ରାଜ୍ୟ ସରକାରଙ୍କ ବଡ଼ ଭେଟି: ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ ୬୭% ପର୍ଯ୍ୟନ୍ତ ବୃଦ୍ଧି
ଭୁବନେଶ୍ୱର,୧୫।୧୨: ଓଡ଼ିଶାର ଆୟୁଷ ଶିକ୍ଷା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜର ପୋଷ୍ଟ ଗ୍ରାଜୁଏଟ୍ (ପିଜି) ଛାତ୍ରଛାତ୍ରୀଙ୍କ ମାସିକ ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧିକୁ ଅନୁମୋଦନ କରିଛନ୍ତି।…
ନଳି ଖାଇଲେ ଅରୁଣ-ସଞ୍ଜୟ: କହିଲେ ଭୋକ ଉପାସରେ…
ଭୁବନେଶ୍ୱର,୧୫।୧୨: ଅତୀତ କଥା ମନେ ପକାଇଲେ ବରିଷ୍ଠ ବିଜେଡି ନେତା ଅରୁଣ ସାହୁ ଓ ସଞ୍ଜୟ ଦାସବର୍ମା। ଅତୀତରେ କେମିତି ଲୋକଙ୍କ ପାଇଁ ଲଢ଼ୁଥିଲେ ତାହା ମନେ ପକାଇଛନ୍ତି । ଅନ୍ୟପକ୍ଷେ ଅରୁଣ କହିଛନ୍ତି, ‘ମୋର ନୂଆ ଠିକଣା ବିଧାନସଭାକୁ ରାଜରାସ୍ତା’…
ମୋକିମ୍ଙ୍କ ପାଇଁ ବାହାରି ପଡ଼ିଲେ ନିରଞ୍ଜନ: କହିଲେ କଟକରେ କେବଳ ତାଙ୍କ ପାଇଁ…
ଭୁବନେଶ୍ୱର, ୧୫।୧୨: ମହମଦ୍ ମୋକିମ୍ଙ୍କୁ ନେଇ ମୁହଁ ଖୋଲିଲେ ନିରଞ୍ଜନ ପଟ୍ଟନାୟକ। ନିରଞ୍ଜନ କହିଛନ୍ତି, ମୋକିମଙ୍କର କଂଗ୍ରେସ ପ୍ରତି ଅବଦାନ ବହୁତ। ୧୯୮୦ ପରଠୁ କଟକରେ କଂଗ୍ରେସ ଜିତି ପାରୁ ନ ଥିଲା, ମୋକିମ୍ ଜିତାଇଛନ୍ତି। ଲଗାତାର ୨ ଥର କଟକରେ…
ଭୁବନେଶ୍ୱରରେ ହେବ ଭିସା ସେଣ୍ଟର, ଆଉ ଯିବାକୁ ପଡିବ ନାହିଁ ଦିଲ୍ଲୀ, କୋଲକତା
ଭୁବନେଶ୍ୱର,୧୫।୧୨: ଭୁବନେଶ୍ୱରରେ ହେବ ଗ୍ଲୋବାଲ ଭିସା ଆପ୍ଲିକେଶନ ସେଣ୍ଟର। ଏନେଇ ରାଜ୍ୟ ସରକାର ୩ ହଜାର ବର୍ଗ ଫୁଟର ଜାଗା ଯୋଗାଇ ଦେବେ। ବରମୁଣ୍ଡା ବସ ଟର୍ମିନାଲ ବିଲ୍ଡିଂରେ କାର୍ଯ୍ୟକ୍ଷମ ହେବ ଭିସା ସେଣ୍ଟର। ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ,…
ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍
ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିଛନ୍ତି । ଛାତ୍ରୀଛାତ୍ରମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ…
ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…
ଭୁବନେଶ୍ୱର,୧୫ା୧୨: ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ କରାଯାଇଥିବା ନେଇ ଦଳ ପକ୍ଷରୁ କୁହାଯାଇଛି । ଏହାରି ଭିତରେ ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା…
ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ
ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ ୩ୟ ଭ୍ରାମ୍ୟମାଣ ପୁସ୍ତକମେଳା ଭ୍ରମଣ ମହୋତ୍ସବ ଅବସରରେ ସେ ଏହା କହିଛନ୍ତି। ଭ୍ରାମ୍ୟମାଣ ପୁସ୍ତକମେଳା…
ଝିଅ ସୋଫିଆଙ୍କୁ ନେଇ ବାପା ମୋକିମ କହିଲେ ବିଧାୟିକା ଭାବେ ସେ…
ଭୁବନେଶ୍ୱର,୧୫ା୧୨: କଂଗ୍ରେସ ବିଧାୟିକା ତଥା ନିଜ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ମଧ୍ୟ ମୁହଁ ଖୋଲିଲେ କଂଗ୍ରେସରୁ ବହିଷ୍କୃତ ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ସୋଫିଆ ବିଧାୟିକା ଅଛନ୍ତି, ତାଙ୍କର ଏହା ସହ କୌଣସି ସମ୍ପର୍କ ନାହିଁ। ସୋଫିଆ…
କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ, କହିଲେ ମୋ’ ବିଚାରଧାରାକୁ କେହି…
ଭୁବନେଶ୍ୱର,୧୫ା୧୨: କଂଗ୍ରେସରୁ ବହିଷ୍କୃତ ପରେ ମୁହଁ ଖୋଲିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ମୋ’ ଚିଠିକୁ ଗୁରୁତର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି। ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି। କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ…
କଂଗ୍ରେସରୁ ବିଦା ହେଲେ ମୋକିମ
ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ…
ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ
ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ ସର୍ବାଧିକ ଦରମା ଭତ୍ତାକୁ ବୃଦ୍ଧି କରି ₹୩,୪୫,୦୦୦ ଟଙ୍କା ନେଉଥିବା ସାଧାରଣ ଲୋକମାନେ ହଜମ…
‘ଛାତ୍ରୀଛାତ୍ର ଭଲ ମଣିଷ ହୋଇ ଦେଶର ନାଁ ରଖନ୍ତୁ’
ଭୁବନେଶ୍ୱର,୧୪ା୧୨: ଭୁବନେଶ୍ୱର ଉପକଣ୍ଠସ୍ଥ ଭରତପୁର ଥାନା ଅନ୍ତର୍ଗତ ଦୁର୍ଗାମାଧବ ନଗର (ଶ୍ୟାମପୁର ମୌଜା)ଭରତପୁରଠାରେ ଅବସ୍ଥିତ ବୀଣାଭାରତୀ ବିଦ୍ୟାମନ୍ଦିରର ୨୫ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ୩ ଦିନ ଧରି ବିଦ୍ୟାମନ୍ଦିର ପ୍ରାନ୍ତରରେ ମହା ସମାରୋହରେ ଆୟୋଜିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ମୁଖ୍ୟ…
Archives


