ଦୀର୍ଘଦିନର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି: ଉପକୃତ ୨ ଲକ୍ଷ ଚାଷୀ
ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସିକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବା ପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଝାରସୁଗୁଡ଼ାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ,...
ଦୁନିଆର ଆବଶ୍ୟକତାକୁ ବୁଝିଲେ ସ୍କିଲ୍ ଦୂରତାକୁ ହ୍ରାସ କରିପାରିବା: ଧର୍ମେନ୍ଦ୍ର
ଭୁବନେଶ୍ୱର, ୧୮।୧୦(ସୁନିତ୍ ମିଶ୍ର): ବଜାରର ଆବଶ୍ୟକତା ଏବଂ ଭିତ୍ତିଭୂମିର ବିକାଶ ପାଇଁ ଦରକାର ଥିବା ଦକ୍ଷତା ଉପରେ ମ୍ୟାପିଂ ହେବା ଦରକାର। ଦୁନିଆର ଆବଶ୍ୟକତାକୁ ବୁଝିଲେ ହିଁ ଆମେ ସ୍କିଲ୍ ଦୂରତାକୁ ହ୍ରାସ କରିପାରିବା ବୋଲି ମଙ୍ଗଳବାର ନୂଆଦିଲ୍ଲୀଠାରେ ‘ଇଣ୍ଡିଆ...
‘ସର୍ଭେରେ ଲଟକିଛି ୧୭ ରେଳପ୍ରକଳ୍ପ’ର ସ୍ପଷ୍ଟୀକରଣ
ଭୁବନେଶ୍ୱର, ୧୮।୧୦ (ବ୍ୟୁରୋ): ‘ଧରିତ୍ରୀ ’ର ୧୬।୧୦।୨୦୨୩ ସଂସ୍କରଣରେ ପ୍ରକାଶିତ ‘ସର୍ଭେରେ ଲଟକିଛି ୧୭ ପ୍ରକଳ୍ପ’ ଶୀର୍ଷକ ଖବରରେ କେତେକ ତଥ୍ୟରେ ଭୁଲ ରହିଥିବାନେଇ ପୂର୍ବତଟ ରେଳପଥ ପକ୍ଷରୁ ଏକ ସ୍ପଷ୍ଟୀକରଣ ଦିଆଯାଇଛି। ଏଥିରେ ଉଲ୍ଲେଖ କରାଯାଇଛି, ଯାଜପୁର-କେନ୍ଦୁଝର ରୋଡ୍...
୨୯ରୁ ଭୁବନେଶ୍ୱରରୁ ଗୁଆହାଟୀକୁ ଉଡ଼ିବ ବିମାନ
ଭୁବନେଶ୍ୱର,୧୮ା୧୦(ଅସମାପିକା ସାହୁ) ଭୁବନେଶ୍ୱରରୁ ଗୁହାହାଟୀକୁ ଆସନ୍ତା ୨୯ ତାରିଖରୁ ବିମାନ ଚଳାଚଳ ଆରମ୍ଭ ହେବ। ଇଣ୍ଡିଗୋ ଏୟାରଲାଇନ୍ସ ପ୍ରତିଦିନ ଭୁବନେଶ୍ୱର-ଗୁହାହାଟୀ ମଧ୍ୟରେ ବିମାନ ଚଳାଚଳ କରାଇବ। ଭୁବନେଶ୍ୱରରୁ ଗୁହାହାଟୀ ମାତ୍ର ଦେଢ଼ଘଣ୍ଟା ଲାଗିବ। ପ୍ରତିଦିନ ଏହା ଅପରାହ୍ନ ୧ଟା ୨୫ରୁ...
ସୁପ୍ରିମକୋର୍ଟଙ୍କ ରାୟ ପରେ ଏମିତି କହିଲେ ଦୂତି
ଭୁବନେଶ୍ୱର,୧୭।୧୦ : ସମଲିଙ୍ଗୀ ସମ୍ପର୍କକୁ ନେଇ ମଙ୍ଗଳବାର ସୁପ୍ରିମକୋର୍ଟ ଐତିହାସିକ ରାୟ ଦେଇଛନ୍ତି। ଏହାକୁ ନେଇ ଆଥ୍ଲେଟ୍ ଦୂତି ଚାନ୍ଦ ନିଜର କ୍ଷୋଭ ପ୍ରକାଶ କରିଛନ୍ତି। ସେ ସୁପ୍ରିମକୋର୍ଟଙ୍କ ଏହି ରାୟକୁ ଗ୍ରହଣ କରିପାରି ନାହାନ୍ତି। ସେ କହିଛନ୍ତି ମୁଁ...
୩ଟି ଜିଲାର ୨୩ଟି ବିକାଶମୂଳକ ପ୍ରକଳ୍ପ ପାଇଁ ୨୬୩ କୋଟି ୧୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୧୭।୧୦(ଅସମାପିକା ସାହୁ): ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ତୃତୀୟ ଦିନରେ ମୟୂରଭଞ୍ଜ, ବରଗଡ ଓ ଦେବଗଡ ଜିଲାରେ ଯୋଜନାର ଶୁଭାରମ୍ଭ କରିଛନ୍ତି । ଯୋଜନା ଅନୁଯାୟୀ ପ୍ରତି ପଞ୍ଚାୟତ...
ଲୁଟ୍ ଟଙ୍କାକୁ କ୍ଲବ୍ରେ ଉଡ଼ାଉଥିଲେ କ୍ରାଇମ୍ କୁଇନ୍ ମୁସ୍କାନ
ଭୁବନେଶ୍ୱର,୧୭।୧୦(ସୂର୍ଯ୍ୟକାନ୍ତ ବେହେରା):ରୂପ ଦେଖାଇ ଟ୍ରେନ୍ ଯାତ୍ରୀ ଓ ଯବାନଙ୍କୁ ଫସାଇ ନିଶା ଦେଇ ଲୁଟ୍ ଘଟଣାରେ ଗିରଫ ହୋଇଥିବା କ୍ରାଇମ୍ କୁଇନ୍ ମୁସ୍କାନ ଓରଫ ସାରିଫ ଖାନ୍ଙ୍କ ସହ ୩ ସହଯୋଗୀ ଏବେ ଜେଲ୍ରେ ଅଛନ୍ତି। ମୁସ୍କାନ ଓ ତାଙ୍କ...
ଲାଞ୍ଚ ଟଙ୍କାରେ ଫ୍ଲାଟ୍ କିଣି ମା’ଙ୍କୁ ଉପହାର
ଭୁବନେଶ୍ୱର,୧୭।୧୦(ସତ୍ୟଜିତ୍ ରାଉତ):ଜାହାଜ କର୍ମଚାରୀଙ୍କୁ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେବାକୁ ଲାଞ୍ଚ ନେଇ ସିବିଆଇ ଦ୍ୱାରା ଗିରଫ ହୋଇଥିବା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନ (ପିଏଚ୍ଓ)ର ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ ବହୁ ଗୁମର ଫିଟିବାରେ ଲାଗିଛି। ସୋମବାର ଦ୍ୱିତୀୟ ପର୍ଯ୍ୟାୟ...
ଓଡିଏମ୍ ଓଡ଼ିଶାର ଶ୍ରେଷ୍ଠ ବିଦ୍ୟାଳୟ
ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):ଏଜୁକେଶନ ଓ୍ବାଲର୍ଡ ଗ୍ରାଣ୍ଡ ଜ୍ୟୁରୀ ଇଣ୍ଡିଆ ସ୍କୁଲ ର଼୍ୟାଙ୍କିଙ୍ଗସ୍ ୨୦୨୩-୨୪ ରେ ଓଡିଏମ ପବ୍ଲିକ୍ ସ୍କୁଲକୁ ସଫଳତା ମିଳିଛି। କୋ-ଏଡ୍ ଡେ ବୋର୍ଡିଙ୍ଗ ସ୍କୁଲ ବର୍ଗରେ ସାରା ଦେଶରେ ଏହି ସ୍କୁଲ ୯ମ ସ୍ଥାନରେ ରହିଛି। ସେହିପରି କ୍ୟାରିଅର...
ରାଜଧାନୀରେ ଉପୁଜିପାରେ କଞ୍ଚା ପରିବା ସଙ୍କଟ
ଭୁବନେଶ୍ୱର, ୧୭।୧୦ (ବନ୍ଦନା ସେଠୀ):ଆସନ୍ତା ୨୦ ତାରିଖରୁ ରାଜଧାନୀରେ କଞ୍ଚା ପରିବା ସଙ୍କଟ ଦେଖାଦେଇପାରେ। କାରଣ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରହିବ ୟୁନିଟ-୧ ପରିବା ହାଟ। ଏନେଇ କଞ୍ଚା ପରିବା ବ୍ୟବସାୟୀ ମହାସଂଘ ପକ୍ଷରୁ ଚେତାବନୀ ଦିଆଯାଇଥିବାବେଳେ ଏଥିରେ...
ମାସର ଗୋଟିଏ ସୋମବାର କଲେଜ ଛାତ୍ରୀଛାତ୍ର ଶୁଣିବେ ହକି ଗାଥା
ଭୁବନେଶ୍ୱର,୧୭।୧୦(ଅନୁରାଧା ମହାରଣା):କଲେଜ ଛାତ୍ରୀଛାତ୍ର ଭାରତୀୟ ହକିର ଗୌରବମୟ ଇତିହାସ ଓ ସଫଳତାର ଗାଥା ଶୁଣିବେ। ପ୍ରତି ସୋମବାର କଲେଜରେ ପିଲାଙ୍କୁ ଏକାଠି କରି ବାର୍ତ୍ତା ଦିଆଯିବା ନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗତ ସପ୍ତାହରେ ନିଷ୍ପତ୍ତି ହୋଇଥିଲା। ମାତ୍ର...
ଚିଲିକାରେ ଚାଲିବ ସୌରଚାଳିତ ବୋଟ୍
ଭୁବନେଶ୍ୱର, ୧୭।୧୦(ସୁନିତ୍ ମିଶ୍ର):ଚିଲିକାରେ ଚାଲିବ ସୌରଚାଳିତ ବା ବ୍ୟାଟେରିଚାଳିତ ବୋଟ୍। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଚିଲିକାରେ ପ୍ରଦୂଷଣ କମାଇବା ଏବଂ କାର୍ବନ ନିର୍ଗମନ ମାତ୍ରାକୁ ହ୍ରାସ କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାରଙ୍କ ଦୀର୍ଘଦିନର ପ୍ରସ୍ତାବିତ...
Archives


