଶ୍ୱର,୨୭ା୧୦(ବନ୍ଦନା ସେଠୀ):ଆସନ୍ତା ୨୮ ତାରିଖ ଶନିବାର ବିଳମ୍ବିତ ରାତିରେ ଆଂଶିକ ଚନ୍ଦ୍ର ଗ୍ରହଣ ହେବ। ରାତି ୧ଟା ୫ରୁ ଗ୍ରହଣ ଆରମ୍ଭ ହୋଇ ପ୍ରାୟ ୨ଟା ୨୨ରେ ଛାଡ଼ିବ ଅର୍ଥାତ୍‌ ୧ଘଣ୍ଟା ୧୯ ମିନିଟ୍‌ ଗ୍ରହଣ ରହିବ। ଏହି ସମୟରେ...

ଗାଁର ସବୁ ଲୋକଙ୍କ ପାଇଁ ବିକାଶର ଗ୍ୟାରେଣ୍ଟି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୧୦: ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri