ମେଟ୍ରୋ

ରୂପ ବଦଳାଇ ଅପରାଧ

ଭୁବନେଶ୍ୱର,୧୯।୨(ସୂର୍ଯ୍ୟକାନ୍ତ ବେହେରା):ଟଙ୍କା ଆଦାୟ, ଠକେଇ ବା ଲୁଟ୍‌ କରିବା ଅଭିଯୋଗରେ ଅନେକ ସମୟରେ ନକଲି ପୋଲିସ, ସିବିଆଇ ଅଫିସର, କ୍ରାଇମ୍‌ବ୍ରାଞ୍ଚ ଅଫିସର, ଏମ୍‌ଭିଆଇ, ଟିଟିଇ, ନକଲି ସାମ୍ବାଦିକ ଗିରଫ ହେଉଥିବା ନଜିର ରହିଛି। ସେହିପରି ବଡ଼ ଅଫିସର କିମ୍ବା ସରକାରୀ କର୍ମଚାରୀ…

ଦିନ ୧୦ରୁ ଟିକେଟ ଶେଷ

ଭୁବନେଶ୍ୱର,୧୯।୨(ଶର୍ମିଷ୍ଠା ପାଣିଗ୍ରାହୀ):ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଅବସରରେ ରବିବାରଠୁ ଖଣ୍ଡିଗିରି ଯାତ୍ରା ମହାସମର ଆରମ୍ଭ ହୋଇଛି। ପ୍ରଥମ ଦିନରେ ଦର୍ଶକଙ୍କୁ ଆକର୍ଷିତ କରୁଥିବା ଭଳି ନାଟକ ଥିବାରୁ ଭିଡ଼ ଢେର ଦେଖିବାକୁ ମିଳିଛି। ଏମିତିକି ଦିନ ୧୦ଟାରୁ ସାଧାରଣ ବର୍ଗ ଟିକେଟ ସରିଯାଇଥିଲା।…

କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ 

ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ । ‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର…

ପୁଣି ରାଜଧାନୀରେ ଆପାର୍ଟମେଣ୍ଟରୁ ଲୁଟ୍, ୬ଟି ଫ୍ଲାଟରୁ ତାଲା କାଟି କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ୱର,୧୯।୨: (ମନୋଜ ମଣ୍ଡଳ): ବାଲିଅନ୍ତା ଥାନା ଅନ୍ତର୍ଗତ ଗଡ଼ଶ୍ରୀରାମପୁରସ୍ଥିତ ‘ବର୍ଷା ରିଭେରା’ ଆପାର୍ଟମେଣ୍ଟର ପାଞ୍ଚଟି ଫ୍ଲାଟରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ଶନିବାର ରାତିରେ ଫ୍ଲାଟ୍‌ଗୁଡିକର ତାଲା ଭାଙ୍ଗି ପ୍ରାୟ ୬୦ ହଜାର ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ଚୋରି…

ବିଜେଡିରେ ବିପ୍ଳବ ଜେନା

ଭୁବନେଶ୍ୱର,୧୯।୨(ସୁନିତ୍‌ ମିଶ୍ର):ଅନୁଗୋଳ ଜିଲା କଂଗ୍ରେସ ସଭାପତି ତଥା ୨୦୧୯ରେ ଅନୁଗୋଳ ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇଥିବା ବିପ୍ଳବ ଜେନା ରବିବାର ହଜାରରୁ ଊର୍ଦ୍ଧ୍ୱ ସମର୍ଥକଙ୍କୁ ନେଇ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନଠାରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ପୂର୍ବତନ…

ଜ୍ଞାନ ଆହରଣ ପାଇଁ ବାହାର ରାଜ୍ୟକୁ ଯିବେ ଚାଷୀ

ଭୁବନେଶ୍ୱର, ୧୯।୨(ଅସମାପିକା ସାହୁ):ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା ୨୦୨୪ ରବିବାର ଉଦ୍‌ଯାପିତ ହୋଇଯାଇଛି। ଉତ୍ସବରେ ସଭାପତିତ୍ୱ କରି କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ, ରାଜ୍ୟର ୯୨ ପ୍ରତିଶତ ଚାଷୀ କ୍ଷୁଦ୍ର…

ଓଡ଼ିଶାରେ ୩୩% ଲୋକ ମୋଟା

ଭୁବନେଶ୍ୱର,୧୯ା୨(ଅସମାପିକା ସାହୁ): ଆଜିର ସମୟରେ ଆମ ଖାଦ୍ୟଶୈଳୀ ଠିକ୍‌ ନ ଥିବାରୁ ମୋଟାପଣ ବଢ଼ୁଛି। ଦେଶ ତୁଳନାରେ ଓଡ଼ିଶାରେ ଅଧିକ ଲୋକ ଏପରି ଶାରୀରିକ ଅସନ୍ତୁଳନତାର ଶିକାର ହେଉଛନ୍ତି। ଭାରତରେ ୩୦% ଲୋକ ମୋଟାପଣର ଶିକାର ହେଉଥିବା ବେଳେ ଓଡ଼ିଶାରେ ଏହା…

ରାଜ୍ୟରେ ଖୋଲିବ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ

ଭୁବନେଶ୍ୱର, ୧୮।୨(ଅସମାପିକା ସାହୁ)- ରାଜ୍ୟରେ ଆଉ ୧୮ଟି ସରକାରୀ ଡିଗ୍ରୀ କଲେଜ ଖୋଲିବ। ଚଳିତ ଶିକ୍ଷାବର୍ଷଠାରୁ ଏସବୁ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଗସ୍ତ…

ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୮।୨(ଅସମାପିକା ସାହୁ): ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟାଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଛାତ୍ରୀ ନିବାସଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ…

ବଦଳିଲା ଆଞ୍ଚଳିକ ପାସପୋର୍ଟ କାର୍ଯ୍ୟାଳୟ ଠିକଣା, ଜାଣନ୍ତୁ କେଉଁଠି ଖୋଲିଲା ନୂଆ କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୨: ୟୁନିଟ୍-୮ ନୟାପଲ୍ଲୀରେ ଥିବା ଆଞ୍ଚଳିକ ପାସପୋର୍ଟ ସେବା କେନ୍ଦ୍ର ୧୯ ଫେବୃଆରୀ ୨୦୨୪ ଠାରୁ ଏକ ନୂତନ ଠିକଣାକୁ ସ୍ଥାନାନ୍ତରିତ କରା ଯାଉଛି। ରସୁଲଗଡ଼ରେ ଥିବା ଓଡ଼ିଶା ବିଜନେସ ସେଣ୍ଟରରେ ନୂତନ ଆଞ୍ଚଳିକ ପାସପୋର୍ଟ ସେବା କେନ୍ଦ୍ର କାର୍ଯ୍ୟ ଆରମ୍ଭ…

ରାଜଧାନୀରେ ଲୁଟେରା ଆତଙ୍କ, ଝରକା ତାଡ଼ି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ଭୁବନେଶ୍ୱର,୧୮।୨ : ରାଜଧାନୀ ଭୁବନେଶ୍ୱରରରେ ଲୁଟେରା ଆତଙ୍କରାଜ ଦେଖିବାକୁ ମିଳିଛି। କପିଳପ୍ରସାଦ କେଳୁଚରଣ ଲେନ୍ ୫ ଅଞ୍ଚଳରେ ତାଲା ପଡ଼ିଥିବା ଘରେ ପଶି ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଚୋରି କରି ନେଇଛନ୍ତି। ଲେନ୍ ୫ରେ ଥିବା ଏକ ଘର ଝରକା…

ମାଟ୍ରିକ ପରୀକ୍ଷା ୨୦୨୪: ଚାଲିବ ଏଆଇ କଣ୍ଟ୍ରୋଲ ରୁମ୍‌

କଟକ,୧୮ା୨ (କାର୍ତ୍ତିକ ସାହୁ)ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଆସନ୍ତା ୨୦ରୁ ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ପରୀକ୍ଷା ପରିଚାଳନା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। କଟକସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri