ମେଟ୍ରୋ

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି…

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ ସରକାର ଘୋଷଣା କରିଛନ୍ତି। ତେବେ ଏହି ସମୟରେ ସ୍କୁଲର ସମସ୍ତ କାର୍ଯ୍ୟ ରାଜ୍ୟ ପ୍ରାଥମିକ…

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ ବିଭିନ୍ନ ଦଳର ପ୍ରାର୍ଥୀ ଘୋଷଣା ରାଜନୀତିକୁ ଆହୁରି ଉଷ୍ମ କରୁଛି। କାହାର ଟିକେଟ କଟିବ…

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା ଲାଗି ଟିକେଟ ଦେଇଛି କଂଗ୍ରେସ । ଏବେ ସୁର ରାଉତରାୟ କରିବେ କଣ ?…

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି…

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର ମନ୍ମଥଙ୍କ ଖାତାକୁ ଯାଇପାରେ ପାଇକ ଭୋଟ । ୟାସିରଙ୍କ ସଂଖ୍ୟାଲଘୁ ଭୋଟ ହୋଇପାରେ ର୍ନିଣ୍ଣାୟକ…

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ…

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା ଏବଂ ପ୍ରତିରୋଧ ପାଇଁ ଗୁରୁତ୍ୱ ଦିଆଯାଇଛି। ଏ ଦିଗରେ ଓଡ଼ିଶା ଆଖିଦୃଶିଆ କାର୍ଯ୍ୟକ୍ରମ କରି…

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ…

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?