ମେଟ୍ରୋ

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ପକ୍ଷରୁ ସଙ୍କେତ ମିଳିଥିବାବେଳେ ଲଘୁଚାପର…

ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ପକ୍ଷରୁ ସଙ୍କେତ ମିଳିଥିବାବେଳେ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ୍‌ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ ହେଉଥିବା ସାମୁଦ୍ରିକ…

ବଢୁଛି ମୋହନଙ୍କ ପତିଆରା: ଗୋଟିଏ ପରେ ଗୋଟିଏ ଗୁରୁଦାୟିତ୍ୱ ଦେଉଛି ଭାଜପା

ଭୁବନେଶ୍ୱର,୬ା୫(ସୁନିତ୍‌ ମିଶ୍ର):ପଶ୍ଚିମବଙ୍ଗରେ ଭାଜପା ଏକାକୀ ସରକାର ଗଠନ କରିବାକୁ ଯାଉଛି। ଭାଜପା ବିଧାୟକ ଦଳ ନେତା ବାଛିବା ଲାଗି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ କରାଯାଇଥିବା ବେଳେ ମୋହନଙ୍କୁ ସହ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ମିଳିଛି। ଶାହାଙ୍କ ସାଙ୍ଗରେ…

ଚର୍ଚ୍ଚାରେ ବିଜୟଙ୍କ ଗାଡ଼ି ନମ୍ବର ‘TN 07CM 2026’: ଥିଲା ମାଷ୍ଟରପ୍ଲାନ୍‌

ଭୁବନେଶ୍ୱର, ୬।୫(ସୁନିତ୍‌ ମିଶ୍ର):ତାମିଲନାଡୁ ବିଧାନସଭା ନିର୍ବାଚନରେ ଲୋକପ୍ରିୟ ତାମିଲ ଅଭିନେତା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟଙ୍କ ଦଳ ଟିଭିକେ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇ ସମସ୍ତଙ୍କ ପାଇଁ ଚର୍ଚ୍ଚାର ବିଷୟ ପାଲଟିଛି। ଟିଭିକେ ବର୍ତ୍ତମାନ ତାମିଲନାଡୁରେ ସରକାର ଗଠନ କରିବାକୁ ଯାଉଥିବା…

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ…

ବଙ୍ଗଳାରେ ଭାଜପାର ପ୍ରଚଣ୍ଡ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା: କହିଲେ ଓଡ଼ିଶାରେ …

ଭୁବନେଶ୍ୱର,୫।୫: ରାଜନୀତିରେ ବିଜୟ ଏବଂ ପରାଜୟ କେବଳ କ୍ଷମତା ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ; ଏହାର ପ୍ରଭାବ ସାଧାରଣ ଲୋକଙ୍କ ଉପରେ ପଡ଼େ। ପଶ୍ଚିମବଙ୍ଗରେ ଭାଜପାର ବିଜୟ ପରେ, ଓଡ଼ିଶାରୁ ସମାନ ସଙ୍କେତ ଆସିଥିଲା, ଯେଉଁଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ। ଏଥିପାଇଁ ମଙ୍ଗଳବାରଠାରୁ ୭ ତାରିଖ ପର୍ଯ୍ୟନ୍ତ ୩ଦିନିଆ ଗୁଜରାଟ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ।…

ଏହି ଦିନ ପର୍ଯ୍ୟନ୍ତ ବର୍ଷା-ପବନ: ଘରୁ ନ ବାହାରିବାକୁ ପରାମର୍ଶ

ଭୁବନେଶ୍ୱର, ୫ା୫(ବନ୍ଦନା ସେଠୀ):ରାଜ୍ୟରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। କେବଳ ବୌଦ୍ଧ ଜିଲାରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ରହିଥିବାବେଳେ ଝାରସୁଗୁଡାରେ ୪୦.୬ ଡିଗ୍ରୀ ଏବଂ ତାଳଚେରରେ ୪୦.୨ ଡିଗ୍ରୀ ରେକର୍ଡ କରାଯାଇଥିଲା। ବାକି…

ଓଏଏସ୍‌ ସ୍ତରରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୫।୫(ସୁନିତ୍‌ ମିଶ୍ର):ଓଏଏସ୍‌ ଅଫିସରସ୍ତରରେ ସୋମବାର ଏକ ଛୋଟ ଧରଣର ଅଦଳବଦଳ ହୋଇଛି। ଓଏଏସ୍‌ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଓଏଏସ୍‌ ଅଫିସର ସବ୍ୟସାଚୀ ପଣ୍ଡା ଝାରସୁଗୁଡ଼ା ଉପଜିଲାପାଳ…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ…

୩ଦିନ ବର୍ଷା-ପବନ-କୁଆପଥର ମାଡ଼, ଆଜି ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବନ୍ଦନା ସେଠୀ): ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କିଛିଦିନ ହେବ ବର୍ଷା ହେଉଥିବାବେଳେ ରବିବାର ମେଘୁଆ ପାଗ ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଛି। ତେବେ ଆଗାମୀ ୩ଦିନ ଯାଏ ପ୍ରବଳ ବର୍ଷା ଓ ପବନର ସମ୍ଭାବନା ଥିବାରୁ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?