ମେଟ୍ରୋ

ଭୁବନେଶ୍ୱରରେ ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲେ ଯୁବକ

ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ପଟିଆ ଷ୍ଟେଶନ ନିକଟରେ ଟ୍ରେନ୍ ଆଗକୁ ଡେଇଁ ଯୁବକ। ସ୍ଥାନୀୟ ଲୋକଙ୍କ କହିବା ମୁତାବକ କେହି କିଛି ଭାବିବା ଆଗରୁ ଯୁବକ ଜଣକ ଟ୍ରେନ୍ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନ୍ ଧକ୍କାରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡିଯାଇଥିଲା।…

ଆଜି ୫ ଜିଲାରେ ଗଡ଼ିଲା ୨୫୫ ବସ୍‌, ୯୫% ପଞ୍ଚାୟତକୁ ଯୋଡ଼ିଲା ‘ଲକ୍ଷ୍ମୀ’

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଲେଶ୍ୱର, ଜଗତସିଂହପୁର, ଗଞ୍ଜାମ, ନୂଆପଡ଼ା ଓ ବୌଦ୍ଧ ଜିଲାରେ ଲକ୍ଷ୍ମୀ ବସ୍‌ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲକ୍ଷ୍ମୀ ବସ୍‌ ରାଜ୍ୟର ସବୁ ଗାଁରେ…

ଜନଜାତି ଭଉଣୀ-ଭାଇଙ୍କ ନାଁରେ ଥିବା ମୋକଦ୍ଦମା ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୧ା୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନଜାତି ଭଉଣୀ-ଭାଇମାନଙ୍କ ଉପରେ ଥିବା ଛୋଟ ଛୋଟ ମୋକଦ୍ଦମାଗୁଡ଼ିକ ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ…

ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହେବା ପରେ ସ୍ବାର୍ଥ ଲାଗି ଭାଜପା ଛଡ଼ିଥିଲେ ନବୀନ ବାବୁ: ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୧: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଡକ୍ଟର ପ୍ରଦୀପ ପାଣିଗ୍ରାହୀ ଭାଜପାରେ ଯୋଗ ଦେଇଛନ୍ତି। ଏ ନେଇ ସେ କହିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ଏହା ସହ ଓଡ଼ିଶାରେ ଅନ୍ଧ, ମୂକ ବଧିର…

ବିଶ୍ୱସ୍ତରୀୟ କ୍ରୀଡା କ୍ୟାମ୍ପସରେ ପରିଣତ ହେବ ବାରବାଟୀ ଷ୍ଟାଡିୟମ, ୬୦ ହଜାର ଦର୍ଶକ ବସିବାକୁ ରହିବ ବ୍ୟବସ୍ଥା

ଭୁବନେଶ୍ୱର,୨୧।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବୁଧବାର ବାରବାଟୀ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଏହି ସମୟରେ ରାଜ୍ୟରେ କ୍ରିକେଟ ବିକାଶ ସମ୍ପର୍କରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସଭାପତି ପ୍ରଣବ ପ୍ରକାଶ ଦାସ ଏବଂ ଅନ୍ୟ ଅଧିକାରୀଙ୍କ…

ଭାଜପାରେ ସାମିଲ ହେଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ

ଭୁବନେଶ୍ୱର,୨୧।୨: ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ ବୁଧବାର ଭାଜପାରେ ସାମିଲ ହୋଇଛନ୍ତି। ପ୍ରଦୀପ ଓ ତାଙ୍କର କିଛି ସମର୍ଥକ ଭାଜପାର ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଆଜି ବିଧିବଦ୍ଧ ଭାବେ ପଦ୍ମ ଧରିଛନ୍ତି।…

ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ: ମାତୃଭାଷା ଆଦ୍ୟ ପରିଚୟ

ଭୁବନେଶ୍ୱର,୨୧।୨(ଶର୍ମିଷ୍ଠା ପାଣିଗ୍ରାହୀ): କଥାରେ ଅଛି ‘ଉଚ୍ଚ ହେବା ପାଇଁ କର ଯେବେ ଆଶା, ଉଚ୍ଚ କର ଆଗ ନିଜ ମାତୃଭାଷା’। ମାତୃଭାଷା ମଣିଷର ଆଦ୍ୟ ପରିଚୟ, ଯାହାକୁ ପଢ଼ି, ଶିଖି ସେ ବଡ଼ ହୋଇଥାଏ। ନିଜର ମାତୃଭାଷା ପାଇଁ ବ୍ୟକ୍ତିଟିଏ ସ୍ବତନ୍ତ୍ର…

ଆନ୍ଦୋଳନରୁ ଓହରିଲା ସଚିବାଳୟ ସେବା ସଂଘ

ଭୁବନେଶ୍ୱର,୨୦ା୨(ଅନିଲ ଦାସ)- କେନ୍ଦ୍ର ସଚିବାଳୟ ହାରରେ ଦରମା ଦାବିରେ ଫେବୃଆରୀ ୧୩ରୁ କଲମ ଛାଡ ଆନ୍ଦୋଳନ ଚଳାଇଥିବା ସଚିବାଳୟ କର୍ମଚାରୀମାନେ ମଙ୍ଗଳବାର ପୂର୍ବାହ୍ନରେ ଅଚାନକ ଆନ୍ଦୋଳନରୁ ଓହରି ଯାଇଛନ୍ତି । ଆନ୍ଦୋଳନରେ ଯୋଗ ଦେଇଥିବା ଅଫିସରଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଓ…

ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି: ଭିନ୍ନକ୍ଷମ ଭକ୍ତଙ୍କ ପାଇଁ ହେବ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ,୨୦।୨ : ଭିନ୍ନକ୍ଷମ ଭକ୍ତ କିପରି ସୁରୁଖୁରୁରେ ଜଗା ଦର୍ଶନ ପରିପାରିବେ ଏନେଇ ମଙ୍ଗଳବାର ଛତିଶା ନିଯୋଗ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକରେ ଶ୍ରୀମନ୍ଦିର ନାଟ ମଣ୍ଡପ ମରାମତି ନେଇ ମଧ୍ୟ ଆଲୋଚନା ହୋଇଛି। ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁଯାୟୀ,…

ନାବାଳିକା ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

କଟକ,୨୦ା୨ (କାର୍ତ୍ତିକ ସାହୁ) କଟକ ଜିଲା ବୈଦେଶ୍ୱର ଥାନା ଅଞ୍ଚଳରେ ୨୦୧୯ ମସିହା ସେପ୍ଟେମ୍ବର ୧୬ ତାରିଖରେ ରୁଜୁ ହୋଇଥିବା ଏକ ନାବାଳିକା ବଳାତ୍କାର ମାମଲାରେ ରାୟ ମଙ୍ଗଳବାର ପ୍ରକାଶ ପାଇଛି। କଟକସ୍ଥିତ ଆଡହକ୍‌ ଆଡିସିନାଲ୍‌ ସେସନ୍‌ ତଥା ଏଫ୍‌ଟିଏସ୍‌ସି କୋର୍ଟ…

ମଧୁବାବୁ ପେନସନ୍‌ ଯୋଜନା: ଭତ୍ତା ବଢାଇଲେ ରାଜ୍ୟ ସରକାର, ଖାତାକୁ ଆସିଲା ୧୦୦୦ଟଙ୍କା

ଭୁବନେଶ୍ୱର,୨୦।୨: ଭତ୍ତା ଟଙ୍କା ବଢାଇଲେ ରାଜ୍ୟ ସରକାର। ହିତାଧିକାରୀଙ୍କ ଖାତାକୁ ଆସିଲା ଟଙ୍କା । ମଧୁବାବୁ ପେନସନ ଯୋଜନାରେ ବର୍ଦ୍ଧିତ ରାଶି ପେନସନଭୋଗୀଙ୍କ ଖାତାକୁ ଆସିଛି । ଘୋଷଣାର ୧୫ ଦିନ ମଧ୍ୟରେ ହିତାଧିକାରୀଙ୍କ ଆକାଉଣ୍ଟ ଆସିଛି ଭତ୍ତା ଟଙ୍କା ।…

ଖଲ୍ଲିକୋଟ ରାଣୀ ଜଣେ ଅପ୍ରତିଦ୍ୱନ୍ଦୀ ରାଜନେତା, ସମସ୍ତଙ୍କ ଶ୍ରଦ୍ଧା-ସମ୍ମାନର ଅଧିକାରିଣୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୨(ଅନିଲ ଦାସ)-୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଖଲ୍ଲିକୋଟ ଆର୍‌ସିଏମ୍‌ ବିଜ୍ଞାନ କଲେଜରେ ପୂର୍ବତନ ବିଧାୟିକା ରାଣୀ ସୁଜ୍ଞାନ କୁମାରୀ ଦେଓଙ୍କ ଦ୍ବାଦଶାହ କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସରରେ ସେ ତାଙ୍କ ପରିବାରବର୍ଗ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri